ମୁଁ ସର୍ବୋପରିସ୍ଥ ପରମେଶ୍ବରଙ୍କ ନିକଟରେ ସାହାୟ୍ଯ ପାଇଁ ପ୍ରାର୍ଥନା କରିବି। ଏବଂ ପରମେଶ୍ବର ମାରେ ସମ୍ପୂର୍ଣ୍ଣ ଭାବରେ ରକ୍ଷା କରିବେ !
Cross references
ମାେତେ ତୁମ୍ଭେ ଆପଣା ଚକ୍ଷୁର ପିତୁଳା ଭଳି ରକ୍ଷା କର, ଓ ତୁମ୍ଭର ବାହୁଛାଯା ତଳେ ଲୁଚାଇ ରଖ।
ମାରେ ଶତ୍ରୁମାନେ ମାେ ବିଷଯରେ ଖରାପ କଥା କହନ୍ତି। ସମାନେେ କୁହନ୍ତି, ସେ କବେେ ମରିବ ଓ ତାହାର ନାମ ସଂପୂର୍ଣ୍ଣରୂପେ ଲୋପ ପାଇବ।
ମାରେ ଶତ୍ରୁମାନେ ନିରନ୍ତର ଭାବରେ ମାେତେ ଆକ୍ରମଣ କରିବାକୁ ଉଦ୍ଯମ ସହେି ୟୋଦ୍ଧାମାନଙ୍କର ସଂଖ୍ଯା ବହୁତ। ହେ ସର୍ବୋପରିସ୍ଥ ପରମେଶ୍ବର
ଦବେତାମାନଙ୍କର ଦବେତାର ପ୍ରଶଂସା କର। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।
ସଦାପ୍ରଭୁ, ତୁମ୍ଭେ ପ୍ରତିଜ୍ଞା କରିଥିବା ଜିନିଷ ମାେତେ ଦିଅ। ହେ ସଦାପ୍ରଭୁ, ତୁମ୍ଭର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ। ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କୁ ସୃଷ୍ଟି କଲ। ତଣେୁ ଆମ୍ଭକୁ ପରିତ୍ଯାଗ କର ନାହିଁ।
ହେ ସଦାପ୍ରଭୁ, ମୁଁ ତୁମ୍ଭଠାରୁ ସୁରକ୍ଷା ପାଇବା ପାଇଁ ଆସିଅଛି। ମାରେ ଶତ୍ରୁମାନଙ୍କ କବଳରୁ ମାେତେ ରକ୍ଷା କର।
ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କ ପାଇଁ ସକଳ କାର୍ୟ୍ଯ ସାଧନ କରିଅଛ। ତେଣୁ ଆମ୍ଭମାନଙ୍କୁ ଶାନ୍ତି ପ୍ରଦାନ କର।
ହେ ମାରେ ଲୋକମାନେ, ତୁମ୍ଭମାନେେ ଅନ୍ତରାଳଯ ରେ ପ୍ରବେଶ କରି ଦ୍ବାର ରୁଦ୍ଧ କର। ପରମେଶ୍ବରଙ୍କ କୋର୍ଧ ଶାନ୍ତ ହବୋ ପର୍ୟ୍ଯନ୍ତ ଅଳ୍ପସମୟ ନିଜକୁ ଲୁଚାଅ।
କାରଣ ଯେ ଅନନ୍ତକାଳ ନିବାସୀ, ଯାହାଙ୍କର ନାମ ପରମେଶ୍ବର, ସହେି ଉଚ୍ଚ ଓ ଉନ୍ନତ ପୁରୁଷ ଏହି କଥା କୁହନ୍ତି ; ଆମ୍ଭେ ଉର୍ଦ୍ଧ୍ବ ଓ ପବିତ୍ର ସ୍ଥାନ ରେ ବାସ କରୁ। ଆଉ ମଧ୍ଯ ନମ୍ର ଲୋକମାନଙ୍କର ଆତ୍ମାକୁ ସଜୀବ ଓ ଚୂର୍ଣ୍ଣମନା ଲୋକମାନଙ୍କର ଅନ୍ତଃକରଣକୁ ସଜୀବ କରିବା ପାଇଁ ଆମ୍ଭେ ଚୂର୍ଣ୍ଣ ଓ ନିମ୍ରମନା ଲୋକଙ୍କ ସହିତ ହିଁ ବାସ କରୁ।
ପରମେଶ୍ବର ତୁମ୍ଭର ମଙ୍ଗଳ କରିବା ଆରମ୍ଭ କରିଛନ୍ତି ଓ ବର୍ତ୍ତମାନ ମଧ୍ଯ ତାହା କରୁଛନ୍ତି। ଯୀଶୁଖ୍ରୀଷ୍ଟଙ୍କ ଆଗମନ ଦିନ ପର୍ୟ୍ଯନ୍ତ ସେ ସହେି କାମ ସାଧନ କରି ସମାପ୍ତ କରିବେ। ମୁଁ ଏଥି ରେ ନିଶ୍ଚିତ ଅଟେ।
ମାେ ପ୍ରିୟ ମିତ୍ରଗଣ! ତୁମ୍ଭମାନେେ ସର୍ବଦା ପରମେଶ୍ବରଙ୍କ ବାଧ୍ଯ ହାଇେଛ। ମୁଁ ତୁମ୍ଭ ସହିତ ଥିଲା ବେଳେ ତୁମ୍ଭମାନେେ ପରମେଶ୍ବରଙ୍କ ବାଧ୍ଯ ହାଇେଛ। ମୁଁ ତୁମ୍ଭ ସହିତ ନ ଥିଲା ବେଳେ ମଧ୍ଯ ତୁମ୍ଭେ ତାହାଙ୍କ ବାଧ୍ଯ ହବୋ ଅଧିକ ଗୁରୁତ୍ତ୍ବପୂର୍ଣ୍ଣ ଅଟେ। ତୁମ୍ଭେ ନିଶ୍ଚିତ ହବୋ ଆବଶ୍ଯକ ଯେ ମାେ ସାହାୟ୍ଯ ବିନା ତୁମ୍ଭେ ପରିତ୍ରାଣ ପାଇବ। ପରମେଶ୍ବରଙ୍କ ପ୍ରତି ସମ୍ମାନ ଓ ଭୟ ରଖି ଏପରି କର।
ମୁଁ ପ୍ରାର୍ଥନା କରୁଛି, ଯେ ତାହାଙ୍କୁ ପ୍ରସନ୍ନ କଲାଭଳି କାର୍ୟ୍ଯଗୁଡ଼ିକ ପରମେଶ୍ବର ଆମ୍ଭ ଦ୍ବାରା କରାଉଥାଆନ୍ତୁ। ଯୀଶୁଖ୍ରୀଷ୍ଟଙ୍କ ମାଧ୍ଯମ ରେ ସେ ଏପରି କରନ୍ତୁ ବୋଲି ମୁଁ କହୁଛି। ସଦାସର୍ବଦା ଯୀଶୁଙ୍କ ମହିମା ହେଉ। ଆମେନ୍ !