Home Bibles ଗୀତସଂହିତା 57:6 · ଓଡ଼ିଆ ବାଇବେଲ
ଗୀତସଂହିତା 57:6 · ଓଡ଼ିଆ ବାଇବେଲ

ମାରେ ଶତ୍ରୁମାନେ ମାେତେ ଫାନ୍ଦରେ ପକାଇବାକୁ ମାେ ପାଇଁ ଜାଲ ବିସ୍ତାର କରିଛନ୍ତି। ସମାନେେ ମାେ ପାଇଁ ଏକ ବଡ଼ ଗାତ ଖାେଳିଛନ୍ତି। କିନ୍ତୁ ସମାନେେ ନିଜେ ସେଥିରେ ପଡ଼ିଛନ୍ତି।

Cross references

ଗଣନା ପୁସ୍ତକ 14:21

କିନ୍ତୁ ମୁଁ ପ୍ରତିଜ୍ଞା କରୁଅଛି ଯେ, ଏହି ସମସ୍ତ ପୃଥିବୀ ସଦାପ୍ରଭୁଙ୍କ ମହିମା ରେ ପରିପୂର୍ଣ ହବେ।

ପ୍ରଥମ ଶାମୁୟେଲ 23:22

ତୁମ୍ଭମାନେେ ୟାଇ ସ୍ଥିର କର ସାଧାରଣତଃ ଦାଉଦ କେଉଁଠାକକ୍ସ୍ଟ ୟାଏ ଓ କିଏ ତାକକ୍ସ୍ଟ ଦେଖିଛି। ଏହା ବକ୍ସ୍ଟଝି ଦେଖ, କାରଣ ମାେତେ କକ୍ସ୍ଟହାୟାଇଛି ଯେ, 'ସେ ଅତି ସତର୍କତାର ସହ ଚଳକ୍ସ୍ଟଛି।'

ପ୍ରଥମ ବଂଶାବଳୀ 29:10

ଏହାପରେ ଦାଉଦ ଏକତ୍ରୀତ ହାଇେଥିବା ସମସ୍ତ ଲୋକଙ୍କ ସାକ୍ଷାତ ରେ ସଦାପ୍ରଭୁଙ୍କର ପ୍ରଶଂସାଗାନ କଲେ। ଦାଉଦ କହିଲେ :

ପ୍ରଥମ ବଂଶାବଳୀ 29:11

ମହାନତା, ପରାକ୍ରମ, ମହିମା, ବିଜଯ ଓ ଗୌରବ ତୁମ୍ଭର ଅଟେ। କାହିଁକି ? କାରଣ ସ୍ବର୍ଗ ଓ ପୃଥିବୀସ୍ଥ ସମସ୍ତ ବିଷଯ ତୁମ୍ଭର ଅଟେ ; ହେ ସଦାପ୍ରଭୁ, ରାଜ୍ଯ ତୁମ୍ଭର ଅଟେ। ତୁମ୍ଭେ ହିଁ ସକଳ ବିଷଯର ମୁଖ୍ଯ ରୂପେ ପ୍ରଶଂସିତ ହାଇେଅଛ।

ଗୀତସଂହିତା 7:15

ସେମାନେ ସବୁବେଳେ ଅନ୍ୟକୁ ଆଘାତ ଦେଇ ଫାନ୍ଦରେ ପକାଇବାକୁ ଚେଷ୍ଟା କରନ୍ତି। କିନ୍ତୁ ଶେଷରେ ସେମାନେ ନିଜ ଯନ୍ତାରେ ପଡ଼ି ଆଘାତ ପାଇବେ।

ଗୀତସଂହିତା 8:2

ତୁମ୍ଭେ ତୁମ୍ଭର ଶତ୍ରୁମାନଙ୍କର ମୁହଁ ବନ୍ଦ କରିବାକୁ ଶିଶୁ ଓ ପିଲାମାନଙ୍କ କଣ୍ଠରେ ଶକ୍ତିଶାଳୀ ଗୀତ ପ୍ରଦାନ କରିଅଛି।

ଗୀତସଂହିତା 9:15

ଅନ୍ୟ ରାଜ୍ଯର ସହେି ଲୋକମାନେ ଅନ୍ୟ ଲୋକମାନଙ୍କ ବିରୁଦ୍ଧରେ ଗାଡ଼ ଖୋଳନ୍ତି ଓ ୟନ୍ତା ବସାନ୍ତି। କିନ୍ତୁ ସମାନେେ ନିଜେ ବସାଇ ଥିବା ୟନ୍ତାରେ ପଡ଼ନ୍ତି। ସହେି ଲୋକମାନେ ଅନ୍ୟକୁ ଧରିବା ପାଇଁ ଫାଶ ବସାଇ ଥାଆନ୍ତି କିନ୍ତୁ ଶଷେରେ ସମାନେେ ନିଜେ ସହେି ଜାଲରେ ଧରାପଡ଼ନ୍ତି।

