ହେ ପରମେଶ୍ବର, ତୁମ୍ଭ ନିକଟରେ କରିଥିବା ପ୍ରତିଜ୍ଞା, ମୁଁ ପୂରଣ କରିବି। ମୁଁ ତୁମ୍ଭକୁ ଧନ୍ଯବାଦ ରୂପକ ନବୈେଦ୍ଯ ଦବେି।
Cross references
ଏହାପରେ ଯାକୁବ ଏକ ପ୍ରତିଜ୍ଞା କଲେ, ସେ କହିଲେ, ଯଦି ପରମେଶ୍ବର ମାେ ସହିତ ରହିବେ, ଯଦି ଏହି ୟାତ୍ରା ରେ ପରମେଶ୍ବର ମାରେ ସହାୟ ହବେେ, ଯଦି ପରମେଶ୍ବର ମାେତେ ଖାଦ୍ୟ ବସ୍ତ୍ର ଯୋଗଇବେ।
ପରମେଶ୍ବର ଯାକୁବକୁ କହିଲେ, ବୈଥଲକେୁ ୟାଅ, ସଠାେରେ ବାସକର ଏବଂ ସଠାେରେ ପରମେଶ୍ବରଙ୍କ ଉଦ୍ଦେଶ୍ଯ ରେ ବଳି ଉତ୍ସର୍ଗ କରିବା ପାଇଁ ଏକ ୟଜ୍ଞବଦେୀ ସ୍ଥାପନ କର। ୟିଏ ତୁମ୍ଭ ଭାଇ ଏଷୌଠାରୁ ତୁମ୍ଭର ପଳାଯନ ବେଳେ ଆର୍ବିଭାବ ହାଇେଥିଲେ।
କୌଣସି ପୁରୁଷ ପରମେଶ୍ବରଙ୍କ ଉଦ୍ଦେଶ୍ଯ ରେ ପ୍ରତିଜ୍ଞା କରେ କିମ୍ବା ବ୍ରତଦ୍ବାରା ଆପଣା ପ୍ରାଣକୁ ଆବଦ୍ଧ କରିବାପାଇଁ ଶପଥ କଲେ, ତବେେ ସେ ଆପଣା ବାକ୍ଯ ଲଘଂନ କରିବ ନାହିଁ, ସେ ମୁଖନିଃସୃତ ବାକ୍ଯ ଅନୁସାରେ ସମସ୍ତ ସାଧନ କରିବ।
ସେ ଏହା କହି ପରମେଶ୍ବରଙ୍କ ନିକଟରେ ପ୍ରତିଜ୍ଞା କଲା, ସର୍ବଶକ୍ତିମାନ ସଦାପ୍ରଭୁ ଯଦି ତୁମ୍ଭେ ଦେଖକ୍ସ୍ଟଥାଅ ମୁ କେତେ ଦକ୍ସ୍ଟଃଖି, ଯଦି ତୁମ୍ଭେ ତୁମ୍ଭର ସବେକକକ୍ସ୍ଟ ମନେ ରଖିଥାଅ, ତବେେ ମାେତେ ଏକ ପକ୍ସ୍ଟତ୍ର ଦିଅ। ତା' ହେଲେ ମୁ ସହେି ପକ୍ସ୍ଟତ୍ରଟିକକ୍ସ୍ଟ ସଦାପ୍ରଭୁଙ୍କଠା ରେ ଉତ୍ସର୍ଗ କରିବି। ସେ ତା'ର ଜୀବନସାରା ତୁମ୍ଭର ସବୋ କରିବ। ସେ ଦ୍ରାକ୍ଷାରସ ଏବଂ ସକ୍ସ୍ଟରା ନାସରୀଯ ତକ୍ସ୍ଟଲ୍ଯ ପିଇବ ନାହିଁ ଏବଂ ତା'ର ବାଳ କାଟିବାପାଇଁ କୌଣସି କ୍ଷକ୍ସ୍ଟର ତା'ର ମକ୍ସ୍ଟଣ୍ତ ରେ ସ୍ପର୍ଶ କରିବ ନାହିଁ।
ଏହାପରେ ସେ ତାହାକକ୍ସ୍ଟ ସ୍ତନପାନ ତ୍ଯାଗ କରାଇଲା ଓ ତିନି ଗୋବତ୍ସ ଓ ଏକ ଐଫା ମଇଦା ଓ ଏକ ବୋତଲ ଦ୍ରାକ୍ଷାରସ ତା' ସହିତ ପିଲାଟିକକ୍ସ୍ଟ ଶୀଲୋସ୍ଥିତ ସଦାପ୍ରଭୁଙ୍କ ଗୃହକକ୍ସ୍ଟ ଆଣିଲା। ଯେ ତବେଳେ ବାଳକଟି େଛାଟ ଥିଲା।
ମୁଁ ଅନ୍ତରର ସହିତ ସଦାପ୍ରଭୁଙ୍କୁ ପ୍ରଶଂସା କରେ। ହେ ସଦାପ୍ରଭୁ ତୁମ୍ଭ ସୃଷ୍ଟିର ସମସ୍ତ ଆଶ୍ଚର୍ୟ୍ଯଜନକ କାର୍ୟ୍ଯ ସମ୍ପର୍କରେ ମୁଁ ବର୍ଣ୍ଣନା କରିବି।
