Home Bibles ଗୀତସଂହିତା 52:1 · ଓଡ଼ିଆ ବାଇବେଲ
ଗୀତସଂହିତା 52:1 · ଓଡ଼ିଆ ବାଇବେଲ

ହେ ଶ୍ରେଷ୍ଠ, ମାନବ, ତୁମ୍ଭେ କରୁଥିବା ଅନିଷ୍ଟ କର୍ମରେ ବଡ଼ିମା ହେଉଛି କାହିଁକି ? ପରମେଶ୍ବରଙ୍କ ବିଶ୍ବସ୍ତ ପ୍ରମେ ମାେତେ ଦିନ ତମାମ ସୁରକ୍ଷା କରିବ।

Cross references

ଆଦି ପୁସ୍ତକ 6:4

ସମାନଙ୍କେ ପସନ୍ଦ ଅନୁସାରେ ସମାନଙ୍କେୁ ବିବାହ କଲେ।

ଆଦି ପୁସ୍ତକ 10:8

ନିମ୍ରୋଜ୍ କୂଶର ପୁତ୍ର। ସେ ପୃଥିବୀ ମଧିଅରେ ପରାକ୍ରମି ହବୋକୁ ଲାଗିଲା।

ଯାତ୍ରା ପୁସ୍ତକ 22:9

ପୁଣି ସର୍ବପ୍ରକାର ଅଧର୍ମ ବିଷଯ ରେ, ଅର୍ଥାତ୍ ଗୋରୁ କି ଗଧ, ମଷେ କିଅବା ବସ୍ତ୍ର ଯେକୌଣସି ହଜିଲା ଦ୍ରବ୍ଯ ବିଷଯ ରେ ଯବେେ କହେି କ ହେ, ଏହା ସହେି ଦ୍ରବ୍ଯ ଏବଂ ଅନ୍ୟ ଜଣେ କହିବ, 'ନା ଏହା ତାହା ନୁହେଁ' ତବେେ ଉଭୟ ପକ୍ଷଙ୍କ କଥା ପରମେଶ୍ବରଙ୍କ ସାକ୍ଷାତ ରେ ଉପସ୍ଥିତ ହବେ, ତହିଁରେ ପରମେଶ୍ବର ଯାହାକୁ ଦୋଷୀ ବିଚାର କରିବେ ସେ ଆପଣା ପଡ଼ୋଶୀକୁ ଦୁଇଗୁଣ ଦବେ।

ପ୍ରଥମ ଶାମୁୟେଲ 21:7

ଏଠା ରେ ପବିତ୍ର ରୋଟୀ ଛଡା ଆଉ କୌଣସି ରୋଟୀ ନାହିଁ। ତେଣୁ ଯାଜକ ଦାଉଦକକ୍ସ୍ଟ ଏହି ପବିତ୍ର ରୋଟୀ ଦେଲେ। ଏହା ପବିତ୍ର ରୋଟୀସବୁକକ୍ସ୍ଟ ସଦାପ୍ରଭୁଙ୍କ ସମ୍ମକ୍ସ୍ଟଖ ରେ ଟବେକ୍ସ୍ଟଲ ଉପରେ ରଖିଥିଲେ। ପ୍ରେତ୍ୟକକ ଦିନ ସେ ଏହି ରୋଟୀ ସଠାେରକ୍ସ୍ଟ କାଢି ନଇେ ତଟକା ରୋଟୀ ସହେିଠା ରେ ରଖନ୍ତି।

ପ୍ରଥମ ଶାମୁୟେଲ 22:9

ଶାଉଲଙ୍କର ଦାସ ନିକଟରେ ଛିଡା ହାଇେଥିବା ଇଦୋମୀଯ ଦୋଯଗ ଉତ୍ତର ଦେଲେ, ମୁ ୟିଶୀର ପକ୍ସ୍ଟତ୍ରକକ୍ସ୍ଟ ନୋବ ରେ ଅହୀଟୂବର ପକ୍ସ୍ଟତ୍ର ଅହୀମଲେକ୍ ନିକଟକକ୍ସ୍ଟ ୟିବାର ଦେଖିଥିଲି।

ଗୀତସଂହିତା 7:14

କିଛି ଲୋକ ସବୁବେଳେ ମନ୍ଦ ଯୋଜନାରେ ବ୍ଯସ୍ତ ଥାଆନ୍ତି। ସମାନେେ ଗୋପନ ଯୋଜନା କରନ୍ତି ଓ ମିଥ୍ଯା ମଧ୍ଯ କହନ୍ତି।

