Home Bibles ☰ Books ଗୀତସଂହିତା 59:12 · ଓଡ଼ିଆ ବାଇବେଲ
ଗୀତସଂହିତା 59:12 · ଓଡ଼ିଆ ବାଇବେଲ

ସହେି ଦୁଷ୍ଟ ଲୋକମାନେ ଅଭିଶାପ ଦିଅନ୍ତି ଓ ମିଥ୍ଯା କହନ୍ତି। ସମାନେେ କରିଥିବା କର୍ମ ପାଇଁ ଦଣ୍ଡ ବିଧାନ କର। ସମାନଙ୍କେର ଅହଙ୍କାର ସମାନଙ୍କେୁ କବଳିତ କରୁ।

Cross references

ଆୟୁବ ପୁସ୍ତକ 12:24

ପରମେଶ୍ବର ନେତାମାନଙ୍କୁ ବୋକା ବନାଇ ମରୁଭୂମିରେ ଉଦ୍ଦେଶ୍ଯହୀନ ଭାବରେ ବୁଲାଇ ବାଟବଣା କରିଦିଅନ୍ତି।

ଗୀତସଂହିତା 10:2

ଗର୍ବୀ ଓ ଦୁଷ୍ଟ ଲୋକମାନେ କୁମନ୍ତ୍ରଣା କରନ୍ତି ଓ ସମାନେେ ଗରିବ ଲୋକମାନଙ୍କର କ୍ଷତି କରନ୍ତି।

ଗୀତସଂହିତା 10:7

ସହେି ଲୋକମାନେ ସବୁବେଳେ ଈଶ୍ବରଙ୍କୁ ତିରସ୍କାର କରନ୍ତି। ସମାନେେ ସବୁବେଳେ ଅନ୍ୟମାନଙ୍କ ବିଷଯରେ ମନ୍ଦ କଥା କହନ୍ତି। ସମାନେେ ସବୁବେଳେ ମନ୍ଦକାର୍ୟ୍ଯ କରିବାକୁ ଯୋଜନା କରନ୍ତି।

ଗୀତସଂହିତା 64:7

କିନ୍ତୁ ହଠାତ୍ ଭାବରେ ପରମେଶ୍ବର ତାଙ୍କର ତୀର ନିକ୍ଷପେ କରିବେ ଏବଂ ଦୁଷ୍ଟମାନେ ଆଘାତ ହବେେ।

ଗୀତସଂହିତା 79:12

ହେ ପରମେଶ୍ବର, ଆମ୍ଭମାନଙ୍କ ପ୍ରତିବାସୀଗଣ ତୁମ୍ଭଙ୍କୁ ଯେଉଁ ନିନ୍ଦା କରିଛନ୍ତି, ସମାନଙ୍କେୁ ସାତଗୁଣ ପ୍ରତିଫଳ ଦଣ୍ଡ ଦିଅ।

ଗୀତସଂହିତା 109:17

ସେ ଅନ୍ୟମାନଙ୍କର ମନ୍ଦ କାମକୁ ଭଲ ପାଇଲେ। ସହେି ମନ୍ଦ, ସମାନଙ୍କେ ପାଇଁ ଘଟୁ। ସେ ଅନ୍ୟର ମଙ୍ଗଳ କରିଲେ ନାହିଁ। ତାଙ୍କଠାରୁ ମଙ୍ଗଳ ଦୂରଇଯୋଉ।

ଗୀତସଂହିତା 120:3

ହେ ମିଥ୍ଯାବାଦୀମାନେ, ତୁମ୍ଭଙ୍କୁ କ'ଣ ଦିଆୟିବ, ତୁମ୍ଭେ କ'ଣ ପାଇବ ? କ'ଣ ତୁମ୍ଭେ ଜାଣ ?

ଗୀତସଂହିତା 140:9

ହେ ସଦାପ୍ରଭୁ, ମାରେ ଶତ୍ରୁମାନଙ୍କୁ ବିଜଯ କରାଅ ନାହିଁ। ସହେି ଦୁଷ୍ଟ ଲୋକମାନଙ୍କର ଯୋଜନା ମନ୍ଦ ଅଟେ। ସମାନଙ୍କେ ମନ୍ଦ ଯୋଜନା ତୁମ୍ଭେ ସହେିଠାରେ ଶଷେ କର।

ହିତୋପଦେଶ 6:2

ଯଦି ତୁମ୍ଭେ କର, ତବେେ ତୁମ୍ଭେ ଆପଣା ପ୍ରତିଜ୍ଞା ଦ୍ବାରା ଫାନ୍ଦ ରେ ପଡ଼ିଅଛ ଓ ଆପଣା କଥା ପାଇଁ ଧରାୟାଇ ଅଛ।

ହିତୋପଦେଶ 11:6

ସତ୍ଯପ୍ରିଯ ଲୋକମାନଙ୍କର ଧାର୍ମିକତା ସମାନଙ୍କେୁ ଉଦ୍ଧାର କରେ। କିନ୍ତୁ ବିଶ୍ବାସଘାତକ ଲୋକ ସମାନଙ୍କେ ଅଭିଳାଷ ଦ୍ବାରା ଧରା ପଡ଼ିବେ।

ହିତୋପଦେଶ 12:13

ଦୁଷ୍ଟର ଓଷ୍ଠ ରେ ଅଧର୍ମର ଫଳ ଥାଏ। ମାତ୍ର ଧାର୍ମିକମାନେ ଦୁଃଖରୁ ଉଦ୍ଧାର ପାଇବେ।

ହିତୋପଦେଶ 18:7

ମୂର୍ଖର କଥା ତା'ର ବିନାଶର କାରଣ। ପୁଣି ତା'ର ବାକ୍ଯ ପ୍ରାଣର ଫାନ୍ଦ ସ୍ବରୂପ।

ଯିରିମିୟଙ୍କ ବିଳାପ 3:62

ମାରେ ଶତ୍ରୁମାନେ ମାେ ବିରୁଦ୍ଧ ରେ ଦିନସାରା କଥାବାର୍ତ୍ତା ଓ ଚିନ୍ତାଧାରା ସବୁ କରନ୍ତି।

Interlinear

Choose Theme