Home Bibles ଗୀତସଂହିତା 52:7 · ଓଡ଼ିଆ ବାଇବେଲ
ଗୀତସଂହିତା 52:7 · ଓଡ଼ିଆ ବାଇବେଲ

ଦେଖ ତାଙ୍କୁ କ'ଣ ହେଲା। ସେ ରକ୍ଷା ପାଇବା ପାଇଁ ପରମେଶ୍ବରଙ୍କୁ ବିଶ୍ବାସ କଲା ନାହିଁ। ସେ ଭାବିଲା, ତା'ର ଧନ ଏବଂ ମିଥ୍ଯା ତାକୁ ଉଦ୍ଧାର କରିବ।

Cross references

ବିଚାରକର୍ତାମାନଙ୍କ ବିବରଣ 5:27

ତାହାର ପାଦତଳେ ନଇଁ ପଡିଲା, ପାଦତଳେ ସେ ଲୋଟି ପଡିଲା, ପାଦତଳେ ସେ ଶୋଇ ପଡିଲା। ଯେଉଁଠା ରେ ସେ ଶୋଇ ପଡିଲା ସହେିଠା ରେ ସେ ମଲେ।

ଆୟୁବ ପୁସ୍ତକ 31:24

ମାରେ ସମ୍ପତ୍ତିକୁ ମୁଁ କବେେ ବିଶ୍ବାସ କରେ ନାହିଁ। ପରମେଶ୍ବରଙ୍କ ସାହାୟ୍ଯକୁ ବିଶ୍ବାସ କରେ। ଖାଣ୍ଟି ସୁନାକୁ ମୁଁ କବେେ କ ହେ ନାହିଁ, 'ତୁ ମାରେ ଆଶା।'

ଗୀତସଂହିତା 49:6

ଅନକେ ଲୋକ ଭାବନ୍ତି ସମାନଙ୍କେର ଧନ ଓ ବଳ ସମାନଙ୍କେୁ ରକ୍ଷା କରିବ କିନ୍ତୁ ସହେି ଲୋକମାନେ ମୂର୍ଖ ଅଟନ୍ତି।

ଗୀତସଂହିତା 62:9

ପ୍ରକୃତରେ, ଲୋକମାନେ ସାହାୟ୍ଯ କରିପାରିବେ ନାହିଁ। ତୁମ୍ଭେ ସମାନଙ୍କେ ଉପରେ ଭରସା କରିପାରିବ ନାହିଁ। ଯେତବେେଳେ ସମାନେେ ନିକିତିରେ ଓଜନ ହୁଅନ୍ତି, ସମାନଙ୍କେ ସମସ୍ତଙ୍କୁ ଏକାଠି ପକାଇଲେ ପବନଠାରୁ ହାଲୁକା ହୁଅନ୍ତି।

ଗୀତସଂହିତା 73:7

ସମାନେେ ୟାହା ଚାହାଁନ୍ତି ତାହା କରନ୍ତି। ୟଦି ସମାନେେ କିଛି ଦେଖନ୍ତି ଓ ପସନ୍ଦ କରନ୍ତି, ସମାନେେ ତାକୁ ୟେ କୌଣସି ପ୍ରକାରେ ହାସଲ କରିଥାନ୍ତି।

ଗୀତସଂହିତା 73:18

ହେ ପରମେଶ୍ବର, ତୁମ୍ଭେ ନିଶ୍ଚିତରେ ସହେି ଲୋକମାନଙ୍କୁ ଏକ ବିପଦପୂର୍ଣ୍ଣ ଅବସ୍ଥାରେ ରଖିଛ। ତୁମ୍ଭେ ସମାନଙ୍କେୁ ଧ୍ବଂସ ମୁଖରୁ ପଲେି ଦିଅ।

ଗୀତସଂହିତା 146:3

ସାହାୟ୍ଯ ପାଇଁ ଅଧିପତିମାନଙ୍କ ଉପରେ ନିର୍ଭର ରଖ ନାହିଁ। ଲୋକମାନଙ୍କ ପ୍ରତି ଭରସା କର ନାହିଁ। କାରଣ ଲୋକମାନେ ତୁମ୍ଭକୁ ରକ୍ଷା କରିପାରିବେ ନାହିଁ।

