Home Bibles ଗୀତସଂହିତା 58:11 · ଓଡ଼ିଆ ବାଇବେଲ
ଗୀତସଂହିତା 58:11 · ଓଡ଼ିଆ ବାଇବେଲ

ଯେତବେେଳେ ଏପରି ଘଟେ, ଲୋକମାନେ କହିବେ, ଏଣୁ ଯେଉଁ ଲୋକମାନେ ୟାହା ଧାର୍ମିକ ତାହା କରନ୍ତି, ସତରେ ପୁରସ୍କୃତ ଅଟନ୍ତି। ସତରେ ପରମେଶ୍ବର ଅଛନ୍ତି, ୟିଏ ପୃଥିବୀ ଉପରେ ବିଚାର କରନ୍ତି।

Cross references

ଗୀତସଂହିତା 9:8

ସଦାପ୍ରଭୁ ଏ ପୃଥିବୀର ସବୁ ମଣିଷ ପ୍ରତି ସମାନ ବିଚାର ପ୍ରଦର୍ଶନ କରନ୍ତି। ସେ ସବୁ ରାଜ୍ଯମାନଙ୍କ ପ୍ରତି ସମାନ ନ୍ଯାଯ ପ୍ରଦାନ କରନ୍ତି।

ଗୀତସଂହିତା 9:16

ସଦାପ୍ରଭୁ ସହେି ଦୁଷ୍ଟ ଲୋକମାନଙ୍କୁ ଧରିପକାନ୍ତି, ଏହା ଦ୍ବାରା ଲୋକମାନେ ଶିକ୍ଷା କରନ୍ତି ୟେ ସଦାପ୍ରଭୁ ଦୁଷ୍ଟ ଲୋକମାନଙ୍କୁ ଦଣ୍ଡ ଦିଅନ୍ତି।

ଗୀତସଂହିତା 18:20

ମୁଁ ନିରପରାଧ। ତଣେୁ ସଦାପ୍ରଭୁ ମାେତେ ନିଶ୍ଚଯ ମାରେ ପୁରସ୍କାର ଦବେେ। ମୁଁ କିଛି ଭୁଲ୍ କରି ନାହିଁ। ତଣେୁ ସେ ମାେ ପାଇଁ ନିଶ୍ଚଯ ମଙ୍ଗଳ କରିବେ।

ଗୀତସଂହିତା 33:18

ଯେଉଁମାନେ ସଦାପ୍ରଭୁଙ୍କୁ ଉପାସନା କରନ୍ତି, ପରମେଶ୍ବର ସମାନଙ୍କେର ଯତ୍ନ ନିଅନ୍ତି ଓ ସମାନଙ୍କେ ଉପରେ ଦୃଷ୍ଟି ରଖନ୍ତି। ଯେଉଁମାନେ ତାଙ୍କର ଉପାସନା କରନ୍ତି, ସହେିମାନେ ତାଙ୍କର ସ୍ବର୍ଗୀଯ କରୁଣାରେ ରକ୍ଷା ପାଆନ୍ତି।

ଗୀତସଂହିତା 52:8

କିନ୍ତୁ ମୁଁ ପରମେଶ୍ବରଙ୍କ ମନ୍ଦିରରେ ବଢୁଥିବା ଏକ ସତଜେ ଜିତବୃକ୍ଷ ତୁଲ୍ଯ ଅଛି। ମୁଁ ଅନନ୍ତକାଳ ପରମେଶ୍ବରଙ୍କ ପ୍ରମରେେ ବିଶ୍ବାସ କରେ।

ଗୀତସଂହିତା 64:9

ତା' ହେଲେ ପ୍ରେତ୍ୟକକ ବ୍ଯକ୍ତି ଭୟଭୀତ ହବେେ। ସମାନେେ ପରମେଶ୍ବରଙ୍କର କାର୍ୟ୍ଯ ବିଷଯରେ କହିବେ ଏବଂ ସେ ୟାହା କରିଛନ୍ତି ସମାନେେ ତାହା ଶିକ୍ଷା କରିବେ।