ଗୀତସଂହିତା 10:2

ଗର୍ବୀ ଓ ଦୁଷ୍ଟ ଲୋକମାନେ କୁମନ୍ତ୍ରଣା କରନ୍ତି ଓ ସମାନେେ ଗରିବ ଲୋକମାନଙ୍କର କ୍ଷତି କରନ୍ତି।

ଗୀତସଂହିତା 10:7

ସହେି ଲୋକମାନେ ସବୁବେଳେ ଈଶ୍ବରଙ୍କୁ ତିରସ୍କାର କରନ୍ତି। ସମାନେେ ସବୁବେଳେ ଅନ୍ୟମାନଙ୍କ ବିଷଯରେ ମନ୍ଦ କଥା କହନ୍ତି। ସମାନେେ ସବୁବେଳେ ମନ୍ଦକାର୍ୟ୍ଯ କରିବାକୁ ଯୋଜନା କରନ୍ତି।

ଗୀତସଂହିତା 36:3

ତା'ର ବାକ୍ଯସବୁ କବଳେ ମୂଲ୍ଯହୀନ ମିଥ୍ଯା ଅଟେ। ସେ ଜ୍ଞାନୀ ହାଇପୋରେ ନାହିଁ ଅଥବା ସୁକର୍ମ କରିବା ଶିଖେ ନାହିଁ।

ଗୀତସଂହିତା 54:3

ଅପରିଚିତ ଲୋକମାନେ କହେି ପରମେଶ୍ବରଙ୍କୁ ଉପାସନା କରନ୍ତି ନାହିଁ। ପରାକ୍ରମଶାଳୀ ଲୋକମାନେ ମାେତେ ହତ୍ଯା କରିବା ପାଇଁ ଚେଷ୍ଟା କରୁଛନ୍ତି।

ଗୀତସଂହିତା 59:7

ତୁମ୍ଭେ ସମାନଙ୍କେ ଧମକ ଓ ଅପମାନକୁ ଶୁଣ। ସମାନେେ ଭାବନ୍ତି ସମାନଙ୍କେୁ କହେି ଶୁଣନ୍ତି ନାହିଁ। ୟେ ହତେୁ ସମାନେେ ଖରାପ କଥା କହନ୍ତି।

ଗୀତସଂହିତା 94:4

ସହେି ଦାଗିମାନେ ଆଉ କେତେ କାଳ ଅହଙ୍କାର କଥା କହିବେ ? ସହେି ଅଧର୍ମାଚାରୀମାନେ କେତେ କାଳ ଦର୍ପ କରିବେ ?

ଗୀତସଂହିତା 103:17

କିନ୍ତୁ ସଦାପ୍ରଭୁ ସର୍ବଦା ତାଙ୍କର ସମ୍ମାନକାରୀମାନଙ୍କୁ ପ୍ରମେ କରନ୍ତି, ତାଙ୍କର ସହେି ସ୍ନହେ ଅନାଦିକାଳରୁ ଅନନ୍ତକାଳ ଲାଗି ରହିଥାଏ। ପରମେଶ୍ବର ସମାନଙ୍କେୁ ଓ ସମାନଙ୍କେର ସନ୍ତାନ ସନ୍ତତି ପ୍ରତି ମଙ୍ଗଳ କରନ୍ତି।

ଗୀତସଂହିତା 107:1

ସଦାପ୍ରଭୁଙ୍କୁ ଧନ୍ଯବାଦ ଦିଅ। କାରଣ ସେ ମହାନ୍। ତାଙ୍କର ଦୟା ଅନନ୍ତକାଳସ୍ଥାଯୀ।

ଗୀତସଂହିତା 137:1

ଆମ୍ଭମାନେେ ବାବିଲୀଯ ନଦୀ ନିକଟରେ ସିୟୋନକୁ ସ୍ମରଣ କଲା ବେଳେ ସଠାେରେ ବସି ରୋଦନ କଲୁ।

ହିତୋପଦେଶ 6:14

ତା'ର ହୃଦଯ ରେ କୁଟିଳତା ଥାଏ। ସେ ସର୍ବଦା ଅନିଷ୍ଟ ଯୋଜନା କରେ। ସେ ୟୁକ୍ତିତର୍କ ଓ କଳି ଆରମ୍ଭ କରେ।

ହିତୋପଦେଶ 6:18

ହୃଦଯ କୁକର୍ମ କରିବା ପାଇଁ ଯୋଜନା କରେ, କୁକର୍ମ କରିବାକୁ ବଗଗୋମୀ ଚରଣ।

ଯିଶାଇୟ 59:4

କହେି ନ୍ଯାଯ ରେ ଗୁହାରି ଶୁଣେ ନାହିଁ ଓ କହେି ସତ୍ଯ ରେ ପ୍ରତିବାଦ କରେ ନାହିଁ। ସମାନେେ ଅସାରତା ରେ ନିର୍ଭର କରନ୍ତି ଓ ମିଥ୍ଯା କଥା କୁହନ୍ତି। ସମାନେେ ଅନିଷ୍ଟକୁ ଗର୍ଭ ରେ ଧାରର କରନ୍ତି ଓ ଅପରାଧ ପ୍ରସବ କରନ୍ତି।

