କିନ୍ତୁ ମୁଁ ପରମେଶ୍ବରଙ୍କ ମନ୍ଦିରରେ ବଢୁଥିବା ଏକ ସତଜେ ଜିତବୃକ୍ଷ ତୁଲ୍ଯ ଅଛି। ମୁଁ ଅନନ୍ତକାଳ ପରମେଶ୍ବରଙ୍କ ପ୍ରମରେେ ବିଶ୍ବାସ କରେ।
Cross references
ତଣେୁ ସହେି ବ୍ଯକ୍ତି ଅଧିକ ବଳଶାଳୀ ହୁଏ, ପ୍ରଚୁର ପାଣି ପାଉଥିବା ତୁଷର ସ୍ଥିତି ପରି। ସହେି ବ୍ଯକ୍ତି ଠିକ୍ ସମଯରେ ଫଳ ଦେଉଥିବା ଗୋଟିଏ ବୃକ୍ଷପରି ଅଟେ। ସହେି ବ୍ଯକ୍ତି ସହେି ବୃକ୍ଷ ପରି ଶକ୍ତିଶାଳୀ, ୟାହାର ପତ୍ର କବେେ ହେଲେ ଶୁଖିୟାଏ ନାହିଁ। ସେ ୟାହା କରେ, ତହିଁରେ କୃତକାର୍ୟ୍ଯ ହୁଏ।
ହେ ସଦାପ୍ରଭୁ ତୁମ୍ଭେ ମୋତେ ସାହାଯ୍ୟ କରିବ ବୋଲି, ମୁଁ ତୁମ୍ଭ ଉପରେ ଭରସା ରଖିଛି। ତୁମ୍ଭେ ମୋତେ ଉଦ୍ଧାର କରି ମୋତେ ଖୁସୀ କରାଅ।
ଯେଉଁମାନେ ସଦାପ୍ରଭୁଙ୍କୁ ଉପାସନା କରନ୍ତି, ପରମେଶ୍ବର ସମାନଙ୍କେର ଯତ୍ନ ନିଅନ୍ତି ଓ ସମାନଙ୍କେ ଉପରେ ଦୃଷ୍ଟି ରଖନ୍ତି। ଯେଉଁମାନେ ତାଙ୍କର ଉପାସନା କରନ୍ତି, ସହେିମାନେ ତାଙ୍କର ସ୍ବର୍ଗୀଯ କରୁଣାରେ ରକ୍ଷା ପାଆନ୍ତି।
ଯେତବେେଳେ ଏପରି ଘଟେ, ଲୋକମାନେ କହିବେ, ଏଣୁ ଯେଉଁ ଲୋକମାନେ ୟାହା ଧାର୍ମିକ ତାହା କରନ୍ତି, ସତରେ ପୁରସ୍କୃତ ଅଟନ୍ତି। ସତରେ ପରମେଶ୍ବର ଅଛନ୍ତି, ୟିଏ ପୃଥିବୀ ଉପରେ ବିଚାର କରନ୍ତି।
ଉତ୍ତମ ଲୋକମାନେ ସଦାପ୍ରଭୁଙ୍କ ମନ୍ଦିରରେ ରୋପିତ ଲିବାନୋନର ଏରସ ଗଛ ତୁଲ୍ଯ।
ତୁମ୍ଭର ସ୍ତ୍ରୀ ତୁମ୍ଭ ଗୃହର ଅନ୍ତପୁରରେ ଫଳବତୀ ଦ୍ରାକ୍ଷାଲତା ତୁଲ୍ଯ ହବେ। ତୁମ୍ଭର ସନ୍ତାନମାନେ ତୁମ୍ଭ ମଜେର ଚାରିଆଡ଼େ ଜିତବୃକ୍ଷର ଚାରାପରି ହବେେ।
ଯେଉଁ ଲୋକମାନେ ତାଙ୍କୁ ଭୟ କରନ୍ତି ଓ ବିଶ୍ବସ୍ତ ପ୍ରମରେେ ଭରସା ରଖନ୍ତି, ସେ ସମାନଙ୍କେ ଉପରେ ସନ୍ତୁଷ୍ଟ ହୁଅନ୍ତି।
ସଦାପ୍ରଭୁ ତୁମ୍ଭକୁ ଥରେ ସମ୍ ବୋଧନ କରିଥିଲେ, ସୁନ୍ଦର ଫଳ ରେ ପୂର୍ଣ୍ଣ ହରିତପୂର୍ଣ୍ଣ ଜିତବୃକ୍ଷ' ବୋଲି। ମାତ୍ର ତାହା ଲୋକାରଣ୍ଯର ମହାଶବ୍ଦ ପରି ସେ ତହିଁ ଉପ ରେ ଅଗ୍ନି ଜଳାଇବେ ଓ ତାହାର ଶାଖାସବୁ ଜଳି ୟିବ।
ଇଶ୍ରାୟେଲ ଶାଖାଗୁଡିକ ବଢିବେ ଓ ସେ ଗୋଟିଏ ସୁନ୍ଦର ଅଲିଭ୍ ଗଛ ଭଳି ହବେ। ଲିବାନୋନର ଦବଦୋରୁ ଗଛଗୁଡିକ ସୁବାସ ବିତରଣ କଲାପରି ସେ ହବେ।
ତୁମ୍ଭମାନେେ ଜଙ୍ଗଲୀ ଜୀତଗଛର କଟାଯାଇଥିବା ଶାଖା। ତୁମ୍ଭମାନେେ ଭଲ ଜୀତଗଛ ସହିତ ସଂୟୁକ୍ତ ହାଇେଛ। କିନ୍ତୁ ଏହା ସ୍ବାଭାବିକ। ଅତଏବ, ସହେି ଯିହୂଦୀମାନେ ପ୍ରକୃତ ରେ ନିଜର ବୃକ୍ଷ ସହିତ ପୁନର୍ବାର ସଂୟୁକ୍ତ ହାଇପୋରିବେ।