ଗୀତସଂହିତା 67:4

ଜାତିଗଣ ଖୁସି ହୁଅ ଓ ଆନନ୍ଦରେ ଜଯଗାନ କର, କାରଣ ତୁମ୍ଭେ ଲୋକମାନଙ୍କୁ ପରଖିବାରେ ସକ୍ଷମ ଅଟ ଓ ତୁମ୍ଭେ ପୃଥିବୀରେ ରାଷ୍ଟ୍ରମାନଙ୍କୁ ଆଗଇେ ନିଅ।

ଗୀତସଂହିତା 68:24

ପରମେଶ୍ବର, ତୁମ୍ଭେ ବିଜଯ ପଥର ନତେୃତ୍ବ ନବୋର ଲୋକାମନେ ଦେଖୁଛନ୍ତି। ସମାନେେ ମାରେ ପରମେଶ୍ବର, ମାରେ ରାଜା, ତାଙ୍କର ପବିତ୍ରସ୍ଥାନ ନିକଟକୁ ଯାଉଥିବାର ଦେଖନ୍ତି।

ଗୀତସଂହିତା 73:13

କାହିଁକି ମୁଁ ମାରେ ହୃଦଯକୁ ପବିତ୍ର କରିଛି ? କାହିଁକି ନିର୍ଦ୍ ଦୋଷତାରେ ମାରେ ହସ୍ତ ପ୍ରକ୍ଷାଳନ କରିଅଛି ?

ଗୀତସଂହିତା 92:15

ଏହା ଦ୍ବାରା ସଦାପ୍ରଭୁ ୟେ ୟଥାର୍ଥ ତାହା ପରିପ୍ରକାଶ ହବେ। ସେ ମାରେ ଶୈଳ, ତାହାଙ୍କଠାରେ କୌଣସି ଅଧର୍ମ ନାହିଁ।

ଗୀତସଂହିତା 94:2

ତୁମ୍ଭେ ହେଉଛ ସାରା ପୃଥିବୀର ବିଚାରକର୍ତ୍ତା। ଜାଗି ଉଠ ଏବଂ ଅହଙ୍କାରୀ ଲୋକମାନଙ୍କୁ ତାଙ୍କର କର୍ମାନୁସାରେ ଫଳ ଦିଅ, ୟାହା ସମାନେେ ଚାହାଁନ୍ତି।

ଗୀତସଂହିତା 96:13

ସଦାପ୍ରଭୁଙ୍କ ଆଗରେ ଉପସ୍ଥିତ ହୁଅ, କାରଣ ସେ ଆସୁଛନ୍ତି। ସେ ପୃଥିବୀରେ ବିଚାର କରିବାକୁ ଆସୁଛନ୍ତି। ସେ ଧର୍ମ ଓ ସତ୍ଯତାରେ ପୃଥିବୀକୁ ଶାସନ କରିବେ।

ଗୀତସଂହିତା 98:9

ନଦନଦୀଗଣ କରତାଳି ଦିଅ !ପର୍ବତଗଣ ଏକ ସଙ୍ଗେ ଆନନ୍ଦ ଧ୍ବନି କର। [10] ସଦାପ୍ରଭୁଙ୍କ ସମ୍ମୁଖରେ ଗାନ କର। କାରଣ ସେ ଜଗତର ବିଚାର କରିବା ପାଇଁ ଆସୁଛନ୍ତି। ସେ ପୃଥିବୀର ଲୋକମାନଙ୍କୁ ଧର୍ମ ରୂପେ ବିଚାର ଓ ନ୍ଯାଯ କରିବେ।

ଗୀତସଂହିତା 107:42

ସରଳ ଲୋକମାନେ ତାହା ଦେଖି ଆନନ୍ଦିତ ହେଲେ ଏବଂ ଦୁଷ୍ଟ ଲୋକମାନେ କ'ଣ କହିବା କଥା ତାହା ଜାଣନ୍ତି ନାହିଁ।

ଯିଶାଇୟ 3:10

ଉତ୍ତମ ଲୋକମାନଙ୍କୁ କୁହ, ସମାନେେ ଉତ୍ତମଫଳ ଭୋଗ କରିବେ। ସମାନେେ ସମାନଙ୍କେର ସୁକର୍ମ ଯୋଗୁଁ ପୁରସ୍କୃତ ହବେେ।

