Home Bibles ☰ Books ଗୀତସଂହିତା 54:3 · ଓଡ଼ିଆ ବାଇବେଲ
ଗୀତସଂହିତା 54:3 · ଓଡ଼ିଆ ବାଇବେଲ

ଅପରିଚିତ ଲୋକମାନେ କହେି ପରମେଶ୍ବରଙ୍କୁ ଉପାସନା କରନ୍ତି ନାହିଁ। ପରାକ୍ରମଶାଳୀ ଲୋକମାନେ ମାେତେ ହତ୍ଯା କରିବା ପାଇଁ ଚେଷ୍ଟା କରୁଛନ୍ତି।

Cross references

ଆୟୁବ ପୁସ୍ତକ 19:13

ସେ ମାରେ ଭାଇମାନଙ୍କୁ ମାଠାରୁେ ବହୁତ ଦୂରକୁ ନଇୟୋଇଛନ୍ତି। ମାରେ ନିଜର ସାଙ୍ଗମାନେ ମାେ ପାଇଁ ଅଚିହ୍ନା ହାଇେଛନ୍ତି।

ଗୀତସଂହିତା 16:8

ମୁଁ ସବୁବେଳେ ସଦାପ୍ରଭୁଙ୍କୁ ମାରେ ସମ୍ମୁଖରେ ରଖିଅଛି। ମୁଁ କବେେ ହେଲେ ତାଙ୍କର ଉପୟୁକ୍ତ ମାର୍ଗରୁ ବଞ୍ଚିତ ହବେି ନାହିଁ।

ଗୀତସଂହିତା 20:2

ପରମେଶ୍ବର ତାଙ୍କର ପବିତ୍ରସ୍ଥାନରୁ ତୁମ୍ଭକୁ ସାହାୟ୍ଯ ପଠାନ୍ତୁ। ସିୟୋନ ପର୍ବତରୁ ସେ ତୁମ୍ଭକୁ ସାହାୟ୍ଯ କରନ୍ତୁ।

ଗୀତସଂହିତା 22:16

କୁକୁରମାନେ ମାରେ ଚାରିକଡ଼ରେ ଘରେି ରହିଛନ୍ତି। ସହେି ଦୁଷ୍ଟ ଲୋକମାନେ ଦଳବଦ୍ଧ ହାଇେ ମାେତେ ୟନ୍ତାରେ ପକାଇଛନ୍ତି। ସମାନେେ ମାରେ ହାତ ଗୋଡ଼କୁ ଛିଦ୍ର କରି ପକାଇଛନ୍ତି।

ଗୀତସଂହିତା 36:1

ଜଣେ ଦୁଷ୍ଟ ଲୋକ ସବୁବେଳେ ମନ୍ଦ କାର୍ୟ୍ଯ କରେ। ଯେତବେେଳେ ସେ ଆପଣା ହୃଦଯକୁ କ ହେ, ମୁଁ ପରମେଶ୍ବରଙ୍କୁ ଭୟ ଓ ସମ୍ମାନ କରେ ନାହିଁ।

ଗୀତସଂହିତା 40:14

ସହେି ଦୁଷ୍ଟ ଲୋକମାନେ ମାେ ପ୍ରାଣ ନାଶ ପାଇଁ ଉଦ୍ଯମ କରୁଛନ୍ତି। ହେ ସଦାପ୍ରଭୁ, ସହେି ଲୋକମାନଙ୍କୁ ଲଜ୍ଜିତ କରି ସମାନଙ୍କେୁ ନିରାଶ କର। ମାେ କ୍ଷତରେ ସନ୍ତୁଷ୍ଟ ଲଜ୍ଜିତ ହୁଅନ୍ତୁ।

ଗୀତସଂହିତା 43:1

ହେ ପରମେଶ୍ବର, ଜଣେ ଲୋକ ଥିଲା ୟିଏ କି ତୁମ୍ଭର ଆଶ୍ରିତ ନ ଥିଲା। ସହେି ଲୋକଟି ଦୁଷ୍ଟ ବୁଦ୍ଧି ସମ୍ପନ୍ନ ଓ ମିଥ୍ଯା କ ହେ। ହେ ପରମେଶ୍ବର, ସହେି ଲୋକଠାରୁ ମାେତେ ବଞ୍ଚାଅ। ମାେତେ ସାହାୟ୍ଯ କରି ପ୍ରମାଣ କର ୟେ, ମୁଁ ଠିକ୍ ଅଟେ।

ଗୀତସଂହିତା 53:4

ପରମେଶ୍ବର କହନ୍ତି, ଦୁଷ୍ଟମାନେ କିଛି ବୁଝନ୍ତି ନାହିଁ ? ଅଧର୍ମାଚାରୀମାନେ ଖାଦ୍ୟଗ୍ରାସ କଲାପରି ମାେ ଲୋକମାନଙ୍କୁ ଗ୍ରାସ କରୁଛନ୍ତି ଏବଂ ସମାନେେ ମାେତେ ପ୍ରାର୍ଥନା କରନ୍ତି ନାହିଁ।

ଗୀତସଂହିତା 59:3

ଦେଖ, ଲୋକମାନେ ମାେତେ ହତ୍ଯା କରିବାକୁ ଅପେକ୍ଷା କରି ଲୁଚି ବସିଛନ୍ତି। ବଳବାନ ଲୋକମାନେ ମାେତେ ଆକ୍ରମଣ କରିବାକୁ ପ୍ରସ୍ତୁତ କିନ୍ତୁ ସଦାପ୍ରଭୁ ମୁଁ ପାପ କରି ନାହିଁ କିମ୍ବା ଅପରାଧ କରି ନାହିଁ।

ଗୀତସଂହିତା 69:8

ମାେ ନିଜ ଭାଇମାନେ ମାେ ସହିତ ଅଚିହ୍ନା ଲୋକ ପରି ବ୍ଯବହାର କଲେ। ମାରେ ମା'ଙ୍କର ପୁଅମାନେ ମାେତେ ବିଦେଶୀ ପରି ବ୍ଯବହାର କଲେ।

ଗୀତସଂହିତା 86:14

ହେ ପରମେଶ୍ବର, ଗର୍ବୀ ଲୋକମାନେ ମାେତେ ଆକ୍ରମଣ କରିଛନ୍ତି। ଦଳେ ଦୁଷ୍ଟ ଲୋକ ମାେତେ ହତ୍ଯା କରିବାକୁ ଉଦ୍ଯମ କରୁଛନ୍ତି। ଏବଂ ସମାନେେ ତୁମ୍ଭକୁ ସମ୍ମାନ କରନ୍ତି ନାହିଁ।

ମାଥିଉଲିଖିତ ସୁସମାଚାର 27:20

କିନ୍ତୁ ପ୍ରଧାନ ଯାଜକ ଓ ପ୍ରାଚ଼ୀନ ନେତାମାନେ ଲୋକମାନଙ୍କୁ ପ୍ରବର୍ତ୍ତାଇଲେ ଯେ, ସମାନେେ ବାରବ୍ବାଙ୍କୁ ମୁକ୍ତ କରିବା ପାଇଁ ଓ ୟିଶୁଙ୍କୁ ମାରିଦବୋ ପାଇଁ ଅନୁ ରୋଧ କରନ୍ତୁ।

Interlinear

Choose Theme