ଯିରିମିୟ 9:8

ସମାନଙ୍କେର ଜିହ୍ବା ପ୍ରାଣନାଶକ ବାଣସ୍ବରୂପ। ତାହା କବଳେ ମିଥ୍ଯା ଓ ପ୍ରବଞ୍ଚନାର କଥା କ ହେ। ସମାନେେ ମୁହଁ ରେ ପ୍ରତିବେଶୀ ସହିତ ପ୍ ରମାେଳାପ କରନ୍ତି, ମାତ୍ର ଅନ୍ତର ରେ ସମାନଙ୍କେୁ ବିନାଶ କରିବାକୁ ଯୋଜନା କରନ୍ତି।

ଯିରିମିୟ 41:4

ଗଦଲିଯକୁ ବଧ କରିବାର ଦିନକ ପ ରେ ଶିଖିମ, ଶୀଲୋ ଓ ଶମରିଯାରୁ ଅଶୀଜଣ ପୁରୁଷ ଦାଢ଼ି କ୍ଷୌର ହାଇେ, ଛିନ୍ନବସ୍ତ୍ର ପରିଧାନ ପୂର୍ବକ ନିଜ ନିଜ ଶରୀର ରେ ଅସ୍ତ୍ରାଘାତ କରି ହସ୍ତ ରେ ନବୈେଦ୍ଯ ଓ ସୁଗନ୍ଧି ଧୂପ ନଇେ ସଦାପ୍ରଭୁଙ୍କ ଗୃହକୁ ଆସୁଥିଲେ।

ମୀଖା 7:3

ଲୋକମାନେ ଦୁଇ ହାତ ରେ ମନ୍ଦକାର୍ୟ୍ଯ କରିବାକୁ ଯତ୍ନଶୀଳ ହେଉଛନ୍ତି, କର୍ମଗ୍ଭରୀଗଣ ଲାଞ୍ଚ ନେଉଛନ୍ତି ଓ ବିଗ୍ଭରକ ବିଗ୍ଭରାଳଯ ରେ ସମାନଙ୍କେର ସିଦ୍ଧାନ୍ତ ବଦଳାଇବାକୁ ଅର୍ଥ ନେଉଛନ୍ତି। ପ୍ରଧାନ ବ୍ଯକ୍ତିମାନେ ଉତ୍ତମ ଓ ନ୍ଯାଯ ବିଗ୍ଭର କରୁ ନାହିଁନ୍ତି। ସମାନେେ ନିଜ ଇଚ୍ଛା ଯାହା ତାହା କରୁଛନ୍ତି।

ରୋମୀୟଙ୍କ ପ୍ରତି ପତ୍ର 1:30

ସମାନେେ ପରଚର୍‍ଚ୍ଚା କରନ୍ତି, ପରନିନ୍ଦା କରନ୍ତି ଓ ଏକ ଆ ରକେ ବିରୁଦ୍ଧ ରେ ମନ୍ଦକଥା କୁହନ୍ତି। ସମାନେେ ପରମେଶ୍ବରଙ୍କୁ ଘୃଣା କରନ୍ତି। ସମାନେେ ଉଦ୍ଧତ, ଆତ୍ମଗର୍ବୀ ଓ ଅହଂକାରୀ। ସମାନେେ ମନ୍ଦକର୍ମ କରିବା ପାଇଁ ବାଟ ଖୋଜୁ ଥାଆନ୍ତି।

ତୀମଥିଙ୍କ ପ୍ରତି ଦ୍ୱିତୀୟ ପତ୍ର 3:2

ସହେି ସମୟରେ ଲୋକେ କବଳେ ନିଜ ନିଜକୁ ଓ ଧନକୁ ଭଲ ପାଇବେ। ସମାନେେ ଅହଂକାରୀ ଓ ଉଦ୍ଧତ ହବେେ। ଅନ୍ୟ ଲୋକଙ୍କ ବିରୁଦ୍ଧ ରେ ନିନ୍ଦାକଥା କହିବେ। ମାତାପିତାଙ୍କୁ ମାନିବେ ନାହିଁ। ସମାନେେ ବିଶ୍ବାସଘାତକ ହବେେ। ପରମେଶ୍ବରଙ୍କ ଇଚ୍ଛାନୁଯାଯୀ ଜୀବନଯାପନ କରିବେ ନାହିଁ।

ଯୋହନଙ୍କ ପ୍ରଥମ ପତ୍ର 4:7

ପ୍ରିୟ ବନ୍ଧୁମାନେ, ଆମ୍ଭେସବୁ ପରସ୍ପରକୁ ଭଲ ପାଇବା ଉଚିତ, କାରଣ ପ୍ ରମେ ପରମେଶ୍ବରଙ୍କଠାରୁ ଆ ସେ। ଯେଉଁ ଲୋକ ପ୍ ରମେ କରେ, ସେ ପରମେଶ୍ବରଙ୍କର ସନ୍ତାନ ହୁଏ ଓ ତାହାଙ୍କୁ ଜାଣିପା ରେ।

Interlinear

Choose Theme