ଏଣୁ ପରମେଶ୍ବର ଚିରଦିନ ପାଇଁ ତୁମ୍ଭକୁ ଧ୍ବଂସ କରିବେ। ସେ ତୁମ୍ଭକୁ ହଠାତ୍ ମାଡ଼ିବସିବେ ଏବଂ ତୁମ୍ଭକୁ ତୁମ୍ଭର ଘରୁ ଟାଣି ଆଣିବେ। ସେ ତୁମ୍ଭକୁ ସଜୀବ ପୃଥିବୀରୁ ଉତ୍ପାଟନ କରିବେ।
Cross references
ଦୁଷ୍ଟ ବ୍ଯକ୍ତି ଶଷେ ରେ ତା'ର ନିରାପଦ ମଣୁଥିବା ଘରୁ ତଡା ଖାଇବ। ତାକୁ ଧରି ନିଆୟାଇ ଆତଙ୍କବାଦୀ ରାଜାଙ୍କ ସମ୍ମୁଖ ରେ ଉପସ୍ଥାପନା କରାୟିବ।
ଦୁଷ୍ଟ ଲୋକର ଗର୍ବ ହୁଏତ ଆକାଶ ସ୍ପର୍ଶ କରିପା ରେ। ତା'ର ମସ୍ତକ ମେଘକୁ ଛୁଇଁ ପା ରେ।
କିଛି ଲୋକ ସବୁବେଳେ ମନ୍ଦ ଯୋଜନାରେ ବ୍ଯସ୍ତ ଥାଆନ୍ତି। ସମାନେେ ଗୋପନ ଯୋଜନା କରନ୍ତି ଓ ମିଥ୍ଯା ମଧ୍ଯ କହନ୍ତି।
ମୁଁ ପ୍ରକୃତରେ ବିଶ୍ବାସ କରେ ୟେ, ମୃତ୍ଯୁ ପୂର୍ବରୁ ମୁଁ ନିଶ୍ଚଯ ସଦାପ୍ରଭୁଙ୍କର ମହିମା ଦର୍ଶନ କରିବି।
ମୁଁ ଜଣେ ଦୁଷ୍ଟ ଲୋକଙ୍କୁ ଦେଖିଲି ୟିଏକି ଅତି ଶକ୍ତିଶାଳୀ ଥିଲା। ସେ ଏକ ପୂର୍ଣ୍ଣାଙ୍ଗ ବୃକ୍ଷ ଭଳି ଶକ୍ତିଶାଳୀ ଥିଲା।
ତୁମ୍ଭର ଚୁକ୍ତିର ଅଂଶ ରୂପେ ପରମେଶ୍ବର ସହେି ମିଥ୍ଯାବାଦୀମାନଙ୍କୁ ଓ ହତ୍ଯାକାରୀମାନଙ୍କୁ ସମାନଙ୍କେର ଜୀବନ ଅଧା ମଧ୍ଯ ଶଷେ ନ ହାଇେଥିବା ପୂର୍ବରୁ କବରକୁ ପଠଇେ ଦିଅନ୍ତି ! ମାରେ ଚୁକ୍ତିର ଅଂଶ ରୂପେ ମୁଁ ମାରେ ବିଶ୍ବାସ ତୁମ୍ଭଠାରେ କରିବି।
କିନ୍ତୁ ହଠାତ୍ ଭାବରେ ପରମେଶ୍ବର ତାଙ୍କର ତୀର ନିକ୍ଷପେ କରିବେ ଏବଂ ଦୁଷ୍ଟମାନେ ଆଘାତ ହବେେ।
ଜୀବିତମାନଙ୍କ ଦେଶରେ ମୁଁ ସଦାପ୍ରଭୁଙ୍କ ସବୋ କରିବି।
ହେ ସଦାପ୍ରଭୁ, ମାେ ବିଷଯରେ ମିଥ୍ଯା କହୁଥିବା ଲୋକମାନଙ୍କଠାରୁ ମାେତେ ଉଦ୍ଧାର କର। ସମାନେେ ଯେଉଁ କଥାସବୁ କହୁଥିଲେ, ତାହାସବୁ ସତ୍ଯ ନ ଥିଲା।
ହେ ସଦାପ୍ରଭୁ, ମାରେ ଶତ୍ରୁମାନଙ୍କୁ ବିଜଯ କରାଅ ନାହିଁ। ସହେି ଦୁଷ୍ଟ ଲୋକମାନଙ୍କର ଯୋଜନା ମନ୍ଦ ଅଟେ। ସମାନଙ୍କେ ମନ୍ଦ ଯୋଜନା ତୁମ୍ଭେ ସହେିଠାରେ ଶଷେ କର।
ଦୁଷ୍ଟଗଣ ଦେଶରୁ ଉଚ୍ଛିନ୍ନ ହବେେ ଓ ବିଶ୍ବାସଘାତକମାନେ ତହିଁରୁ ଉତ୍ପୀଡ଼ନ ହବେେ।
ମିଥ୍ଯାବାଦୀର କଥା କବଳେ ଅଳ୍ପକ୍ଷଣ ନିମନ୍ତେ ତିଷ୍ଠେ, କିନ୍ତୁ ସତ୍ଯତାପୂର୍ଣ୍ଣ ଶବ୍ଦଗୁଡ଼ିକ ଚିରଦିନ ରହେ।