ହେ ସଦାପ୍ରଭୁ ତୁମ୍ଭର ଶକ୍ତିର ବିଜଯ ଗୀତ ଚାରିଆଡ଼େ ଗୁଞ୍ଜରିତ ହେଉ। ଆମ୍ଭେ ସହେି ଗୀତ ଗାନ କରି ଓ ତୁମ୍ଭର ସଙ୍ଗୀତର ତାଳେ ତାଳେ ନୃତ୍ଯ କରି ତୁମ୍ଭର ପରାକ୍ରମ ସମ୍ପର୍କରେ ଚାରିଆଡ଼େ ପ୍ରଚାର କରିବୁ।
ସର୍ବୋପରିସ୍ଥ ପରମେଶ୍ବରଙ୍କଠାରେ ତୁମ୍ଭେ ୟାହା ପ୍ରତିଜ୍ଞା କଲ, ତାଙ୍କୁ ଦିଅ। ତୁମ୍ଭର ବଳି ଉତ୍ସର୍ଗ କର।
କିନ୍ତୁ ପ୍ରଭାତରେ, ମୁଁ ତୁମ୍ଭର ଶକ୍ତିର ପ୍ରଶଂସାର ଗୀତ ଗାନ କରିବି। ତୁମ୍ଭ ପ୍ରମରେେ ମୁଁ ଆନନ୍ଦିତ ହବେି। କାହିଁକି ? କାରଣ ତୁମ୍ଭେ ମାରେ ଉଚ୍ଚ ପର୍ବତରେ ଥିବା ନିରାପଦ ସ୍ଥାନ ଅଟ। ମୁଁ ତୁମ୍ଭ ପାଖକୁ ବିପଦ ସମଯରେ ୟାଏଁ।
ତଣେୁ, ମୁଁ ତୁମ୍ଭ ପବିତ୍ର ମନ୍ଦିରକୁ ହାମବେଳି ନଇେ ଆସିବି। ଯେତବେେଳେ ମୁଁ ସଂଙ୍କଟରେ ଥିଲି, ମୁଁ ତୁମ୍ଭର ସାହାୟ୍ଯ ପାଇଁ ଅନୁ ରୋଧ କରିଥିଲି।
ଲୋକମାନେ ପରମେଶ୍ବରଙ୍କଠାରେ ମାନସିକ କରନ୍ତି, ଏବଂ ସସବେୁକୁ ପରମେଶ୍ବରଙ୍କଠାରେ ଅର୍ପଣ କରନ୍ତି। ଲୋକମାନେ ଚତୁର୍ଦ୍ଦିଗରେ ଥିବା ଜାତିଗଣ ପରମେଶ୍ବରଙ୍କ ନିକଟକୁ ଉପହାର ଆଣିବା ଉଚିତ୍, ଯେଉଁମାନେ କି ସମ୍ମାନ ପାଇଁ ଉପୟୁକ୍ତ ଅଟନ୍ତି।
ମୁଁ ସଦାପ୍ରଭୁଙ୍କଠାରେ କରିଥିବା ପ୍ରତିଜ୍ଞାକୁ ତାଙ୍କର ସବୁ ଲୋକଙ୍କ ଆଗରେ ପୂର୍ଣ୍ଣ କରିବି।
ସଦାପ୍ରଭୁ ମାେ ସହିତ ଅଛନ୍ତି। ତଣେୁ ମୁଁ ଭୟ କରିବି ନାହିଁ। ଲୋକମାନେ, ମାେତେ କ'ଣ କରିପାରିବେ,
ତୁମ୍ଭର ବିଚାର ଉତ୍ତମ ଏବଂ ମୁଁ ତାହାସବୁ ମାନିବା ପାଇଁ ଶପଥ କରେ।
ତୁମ୍ଭେ ପରମେଶ୍ବରଙ୍କଠା ରେ ପ୍ରତିଜ୍ଞା କଲେ ତାହା ପରିଶାଧେ କରିବାକୁ ବିଳମ୍ବ କର ନାହିଁ। କାରଣ ମୂର୍ଖମାନଙ୍କଠା ରେ ତାଙ୍କର ସନ୍ତାଷେ ନାହିଁ। ତୁମ୍ଭେ ଯାହା ପ୍ରତିଜ୍ଞା କର, ତାହା ପରିଶାଧେ କର।
ସହେି ସମୟରେ ତୁମ୍ଭେ କହିବ, ହେ ସଦାପ୍ରଭୋ, ମୁଁ ତୁମ୍ଭର ପ୍ରଶଂସା କରୁଛି। ତୁମ୍ଭେ ଆମ୍ଭ ଉପ ରେ କ୍ରୋଧାନ୍ବିତ ଥିଲ, ମାତ୍ର ବର୍ତ୍ତମାନ ତୁମ୍ଭର କୋରଧ ନିବୃତ୍ତ ହାଇେଅଛି, ତୁମ୍ଭେ ତୁମ୍ଭର ପ୍ ରମେ ଆମ୍ଭକୁ ଦଖାଇେଅଛ।'