ତୁମ୍ଭେ ଗୋଟିଏ ଚୋରକୁ ଦେଖ ଓ ତା'ସହ ଦୌଡ଼ିୟାଇ ମିଶିୟାଅ। ଯେତବେେଳେ ବ୍ଯଭିଚାରୀମାନେ ପାପ କରନ୍ତି, ତୁମ୍ଭେ ଆନନ୍ଦରେ ନାଚି ଉଠ।
Cross references
ଯଦି କୌଣସି ପୁରୁଷ ତା'ର ପ୍ରତିବେଶୀର ଭାର୍ୟ୍ଯା ସହିତ ୟୌନ ସଂପର୍କ ରେଖ, ତବେେ ସେ ପୁରୁଷ ଓ ସ୍ତ୍ରୀ ଉଭୟେ ବ୍ଯଭିଚାର ପାଇଁ ଅପରାଧୀ ଓ ଉଭୟେ ମୃତ୍ଯୁବରଣ କରିବା ଉଚିତ୍।
ଯୋନାଦବ ତାହାକକ୍ସ୍ଟ କହିଲା, ତୁମ୍ଭେ ଶୟ୍ଯା ରେ ପଡି ରୋଗ ରେ ବାହାନା କର। ପକ୍ସ୍ଟଣି ତକ୍ସ୍ଟମ୍ଭ ପିତା ତୁମ୍ଭକୁ ଦେଖିବାକକ୍ସ୍ଟ ଆସିଲେ ତାଙ୍କୁ କକ୍ସ୍ଟହ, 'ଦୟାକରି ମାରେଭଉଣୀ ତାମରକକ୍ସ୍ଟ ମାେ ପାଖକକ୍ସ୍ଟ ଆସି ମାେତେ ଖାଦ୍ୟ ଦବୋକକ୍ସ୍ଟ ଅନକ୍ସ୍ଟମତି ଦିଅନ୍ତକ୍ସ୍ଟ। ସେ ମାେ ଆଗ ରେ ଖାଦ୍ୟ ରାନ୍ଧିବ, ତହିଁରେ ମୁ ତାହା ଦେଖି ତାହା ହାତରକ୍ସ୍ଟ ଭୋଜନ କରିବି।'
ଯଦି ମୁଁ ପର ସ୍ତ୍ରୀକୁ କାମନା କରିଥାଏ ବା ପଡ଼ୋଶୀ ସ୍ତ୍ରୀ ସହ ପାପ କାର୍ୟ୍ଯ କରିବା ପାଇଁ ତା'ର ଦ୍ବାର ଦେଶ ରେ ଅପେକ୍ଷା କରିଥାଏ,
ହେ ମାରେ ପୁତ୍ର, ପାପୀମାନେ ପାପକର୍ମ କରିବାକୁ ଭଲ ପାଆନ୍ତି ଏବଂ ସହେିପରି ଲୋକମାନେ ତୁମ୍ଭକୁ କୁକାର୍ୟ୍ଯ କରାଇବାକୁ ପ୍ରବର୍ତ୍ତାଇବେ। ସମାନଙ୍କେୁ ତୁମ୍ଭର ସମ୍ମତି ଦିଅ ନାହିଁ।
ଜ୍ଞାନ ତୁମ୍ଭକୁ ପର ସ୍ତ୍ରୀ ଓ ୟିଏ ବ୍ଯଭିଚାରୀ ଚାଟୁବାଦିନୀ ଲୋକଠାରୁ ମଧ୍ଯ ରକ୍ଷା କରିବ।
ମାରେ ସ୍ବାମୀ ଘ ରେ ନାହାଁନ୍ତି, ସେ ଦୂର ୟାତ୍ରା କରିଛନ୍ତି।
ସଦାଷୀକୁ କ୍ଷମା କରିବାକୁ ତୁମ୍ଲଭସସମାନଙ୍କୁ ଲାଞ୍ଚସଦଲଲସସମାଲନ ଲାଞ୍ଚସନଲବ। ମାତ୍ରସସମାଲନ ଉତ୍ତମସଲାକଙ୍କୁ ନ୍ଯାଯ ବିଚାର ଦିଅନ୍ତି ନାହିଁ।