ମଲାଖୀ 2:17

ତୁମ୍ଭମାନେେ ଭ୍ରାନ୍ତ ଶିକ୍ଷା ପ୍ରଗ୍ଭର କରୁଛ ଏବଂ ସେ ଭ୍ରାନ୍ତଜନକ ଶିକ୍ଷାସମୂହ ସଦାପ୍ରଭୁଙ୍କୁ ଦୁଃଖିତ କରିଅଛି। ତୁମ୍ଭମାନେେ ଶିକ୍ଷା ଦଲେ ଯେ ମନ୍ଦକାର୍ୟ୍ଯ କରୁଥିବା ବ୍ଯକ୍ତିଙ୍କୁ ପରମେଶ୍ବର ଆଦର କରନ୍ତି। ଆଉ ମଧ୍ଯ କହିଲ ପରମେଶ୍ବର ସହେି ଲୋକଙ୍କୁ ଉତ୍ତମ ଲୋକ ବୋଲି ବିବଚେନା କରନ୍ତି। ଆଉମଧ୍ଯ ତୁମ୍ଭେ ପ୍ରଶ୍ନ କରିଲ ପରମେଶ୍ବରଙ୍କର ନ୍ଯାଯ କେଉଁଠା ରେ ଅଛି।

ମଲାଖୀ 3:14

ତୁମ୍ଭମାନେେ କହିଲ, ପରମେଶ୍ବରଙ୍କୁ ଉପାସନା କରିବା ନିରର୍ଥକ। ଆମ୍ଭମାନେେ ସଦାପ୍ରଭୁଙ୍କ ବାକ୍ଯା ପାଳନ କରିଥିଲୁ ମାତ୍ର ଆମ୍ଭମାନେେ କିଛି ଉପକୃତ ହେଲୁନାହିଁ। ଆମ୍ଭମାନେେ ଆମ୍ଭମାନଙ୍କର ପାପ ପାଇଁ ଡାକିଲୁ, ମାତ୍ର ତା'ର ଫଳ କିଛି ହେଲା ନାହିଁ।

ରୋମୀୟଙ୍କ ପ୍ରତି ପତ୍ର 2:5

କିନ୍ତୁ ତୁମ୍ଭମାନେେ କଠିନ ଓ ଅନୁତାପବିହୀନ। ତୁମ୍ଭେ ବଦଳିବା ପାଇଁ ନାରାଜ। ସେଥିପାଇଁ ତୁମ୍ଭେ ନିଜର ଦଣ୍ଡକୁ ଅଧିକରୁ ଅଧିକ ବଢ଼ାଉଛ। ଯେଉଁ ଦିନ ପରମେଶ୍ବର ନିଜର କୋରଧ ଦଖାଇବେେ, ସହେି ଦିନ ତୁମ୍ଭେ ସହେି ଦଣ୍ଡ ପାଇବ। ସହେି ଦିନ ଲୋକେ ପରମେଶ୍ବରଙ୍କର ଠିକ୍ ନ୍ଯାୟବିଚ଼ାର ଦେଖିବେ।

ରୋମୀୟଙ୍କ ପ୍ରତି ପତ୍ର 6:21

ତୁମ୍ଭମାନେେ ମନ୍ଦ କାମ କରୁଥିଲ। ଏବେ ତୁମ୍ଭମାନେେ ସଭେଳି କର୍ମ ପାଇଁ ଲଜ୍ଜିତ। ସେ କାମଗୁଡ଼ିକ କଣ ତୁମ୍ଭମାନଙ୍କୁ ସାହାୟ୍ଯ କଲା? ନା, ସେ କର୍ମ ଗୁଡ଼ିକ କବଳେ ଆଧ୍ଯାତ୍ମିକ ମୃତ୍ଯୁ ଆଣିଥାଏ।

ପିତରଙ୍କ ଦିତୀୟ ପତ୍ର 3:4

ସମାନେେ କହିବେ, ଯୀଶୁ ପୁନର୍ବାର ଆସିବା ପାଇଁ କହିଥିଲେ। ସେ କାହାନ୍ତି ? ଆମ୍ଭର ପିତାମାନେ ମରିଛନ୍ତି। କିନ୍ତୁ ଜଗତ ସୃଷ୍ଟି ହେଲା ବଳେୁ ସହେିପରି ଭାବରେ ଚାଲିଛି।

Interlinear

Choose Theme