Home Bibles ☰ Books ଗୀତସଂହିତା 55:7 · ଓଡ଼ିଆ ବାଇବେଲ
ଗୀତସଂହିତା 55:7 · ଓଡ଼ିଆ ବାଇବେଲ

ଦେଖ ! ତବେେ ମୁଁ ଦୂରରୁ ଭ୍ରମଣ କରି ମୁଁ ମରୁଭୂମି ମଧ୍ଯକୁ ପଳାନ୍ତି।

Cross references

ପ୍ରଥମ ଶାମୁୟେଲ 27:1

କିନ୍ତୁ ଦାଉଦ ନିଜେ ଚିନ୍ତା କଲେ, ମୁ ଦିନେ ଶାଉଲଙ୍କ ହାତ ରେ ଧରା ହବେି। ଏହା ସବୁଠକ୍ସ୍ଟ ଭଲ ହବେ। ମୁ ପଲେଷ୍ଟୀୟମାନଙ୍କ ଦେଶକକ୍ସ୍ଟ ୟାଇ ନିଜକକ୍ସ୍ଟ ରକ୍ଷା କରିବି। ତହିଁରେ ଶାଉଲ ଇଶ୍ରାୟେଲର ସମସ୍ତ ଅଞ୍ଚଳ ଖାଜେି ନିରାଶ ହବେ। ଏହିପରି ଭାବରେ ମୁ ତାଙ୍କର ହସ୍ତରକ୍ସ୍ଟ ରକ୍ଷା ପାଇବି।

ଦିତୀୟ ଶାମୁୟେଲ 15:14

ଏଥି ରେ ଦାଉଦ ତାଙ୍କ ସହିତ ଥିବା ସମସ୍ତ ଦାସ ଯେଉଁମାନେ ୟିରକ୍ସ୍ଟଶାଲମ ରେ ଥିଲେ ତାଙ୍କୁ କହିଲେ ଯେ, ଆମ୍ଭମାନେେ ଏଠାରକ୍ସ୍ଟ ପଳାଇବା, ନଚେତ୍ ଅବଶା ଲୋମ ଆମକକ୍ସ୍ଟ କାହାରିକକ୍ସ୍ଟ ଛାଡିବ ନାହିଁ। ଆଉ ସେ ଆମ୍ଭମାନଙ୍କୁ ଧ୍ବଂସ କରିବ ଓ ୟିରକ୍ସ୍ଟଶାଲମର ସମସ୍ତ ଲୋକଙ୍କକ୍ସ୍ଟ ହତ୍ଯା କରିବ।

ଦିତୀୟ ଶାମୁୟେଲ 17:21

ଏଣୁ ସମାନେେ ଗଲାପରେ ସେ ଦକ୍ସ୍ଟଇ ଜଣ କୂଅ ମଧ୍ଯରକ୍ସ୍ଟ ବାହାରି ଦାଉଦ ରାଜାଙ୍କ ନିକଟକକ୍ସ୍ଟ ୟାଇ ଜଣାଇଲେ। ସମାନେେ ଦାଉଦଙ୍କକ୍ସ୍ଟ କହିଲେ, ଆପଣମାନେ ଏଠାରକ୍ସ୍ଟ ଶିଘ୍ର ନଦୀ ପାର ହାଇେ ଗ୍ଭଲିୟାଆନ୍ତକ୍ସ୍ଟ। କାରଣ ଅହୀଥୋଫଲ ତୁମ୍ଭମାନଙ୍କ ବିରକ୍ସ୍ଟଦ୍ଧ ରେ ଏହିପରି ଭାବରେ ମନ୍ତ୍ରଣା ଦଇେଛନ୍ତି।

ହିତୋପଦେଶ 6:4

ତୁମ୍ଭେ ବିଶ୍ରାମ କର ନାହିଁ କିମ୍ବା ନିଦ୍ରା ୟାଅ ନାହିଁ।

ଯିରିମିୟ 9:1

ଯବେେ ମାରେ ମସ୍ତକ କଳମଯ ଓ ମାରେ ଚକ୍ଷୁ ଲୋତକର ଝରଣାସ୍ବରୂପ ହୁଅନ୍ତା, ତବେେ ମୁଁ ମାହେର ନିହତ ଲୋକମାନଙ୍କ ପାଇଁ ଅହୋରାତ୍ର କ୍ରନ୍ଦନ କରିପାରନ୍ତି।

ଯିରିମିୟ 9:2

ଆଉ ଯଦି ପଥିକମାନଙ୍କର ବସାପରି ପ୍ରାନ୍ତର ରେ ମାରେ ଗୋଟିଏ ବସା ଥାଆନ୍ତା, ତବେେ ମୁଁ ନିଜ ଲୋକମାନଙ୍କୁ ତ୍ଯାଗ କରି ସମାନଙ୍କେଠାରୁ ଦୂ ରଇେ ୟାଇ ପାରନ୍ତି। କାରଣ ସମାନେେ ସମସ୍ତେ ବ୍ଯଭିଚାରୀ ଓ ପରମେଶ୍ବରଙ୍କ ପ୍ରତି ବିଶ୍ବାସଘାତକତା କରିଛନ୍ତି।

ଯିରିମିୟ 37:12

ସେ ସମୟରେ ଯିରିମିୟ ଆପଣା ଲୋକମାନଙ୍କଠାରୁ ଆପଣାର ପ୍ରାପ୍ଯ ଅଂଶ ପାଇବା ପାଇଁ ବିନ୍ଯାମୀନ ପ୍ରଦେଶକୁ ୟିବା ନିମନ୍ତେ ୟିରୁଶାଲମରୁ ବାହାରିଲେ।

Interlinear

Choose Theme