Home Bibles ଗୀତସଂହିତା 52:3 · ଓଡ଼ିଆ ବାଇବେଲ
ଗୀତସଂହିତା 52:3 · ଓଡ଼ିଆ ବାଇବେଲ

ତୁମ୍ଭେ ସୁକର୍ମ ଅପେକ୍ଷା କୁକର୍ମକୁ ଅଧିକ ଭଲ ପାଉଛ। ତୁମ୍ଭେ ସତ କହିବା ଅପେକ୍ଷା, ମିଥ୍ଯା କହିବାକୁ ଅଧିକ ଭଲ ପାଉଛ।

Cross references

ଗୀତସଂହିତା 62:4

ମାରେ ପ୍ରଭାବଶାଳୀ ପଦବୀ ସଂପନ୍ନ ବ୍ଯକ୍ତିମାନେ ମାେତେ ତଳକୁ ଆଣିବା ପାଇଁ ଯୋଜନା କରନ୍ତି। ସମାନେେ ମାେ ବିଷଯରେ ମିଥ୍ଯା କଥା କହି ଆନନ୍ଦିତ ହୁଅନ୍ତି। ସମାନେେ ସର୍ବସାଧାରଣରେ ମାରେ ବିଷଯରେ ଭଲ କହନ୍ତି, କିନ୍ତୁ ଅନ୍ତରରେ ଅଭିଶାପ ଦିଅନ୍ତି।

ହିତୋପଦେଶ 21:10

ଦୁଷ୍ଟ ଲୋକର ମନ ସର୍ବଦା ଅନଷ୍ଟ ପାଞ୍ଚେ। ପୁଣି ତା'ର ଦୃଷ୍ଟି ରେ ତା'ର ପ୍ରତିବେଶୀ କିଛି ଅନୁଗ୍ରହ ପାଏ ନାହିଁ।

ଯିରିମିୟ 4:22

ପରମେଶ୍ବର କହିଲେ, ମାରେଲୋକମାନେ ନିର୍ବୋଧ ଏବଂ ସମାନେେ ମାେତେ ଜାଣନ୍ତି ନାହିଁ। ସମାନେେ ନିର୍ବୋଧ ସନ୍ତାନ ତୁଲ୍ଯ, ସମାନଙ୍କେର ଅର୍ନ୍ତଦୃଷ୍ଟି ନାହିଁ। ସମାନେେ କୁକର୍ମ କରିବା ରେ ଧୂରନ୍ଧର। ମାତ୍ର ସୁକର୍ମ କିପରି କରିବାକୁ ହୁଏ ସମାନେେ ଜାଣନ୍ତି ନାହିଁ।

ଯିରିମିୟ 9:3

ପୁଣି ସମାନେେ ଅସତ୍ଯତା ନିମନ୍ତେ ନିଜ ନିଜ ଜିହ୍ବାରୂପ ଧନୁକୁ ବକ୍ର କରନ୍ତି। ଆଉ ସମାନେେ ଦେଶ ରେ ବଳିଷ୍ଠ ହାଇେଅଛନ୍ତି, ମାତ୍ର ସତ୍ଯତା ପାଇଁ ନୁହେଁ। କାରଣ ସମାନେେ ପାପ ଉପ ରେ ପାପ କରିବାକୁ ଅଗ୍ରସର ହୁଅନ୍ତି। ସମାନେେ ଆମ୍ଭକୁ ଜାଣନ୍ତି ନାହିଁ। ଏହା ସଦାପ୍ରଭୁ କହନ୍ତି।

ଯିରିମିୟ 9:8

ସମାନଙ୍କେର ଜିହ୍ବା ପ୍ରାଣନାଶକ ବାଣସ୍ବରୂପ। ତାହା କବଳେ ମିଥ୍ଯା ଓ ପ୍ରବଞ୍ଚନାର କଥା କ ହେ। ସମାନେେ ମୁହଁ ରେ ପ୍ରତିବେଶୀ ସହିତ ପ୍ ରମାେଳାପ କରନ୍ତି, ମାତ୍ର ଅନ୍ତର ରେ ସମାନଙ୍କେୁ ବିନାଶ କରିବାକୁ ଯୋଜନା କରନ୍ତି।