ହିତୋପଦେଶ 2:22

ଦୁଷ୍ଟଗଣ ଦେଶରୁ ଉଚ୍ଛିନ୍ନ ହବେେ ଓ ବିଶ୍ବାସଘାତକମାନେ ତହିଁରୁ ଉତ୍ପୀଡ଼ନ ହବେେ।

ଉପଦେଶକ 8:8

କୌଣସି ଲୋକର କ୍ଷମତା ନାହିଁ ଯେ, ଆତ୍ମାକୁ ୟିବା ସମୟରେ ଅଟକାଇ ପାରିବ। କହେି ମୃତ୍ଯୁକୁ ଅଟକାଇ ପାରିବ ନାହିଁ। ୟୁଦ୍ଧ ସମୟରେ ଜଣେ ସୈନିକ ତା'ର ମନଇଚ୍ଛା କୌଣସି ସ୍ଥାନକୁ ୟାଇପାରିବ ନାହିଁ। ଠିକ୍ ସହେିପରି ଯଦି ଜଣେ ମନୁଷ୍ଯ କୁକର୍ମ କରେ, ସହେି କୁକର୍ମରୁ ସେ ରକ୍ଷା ପାଇବ ନାହିଁ।

ଯିଶାଇୟ 14:16

ଲୋକମାନେ ତୁମ୍ଭକୁ ଚାହିଁବେ ଓ ତୁମ୍ଭ ବିଷଯ ରେ ଚିନ୍ତା କରିବେ। ସମାନେେ ଦେଖିବେ ତୁମ୍ଭମାନେେ ମୃତ ସଦୃଶ ପଡ଼ି ରହୁଛ। ଏବଂ କହିବେ, ଏହା କ'ଣ ? ସମାନେେ ସହେି ଲୋକ ଯେ କି ପୃଥିବୀର ସମସ୍ତ ରାଜ୍ଯର ଦୁଃଖର କାରଣ ହାଇେଥିଲେ।

ଯିରିମିୟ 17:5

ସଦାପ୍ରଭୁ କହନ୍ତି, ଯେଉଁ ମନୁଷ୍ଯ ଲୋକମାନଙ୍କ ଉପ ରେ ଭରସା ରେଖ, ମାଂସକୁ ଆପଣାର ବାହୁ କରେ ଓ ଯାହାର ହୃଦଯ ସଦାପ୍ରଭୁଙ୍କଠାରୁ ଦୂ ରଇେ ୟାଏ ସେ ଶାପଗ୍ରସ୍ତ।

ହୋଶେୟ 12:7

ଯାକୁବ ଜଣେ ପ୍ରକୃତ ବ୍ଯବସାଯୀ। ସେ ଏପରିକି ତା'ର ବନ୍ଧୁଙ୍କୁ ମଧ୍ଯ ଠକେ। ଏପରିକି ତାଙ୍କ ନିକିତି ମଧ୍ଯ ମିଛ କ ହେ।

ଯୋହନଲିଖିତ ସୁସମାଚାର 19:5

ତାପରେ ଯୀଶୁ ବାହାରକୁ ଆସିଲେ। ସେ କଣ୍ଟାର ମୁକୁଟ ଓ ବାଇଗଣୀ ରଙ୍ଗର ପୋଷାକ ପିନ୍ଧିଥିଲେ। ପୀଲାତ କହିଲେ, ଦେଖ, ସହେି ଲୋକ।

ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 6:17

ଏହି ଆଦେଶ ସହେିମାନଙ୍କୁ ଦିଅ, ଯେଉଁମାନେ ଏ ପୃଥିବୀ ରେ ଧନୀ ଅଟନ୍ତି। ସମାନଙ୍କେୁ ଗର୍ବ ନ କରିବା ପାଇଁ କୁହ। ସମାନଙ୍କେୁ କୁହ ଯେ ସମାନେେ ନିଜ ଧନର ନୁହେଁ, ମାତ୍ର ପରମେଶ୍ବରଙ୍କର ଆଶ୍ରୟ ନବୋ ଉଚିତ। ଧନ ଉପରେ ଆସ୍ଥା ରଖ ନାହିଁ। କିନ୍ତୁ ପରମେଶ୍ବର ପ୍ରେତ୍ୟକକ ବସ୍ତୁ ୟଥେଷ୍ଟ ପରିମାଣ ରେ ଆମ୍ଭକୁ ପ୍ରଦାନ କରନ୍ତି। ସେ ଭୋଗ କରିବା ପାଇଁ ଆମ୍ଭକୁ ପ୍ରେତ୍ୟକକ ଜିନିଷ ଦିଅନ୍ତି।

Interlinear

Choose Theme