Home Bibles ☰ Books ଗୀତସଂହିତା 57:8 · ଓଡ଼ିଆ ବାଇବେଲ
ଗୀତସଂହିତା 57:8 · ଓଡ଼ିଆ ବାଇବେଲ

ଜାଗ୍ରତ ହୁଅ, ହେ ମାରେ ପ୍ରାଣ !ଜାଗ୍ରତ ହୁଅ ! ନବେଲ ଓ ବୀଣା, ଜାଗ୍ରତ ହୁଅ ଓ ମୁଁ ଅତି ପ୍ରଭାତରେ ଜାଗ୍ରତ ହବେି।

Cross references

ବିଚାରକର୍ତାମାନଙ୍କ ବିବରଣ 5:12

ଜାଗ, ଜାଗ, ଦବୋ ରେ! ଜାଗ, ଜାଗ, ଗାନକର! ଜାଗ ବରାକ୍! ୟାଅ ଏବଂ ତୁମ୍ଭର ଶତୃମାନଙ୍କୁ ବନ୍ଦୀକର ଅବୀନୋଯମର ପକ୍ସ୍ଟତ୍ର!

ଦିତୀୟ ବଂଶାବଳୀ 20:28

ସମାନେେ ବୀଣା ବଜାଇ, ସୀତାର ବଜାଇ ଓ ତୂରୀ ବଜାଇ ସଦାପ୍ରଭୁଙ୍କର ମନ୍ଦିର ୟିରୁଶାଲମକୁ ଗଲେ।

ଗୀତସଂହିତା 16:9

ତଣେୁ ମାରେ ହୃଦଯ ଓ ଆତ୍ମା ଅତି ଆନନ୍ଦିତ ହବେ। ଏପରିକି ମାରେ ଶରୀର ନିରାପଦରେ ରହିବ।

ଗୀତସଂହିତା 27:6

ମାରେ ଶତ୍ରୁମାନେ ମାେତେ ଘରେି ଗଲଣେି। କିନ୍ତୁ ମାରେ ସଦାପ୍ରଭୁ ସମାନଙ୍କେୁ ପରାସ୍ତ କରି ମାେତେ ରକ୍ଷା କରିବେ। ତା'ପରେ ମୁଁ ତାଙ୍କ ମନ୍ଦିରରେ ମାରେ ବଳିଦାନ ଅର୍ପଣ କରିବି। ମୁଁ ଆନନ୍ଦ ଧ୍ବନିରେ ବଳିଦାନ ଉତ୍ସର୍ଗ ଦବେି। ମୁଁ ଗୀତ ବୋଲି ସଦାପ୍ରଭୁଙ୍କର ମହିମା ବର୍ଣ୍ଣନା କରି ତାଙ୍କ ପ୍ରତି ଥିବା ସମ୍ମାନକୁ ନିବଦନେ କରିବି।

ଗୀତସଂହିତା 30:12

ହେ ସଦାପ୍ରଭୁ, ମାରେ ପରମେଶ୍ବର, ମୁଁ ଚିରଦିନ ତୁମ୍ଭର ଗୁଣଗାନ କରିବି, କବେେ ନୀରବରେ ବସି ରହିବି ନାହିଁ। ତଣେୁ ସବୁବେଳେ କହେି ନା କହେି ତୁମ୍ଭକୁ ସମ୍ମାନ ଜଣାଇବା ପାଇଁ ତୁମ୍ଭର ଗୁଣଗାନ କରୁଥିବ।

ଗୀତସଂହିତା 43:4

ମୁଁ ପରମେଶ୍ବରଙ୍କ ୟଜ୍ଞବଦେୀ ନିକଟକୁ ଆସିବି। ମୁଁ ପରମେଶ୍ବରଙ୍କ ନିକଟକୁ ୟିବି, ୟିଏ ମାେତେ ସମସ୍ତ ସୁଖ ପ୍ରଦାନ କରିଛନ୍ତି। ସଦାପ୍ରଭୁ ମାରେ ପରମେଶ୍ବର, ମୁଁ ଏହି ବୀଣା ବାଦ୍ଯୟନ୍ତ୍ରରେ ତୁମ୍ଭର ପ୍ରଶଂସା ଗାନ କରିବି।

ଗୀତସଂହିତା 108:1

ହେ ପରମେଶ୍ବର, ମୁଁ ଗୀତଗାନ ଓ ପ୍ରଶଂସା କରିବି, ମାରେ ପ୍ରାଣ ଜାଗ୍ରତ ହୁଅ।

ଗୀତସଂହିତା 108:2

ଜାଗ୍ରତ ହୁଅ ! ହେ ମାରେ ପ୍ରାଣ, ଜାଗ୍ରତ ହୁଅ ! ନବେଲ ଓ ବୀଣା, ଜାଗ୍ରତ ହୁଅ, ମୁଁ ଅତି ପ୍ରଭାତରେ ଜାଗ୍ରତ ହବେି।

ଗୀତସଂହିତା 150:3

ତୂରୀ ଧ୍ବନିରେ ପରମେଶ୍ବରଙ୍କର ପ୍ରଶଂସା କର। ନବେଲ ଓ ବୀଣା ୟନ୍ତ୍ରରେ ତାଙ୍କର ପ୍ରଶଂସା କର !

ଯିଶାଇୟ 52:1

ହେ ସିୟୋନ, ଉଠ, ଜାଗ, ଆପଣା ବଳ ପରିଧାନ କର। ହେ ପବିତ୍ର ନଗରୀ, ୟିରୁଶାଲମ ! ତୁମ୍ଭେ ତୁମ୍ଭର ସୁନ୍ଦର ବସ୍ତୁସବୁ ପରିଧାନ କର। କାରଣ ଏହି ସମୟ ମଧିଅରେ ତୁମ୍ଭ ମଧ୍ଯକୁ ଅନୁନ୍ନତ ଓ ଅଶୁଚି ଲୋକ ଆସିବେ ନାହିଁ।

ଯିଶାଇୟ 52:9

ହେ ୟିରୁଶାଲମର ଧ୍ବଂସାବଶଷେ ସ୍ଥାନସକଳ, ଉଚ୍ଚସ୍ବର ରେ ଆନନ୍ଦଧ୍ବନି କର। ଏକତ୍ର ଗାନ କର, କାରଣ ସଦାପ୍ରଭୁ ନିଜର ଲୋକମାନଙ୍କୁ ସାନ୍ତ୍ବନା କରିଅଛନ୍ତି ଓ ସେ ୟିରୁଶାଲମକୁ ମୁକ୍ତ କରିଅଛନ୍ତି।

ରେରିତମାନଙ୍କ କାର୍ଯ୍ୟର ବିବରଣ 2:26

ଏହାଦ୍ବାରା ମାରେ ମନ ପ୍ରଫୁଲ୍ଲିତ ହେଲା ଓ ମାେ ମୁଁହରୁ ଆନନ୍ଦପୁର୍ଣ୍ଣ କଥା ବାହାରିଲା।

Interlinear

Choose Theme