ସମାନେେ ଏକ କାମୁକି ଘୋଡୀ ପରି ବୁଲନ୍ତି, ପ୍ରେତ୍ୟକକ ତା'ର ପଡ଼ୋଶୀର ସ୍ତ୍ରୀ ପ୍ରତି ଲୋଲୁପ ଦୃଷ୍ଟି ପକାନ୍ତି।
ଲୋକମାନେ ଦୁଇ ହାତ ରେ ମନ୍ଦକାର୍ୟ୍ଯ କରିବାକୁ ଯତ୍ନଶୀଳ ହେଉଛନ୍ତି, କର୍ମଗ୍ଭରୀଗଣ ଲାଞ୍ଚ ନେଉଛନ୍ତି ଓ ବିଗ୍ଭରକ ବିଗ୍ଭରାଳଯ ରେ ସମାନଙ୍କେର ସିଦ୍ଧାନ୍ତ ବଦଳାଇବାକୁ ଅର୍ଥ ନେଉଛନ୍ତି। ପ୍ରଧାନ ବ୍ଯକ୍ତିମାନେ ଉତ୍ତମ ଓ ନ୍ଯାଯ ବିଗ୍ଭର କରୁ ନାହିଁନ୍ତି। ସମାନେେ ନିଜ ଇଚ୍ଛା ଯାହା ତାହା କରୁଛନ୍ତି।
ଏବଂ ତୁମ୍ଭମାନେେ କହୁଛ ଯେ 'ଆମ୍ଭେ ଯଦି ଆମ୍ଭ ପୂର୍ବପୁରୁଷଙ୍କ ସମକାଳୀନ ହାଇେଥାଆନ୍ତୁ, ତବେେ ଏହି ଭବିଷ୍ଯଦ୍ବକ୍ତାମାନଙ୍କୁ ମାରି ଦବୋ ପାଇଁ ଆମ୍ଭେ କବେେ ହେଲେ ସାହାୟ୍ଯ କରି ନଥାନ୍ତୁ।'
ସମାନେେ ପରମେଶ୍ବରଙ୍କ ବ୍ଯବସ୍ଥା ଜାଣନ୍ତି। ସମାନେେ ଜାଣନ୍ତି ଯେ ପରମେଶ୍ବରଙ୍କ ବ୍ଯବସ୍ଥା କୁ ହେ, ଯେଉଁ ଲୋକ ଏହି ଭଳି ଜୀବନ ଯାପନ କରୁଛି, ସେ ମରିବା ଉଚ଼ିତ। କିନ୍ତୁ ସମାନେେ ଏହି ମନ୍ଦକାର୍ୟ୍ଯ ଗୁଡ଼ିକ କରି ଚ଼ାଲନ୍ତି। ଯେଉଁ ଲୋକମାନେ ଏହିଭଳି କାମ କରନ୍ତି, ସମାନଙ୍କେୁ ମଧ୍ଯ ସମାନେେ ସମର୍ଥନ କରନ୍ତି।
ସର୍ବଦା ଭଲ କାମ କରି, ଅନ୍ଧକାରର କର୍ମଗୁଡ଼ିକର ଅସାରତା ପ୍ରମାଣିତ କର।
ଜଣେ ଲୋକକୁ ମଣ୍ଡଳୀର ପ୍ରାଚୀନ ଭାବେ ତା'ଉପରେ ହାତ ଥୋଇବା ସମୟରେ ଖୁବ୍ ସତର୍କ ଭାବେ ଚିନ୍ତା କର। ଅନ୍ୟ ଲୋକମାନଙ୍କ ପାପରେ ଅଂଶ ଗ୍ରହଣ କର ନାହିଁ। ନିଜକୁ ସର୍ବଦା ପବିତ୍ର ରଖ।
ବିବାହକୁ ସବୁଲୋକଙ୍କ ଦ୍ବାରା ସମ୍ମାନ ମିଳିବା ଆବଶ୍ଯକ। ପ୍ରେତ୍ୟକକ ବିବାହକୁ କବଳେ ଦୁଇ ଜଣକ ଭିତ ରେ ନିର୍ଦ୍ଦିଷ୍ଟ ରଖିବା ଉଚିତ। ଯେଉଁମାନେ ୟୌନଗତ ପାପ ଓ ବ୍ଯଭିଚାର କରୁଛନ୍ତି ପରମେଶ୍ବର ସମାନଙ୍କେୁ ଦୋଷୀ ବୋଲି ବିଚାର କରିବେ।