ତୁମ୍ଭର ଚୁକ୍ତିର ଅଂଶ ରୂପେ ପରମେଶ୍ବର ସହେି ମିଥ୍ଯାବାଦୀମାନଙ୍କୁ ଓ ହତ୍ଯାକାରୀମାନଙ୍କୁ ସମାନଙ୍କେର ଜୀବନ ଅଧା ମଧ୍ଯ ଶଷେ ନ ହାଇେଥିବା ପୂର୍ବରୁ କବରକୁ ପଠଇେ ଦିଅନ୍ତି ! ମାରେ ଚୁକ୍ତିର ଅଂଶ ରୂପେ ମୁଁ ମାରେ ବିଶ୍ବାସ ତୁମ୍ଭଠାରେ କରିବି।
Cross references
ଯେତବେେଳେ ଅବ୍ନର ହିବ୍ରୋଣଠା ରେ ପହଁଞ୍ଚିଲେ। ଯୋୟାବ ତାଙ୍କ ସହିତ ନିରୋଳା ରେ କଥାବାର୍ତ୍ତା ପାଇଁ ତାଙ୍କୁ ନଗର ଦ୍ବାର ଭିତରକକ୍ସ୍ଟ ନଇଗେଲେ। ଏବଂ ଯୋୟାବ ଅବ୍ନରକକ୍ସ୍ଟ ସହେିଠା ରେ ତାଙ୍କ ପଟେ ରେ ଖଡ୍ଗ ଭୂଷି ମାରି ଦେଲେ। ଅବ୍ନର ଯୋୟାବର ଭାଇ ଅସା ହେଲକକ୍ସ୍ଟ ହତ୍ଯା କରିଥିଲେ। ତେଣୁ ଯୋୟାବ ଅବ୍ନରକକ୍ସ୍ଟ ହତ୍ଯା କଲେ।
ଯୋୟାବ ଅମାସାକକ୍ସ୍ଟ ପଗ୍ଭରିଲା, କି ଭାଇ ତୁମ୍ଭର ମଙ୍ଗଳ?
ଦାଉଦ ପୁଣି କହିଲେ, ସରୁଯାର ପୁତ୍ର ଯୋୟାବ ମାେ ବିରୁଦ୍ଧ ରେ ଯାହା କରିଅଛି, ତୁମ୍ଭେ ଭଲଭାବରେ ଜାଣ। ସେ ଇଶ୍ରାୟେଲର ଦୁଇ ସନୋପତିଙ୍କୁ ହତ୍ଯା କରିଛି, ନରର ପୁତ୍ର ଅବନର ଓ ଯେଥରର ପୁତ୍ର ଅମାସାଙ୍କୁ ଶାନ୍ତି ସମୟରେ ଇର୍ଷାନ୍ବିତ ହାଇେ ହତ୍ଯା କଲା। ସହେି ରକ୍ତ ରେ ତା'ର କଟିବନ୍ଧନୀ ଓ ପାଦୁକାକୁ ସିକ୍ତ କଲା। ମାରେ ଦଣ୍ତ ଦବୋର ଉଚିତ୍ ଥିଲା।
ତା'ର ଜୀବନ ଶଷେ ହବୋ ପୂର୍ବରୁ ଦୁଷ୍ଟ ବ୍ଯକ୍ତି ବୁଢ଼ା ହାଇେ ଦୁର୍ବଳ ହାଇୟୋଇଥିବା ସେ ଗୋଟିଏ ଶୁଖିଲା ଡ଼ାଳ ସଦୃଶ, ପୁଣି ଯାହାକି ଆଉ କବେେ ସବୁଜ ହାଇପୋରିବ ନାହିଁ।
ଯେଉଁମାନେ ମିଥ୍ଯା କହନ୍ତି, ତୁମ୍ଭେ ସମାନଙ୍କେୁ ବିନାଶ କରିବ। ତୁମ୍ଭେ ସହେି ଲୋକମାନଙ୍କୁ ଘୃଣା କର ଯେଉଁମାନେ ଅନ୍ୟ ଲୋକମାନଙ୍କୁ ଆଘାତ କରିବାକୁ ଗୋପନ ଷଡ଼ୟନ୍ତ୍ର କରନ୍ତି।
ସେମାନେ ସବୁବେଳେ ଅନ୍ୟକୁ ଆଘାତ ଦେଇ ଫାନ୍ଦରେ ପକାଇବାକୁ ଚେଷ୍ଟା କରନ୍ତି। କିନ୍ତୁ ଶେଷରେ ସେମାନେ ନିଜ ଯନ୍ତାରେ ପଡ଼ି ଆଘାତ ପାଇବେ।
