Cross references
ପ୍ରଥମ ଶାମୁୟେଲ 23:19
ଏହାପରେ ସୀଫୀଯ ଲୋକମାନେ ଗିବିଯାକକ୍ସ୍ଟ ଶାଉଲଙ୍କ ପାଖକକ୍ସ୍ଟ ଆସି କହିଲେ, ଦାଉଦ ଆମ୍ଭମାନଙ୍କ ଅଞ୍ଚଳ ରେ ଦକ୍ଷିଣ ଦିଗ ରେ ହଖୀଲା ପର୍ବତର ହୋ ରେଶର ସକ୍ସ୍ଟରକ୍ଷା ସ୍ଥାନ କିଲ୍ଲା ରେ ଲକ୍ସ୍ଟଚି ରହିଅଛି।
ପ୍ରଥମ ଶାମୁୟେଲ 26:1
ସୀଫୀଯରକ୍ସ୍ଟ ଲୋକମାନେ ଗିବିଯାକକ୍ସ୍ଟ ଶାଉଲଙ୍କ ସାକ୍ଷାତ କରିବାକୁ ଆସିଲେ ଓ କହିଲେ, ଦାଉଦ ଯେଶିମନର ହଖୀଲା ପର୍ବତ ରେ ଆପଣାକକ୍ସ୍ଟ ଲକ୍ସ୍ଟଗ୍ଭଇ ଅଛି।
ଗୀତସଂହିତା 5:1
ହେ ସଦାପ୍ରଭୁ ମାରେ କଥା ଶୁଣନ୍ତୁ। ବୁଝିବାକୁ ଚେଷ୍ଟା କରନ୍ତୁ ମୁଁ କ'ଣ କରିବାକୁ ଚାହୁଁଛି।
ଗୀତସଂହିତା 13:3
ଏକ ଶିଶୁ ତା'ର ମା କୋଳରେ ଥିବାପରି ମୁଁ ପ୍ରାଣ ଶାନ୍ତ ଓ ସୁସ୍ଥିର ଅଟେ।
ଗୀତସଂହିତା 55:1
ହେ ପରମେଶ୍ବର, ମାରେ ପ୍ରାର୍ଥନା ଗ୍ରହଣ କର। ମାରେ କରୁଣା ପ୍ରାପ୍ତି କରୁଥିବା ପ୍ରାର୍ଥନାକୁ ଉପେକ୍ଷା କର ନାହିଁ।
ଗୀତସଂହିତା 130:2
ହେ ମାରେ ପ୍ରଭୁ, ମାରେ ଗୁହାରୀ ଶୁଣ। ସାହାୟ୍ଯ ପାଇଁ ମାରେ ଡ଼ାକ ଶୁଣ।
ଗୀତସଂହିତା 143:7
ହେ ସଦାପ୍ରଭୁ, ଶୀଘ୍ର ମାେତେ ଉତ୍ତର ଦିଅ। ମୁଁ ମାରେ ସାହସ ହରାଇଛି। ମାଠାରୁେ ଦୂରଇେ ୟାଅ ନାହିଁ। ମାେତେ ମରିବାକୁ ଦିଅ ନାହିଁ, ନ ହେଲେ କବରରେ ଥିବା ମୃତ ତୁଲ୍ଯ ହବେି।