ଗୀତସଂହିତା 35:7

ମୁଁ କୌଣସି ଭୁଲ କାର୍ୟ୍ଯ କରି ନାହିଁ। ତଥାପି ସେ ଲୋକମାନେ ବିନା କାରଣରେ ମାେତେ ୟନ୍ତାରେ ପକାଇବାକୁ ଚେଷ୍ଟା କରିଥିଲେ। ସମାନେେ ମାେତେ ୟନ୍ତାରେ ପକାଇବାକୁ ଉଦ୍ଯମ କରିଥିଲେ।

ଗୀତସଂହିତା 42:6

ହେ ମାରେ ପରମେଶ୍ବର, ମାରେ ପ୍ରାଣ ଆଜି ଦୁଃଖିତ କାରଣ ଏହି ସ୍ଥାନରୁ ଏହି େଛାଟିଆ ପାହାଡ଼ରୁ ତୁମ୍ଭକୁ ମନେ ପକାଉଛି। ଯେଉଁଠାରେ ହର୍ମୋଣ ପର୍ବତ ଓ ୟର୍ଦ୍ଦନ ନଦୀ ପରସ୍ପରକୁ ଭଟେନ୍ତି।

ଗୀତସଂହିତା 108:6

ହେ ପରମେଶ୍ବର, ଏପରି କିଛି କର ଯେଉଁଥିରେ ତୁମ୍ଭର ପ୍ରିଯତମଗଣ ରକ୍ଷାପାଇବେ। ମାେ ପ୍ରାର୍ଥନାର ଉତ୍ତର ଦିଅ। ରକ୍ଷା କରିବାକୁ ତୁମ୍ଭର ମହାଶକ୍ତି ବ୍ଯବହାର କର।

ଗୀତସଂହିତା 140:5

ସହେି ଗର୍ବୀ ଲୋକମାନେ ମାେ ପାଇଁ ଫାନ୍ଦ ବିଛାଇଛନ୍ତି। ସମାନେେ ମାେତେ ଧରିବା ପାଇଁ ଜାଲ ବିଛାଇଛନ୍ତି। ସମାନେେ ମାେ ପଥରେ ୟନ୍ତା ବିଛାଇଛନ୍ତି।

ଗୀତସଂହିତା 142:3

ଆଶା ଛାଡ଼ିଦବୋ ପାଇଁ ମୁଁ ପ୍ରସ୍ତୁତ ଅଟେ। କିନ୍ତୁ ସଦାପ୍ରଭୁ, ତୁମ୍ଭେ ଜାଣ ଯେଉଁ ପଥ ଉପରେ ମୁଁ ଅଛି, ମାରେ ଶତ୍ରୁଗଣ ମାେ ପାଇଁ ଫାନ୍ଦ ବସାଇଅଛନ୍ତି।

ଗୀତସଂହିତା 143:4

ମୁଁ ତ୍ଯାଗ କରିବାକୁ ପ୍ରସ୍ତୁତ। ମୁଁ ମାରେ ସାହସ ହରାଉଛି।

ଗୀତସଂହିତା 145:14

ସଦାପ୍ରଭୁ ସମସ୍ତ ପଡ଼ିବା ଲୋକଙ୍କୁ ଧରି ରଖନ୍ତି। ଏବଂ ନଇଁ ପଡ଼ୁଥିବା ଲୋକମାନଙ୍କୁ ଉଠାନ୍ତି।

ହିତୋପଦେଶ 28:10

ଯେଉଁ ଲୋକ ସରଳ ଲୋକଙ୍କୁ ମନ୍ଦ ପଥରେ ୟିବାକୁ ଭୁଲାଏ। ସେ ନିଜେ ଗାତ ରେ ପଡ଼ିବ। କିନ୍ତୁ ନିରୀହ ଲୋକମାନେ ଉତ୍ତମ ଜିନିଷର ଅଧିକାରୀ ହବେେ।

ହିତୋପଦେଶ 29:5

ଯେଉଁଲୋକ ଆପଣା ପ୍ରତିବେଶୀର ଚାଟୁବାଦ କରେ, ସେ ତା'ର ପାଦ ପାଇଁ ଫାନ୍ଦ ବିଛାଏ।

ମୀଖା 7:2

ମୁଁ ବୁଝୁଛି, ଦେଶରୁ ସମସ୍ତ ବିଶ୍ବସ୍ତ ଓ ଉତ୍ତମ ଲୋକ ଗ୍ଭଲି ୟାଇଛନ୍ତି। ପ୍ରେତ୍ୟକକ ଅନ୍ୟକୁ ମାରିବାକୁ ଅପେକ୍ଷା କରି ରହିଛନ୍ତି। ପ୍ରେତ୍ୟକକ ନିଜର ଭାଇକୁ ମଧ୍ଯ ଜାଲ ରେ ପକାଇବାକୁ ଚେଷ୍ଟା କରୁଛନ୍ତି।

ମାଥିଉଲିଖିତ ସୁସମାଚାର 26:37

ଯୀଶୁ ପିତର ଓ ଜବଦେୀଙ୍କ ଦୁଇ ପୁଅଙ୍କୁ ସାଙ୍ଗ ରେ ନେଲେ। ତା'ପରେ ଯୀଶୁ ଦୁଃଖ ଓ ବ୍ଯାକୁଳତା ଅନୁଭବ କଲେ।

Interlinear

Choose Theme