ହେ ମାରେ ପରମେଶ୍ବର, ମୁଁ ତୁମ୍ଭର ଶରଣାଗତ ଓ ମୁଁ କବେେ ନିରାଶ ହବେ ନାହିଁ। ମାେତେ ମାରେ ଶତ୍ରୁମାନେ ଦେଖି କବେେ ହସିବେ ନାହିଁ।
ଜ୍ବଳନ୍ତା କଣ୍ଟା ହାଣ୍ଡିକୁ ଗଲାପରି ସମାନେେ ଶୀଘ୍ର ଧ୍ବଂସ ହୁଅନ୍ତି।
ସହେି ଦୁଷ୍ଟ ଲୋକମାନେ ଅଭିଶାପ ଦିଅନ୍ତି ଓ ମିଥ୍ଯା କହନ୍ତି। ସମାନେେ କରିଥିବା କର୍ମ ପାଇଁ ଦଣ୍ଡ ବିଧାନ କର। ସମାନଙ୍କେର ଅହଙ୍କାର ସମାନଙ୍କେୁ କବଳିତ କରୁ।
ପରମେଶ୍ବର ଆମ୍ଭମାନଙ୍କୁ ଜୀବନ ଦେଲେ ଏବଂ ଆମ୍ଭକୁ ଖସିୟିବାକୁ ଅନୁମତି ଦଇେ ନାହାନ୍ତି।
ହେ ପରମେଶ୍ବର, ତୁମ୍ଭେ ନିଶ୍ଚିତରେ ସହେି ଲୋକମାନଙ୍କୁ ଏକ ବିପଦପୂର୍ଣ୍ଣ ଅବସ୍ଥାରେ ରଖିଛ। ତୁମ୍ଭେ ସମାନଙ୍କେୁ ଧ୍ବଂସ ମୁଖରୁ ପଲେି ଦିଅ।
ସହେି ଲୋକ କଦାପି ବିଚଳିତ ହବେ ନାହିଁ। ର୍ଧାମିକ ଲୋକ ଅନନ୍ତକାଳ ସ୍ମରଣରେ ରହିବ।
ସେ ତୁମ୍ଭର ପାଦକୁ ଟଳମଳ ହବୋକୁ ଦବେେ ନାହିଁ। ତୁମ୍ଭର ରକ୍ଷାକର୍ତ୍ତା କବେେ ହେଲେ ନିଦ୍ରିତ ହବେେ ନାହିଁ।
ସଦାପ୍ରଭୁଙ୍କ ବିଷଯକ ଭୟର ଦିନ ବଢ଼ାଏ ! ମାତ୍ର ଦୁଷ୍ଟର ବର୍ଷ ଶଷେ କରାୟିବ।
ମୃତ୍ଯୁ ଓ ବିନାଶ ସଦାପ୍ରଭୁଙ୍କ ଆଗ ରେ ଖାେଲା ପଡ଼ିଥାଏ। ଲୋକମାନଙ୍କର ହୃଦଯର ଅଭିପ୍ରାଯ ତା ଅପେକ୍ଷା ତାହାଠାରୁ ଅଧିକ ସ୍ପଷ୍ଟା
ଯେପରି କବର ଓ ବିନାଶସ୍ଥାନ କବେେ ହେଁ ତୃପ୍ତ ନୁହେଁ, ସହେିପରି ମଧ୍ଯ ମନୁଷ୍ଯର ଚକ୍ଷୁ କେତବେେଳେ ତୃପ୍ତ ନୁହେଁ।
ତୁମ୍ଭେ ଅତି ଦୁଷ୍ଟ କିଅବା ନିର୍ବୋଧ ହୁଅ ନାହିଁ। ଆପଣା କାଳ ପୁରିବା ପୂର୍ବରୁ କାହିଁକି ମରିବ ?
ଦେଖ, ମାରଦେୁଃଖ ଚାଲିୟାଇଛି, ବର୍ତ୍ତମାନ ମାରେଶାନ୍ତି ଆସିଛି। ମାତ୍ର ତୁମ୍ଭେ ମାେତେ ପ୍ ରମେ କରି ବିନାଶ କୂପରୁ ମାରେ ପ୍ରାଣକୁ ଉଦ୍ଧାର କଲ। କାରଣ ତୁମ୍ଭେ ମାେତେ କ୍ଷମା କରି ମାରେସମସ୍ତ ପାପକୁ ପଛକୁ ପକାଇ ଦଇେଛ।
ସେ କହିଲେ, ମୁଁ ପାପ କରିଛି। ମୁଁ ଜଣେ ନିରପରାଧ ଲୋକକୁ ମାରି ଦବୋପାଇଁ ତୁମ୍ଭ ହାତ ରେ ଧ ରଇେ ଦଇେଛି।