ମୀଖା 3:2

କିନ୍ତୁ ତୁମ୍ଭମାନେେ ସୁକର୍ମକୁ ଘୃଣାକରି ଦୁଷ୍କର୍ମକୁ ଭଲ ପାଉଛ। ଆଉ ମଧ୍ଯ ଲୋକମାଙ୍କ ଶରୀରରୁ ଚର୍ମ ବିଦୀର୍ଣ୍ଣ କରିଛ ଏବଂ ସମାନଙ୍କେର ଅସ୍ଥିରୁ ମାଂସ କାଢି ନଇେଛ।

ଯୋହନଲିଖିତ ସୁସମାଚାର 8:44

ଶୟତାନ ହେଉଛି ତୁମ୍ଭର ପିତା। ତୁମ୍ଭେ ତାହାର ଅଟ। ତୁମ୍ଭେ ତାର ଇଚ୍ଛା ଅନୁସାରେ କାର୍ୟ୍ଯ କରୁଛ। ପ୍ରଥମରୁ ସେ ଜଣେ ଖୁନି। ସେ ସର୍ବଦା ସତ୍ଯର ବିରୁଦ୍ଧ। ତା' ଭିତ ରେ କୌଣସି ସତ୍ଯତା ନାହିଁ। ସେ ତାର ସ୍ବଭାବରୁ ମିଛୁଆ। ସେ ମିଥ୍ଯାବାଦୀ, ସେ ମିଥ୍ଯାର ଜନ୍ମଦାତା।

ରୋମୀୟଙ୍କ ପ୍ରତି ପତ୍ର 1:25

ଲୋକେ ପରମେଶ୍ବରଙ୍କ ସତ୍ଯ ବଦଳ ରେ ମିଥ୍ଯାକୁ ଗ୍ରହଣ କଲେ। ସମାନେେ ସୃଷ୍ଟ ବସ୍ତୁଗୁଡ଼ିକର ଉପାସନା ଓ ସବୋ କଲେ। ସମାନେେ ଏହି ବସ୍ତୁ ଗୁଡ଼ିକର ସୃଷ୍ଟିକର୍ତ୍ତା ପରମେଶ୍ବରଙ୍କୁ ଉପାସନା କଲେ ନାହିଁ। ପରମେଶ୍ବର ସର୍ବଦା ପ୍ରଶଂସାର ପାତ୍ର। ଆମେନ୍।

ତୀମଥିଙ୍କ ପ୍ରତି ଦ୍ୱିତୀୟ ପତ୍ର 3:4

ଶଷେ ଦିନ ରେ ଲୋକେ ନିଜ ସାଙ୍ଗମାନଙ୍କ ବି ରୋଧ ରେ ଯିବେ। ବିଚାର ନ କରି ମୂର୍ଖତାପୂର୍ଣ୍ଣ କାର୍ୟ୍ଯମାନ କରିବେ। ଆତ୍ମବଡ଼ିମା କରିବେ ଓ ଗର୍ବୀ ହବେେ। ଲୋକେ ପରମେଶ୍ବରଙ୍କୁ ଯେତେ ଭଲ ପାଆନ୍ତି, ତା'ଠାରୁ ଅଧିକ ଆମାଦେ ପ୍ରମାଦେକୁ ଭଲ ପାଇବେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 22:15

କିନ୍ତୁ କୁକୁରମାନେ, ମନ୍ଦ କୁହୁକ କରୁଥିବା ଲୋକମାନେ, ଯେଉଁମାନେ ୟୌନଗତ ପାପ କରନ୍ତି, ନରହନ୍ତାମାନେ, ପ୍ରତିମାପୂଜକଗଣ, ମିଥ୍ଯାପ୍ରିୟ ଓ ମିଥ୍ଯାବାଦୀମାନେ ନଗରର ବାହା ରେ ରହିବେ।

Interlinear

Choose Theme