Home Bibles ☰ Books ଗୀତସଂହିତା 59:8 · ଓଡ଼ିଆ ବାଇବେଲ
ଗୀତସଂହିତା 59:8 · ଓଡ଼ିଆ ବାଇବେଲ

କିନ୍ତୁ ହେ ସଦାପ୍ରଭୁ, ତୁମ୍ଭେ ସମାନଙ୍କେୁ ପରିହାସ କର। ତୁମ୍ଭେ ସହେି ସମସ୍ତ ଦେଶକୁ ବିଦ୍ରୁପ କର।

Cross references

ପ୍ରଥମ ଶାମୁୟେଲ 19:15

ଶାଉଲ ଦାଉଦଙ୍କକ୍ସ୍ଟ ଦେଖିବା ପାଇଁ ଦୂତମାନଙ୍କୁ ପଠାଇ କହିଲା, ତାହାକକ୍ସ୍ଟ ଶୟ୍ଯା ରେ ମାେ ପାଖକକ୍ସ୍ଟ ଆଣ। ମୁ ତାକକ୍ସ୍ଟ ହତ୍ଯା କରିବି।

ଗୀତସଂହିତା 2:4

କିନ୍ତୁ ମାରେ ପ୍ରଭୁ ୟିଏକି 'ସ୍ବର୍ଗର ରାଜା' ସମାନଙ୍କେ ଏପରି କଥାକୁ ପରିହାସ କରିବେ।

ଗୀତସଂହିତା 10:11

ତଣେୁ ସହେି ନିରୀହ ଲୋକମାନେ ଭାବିବାକୁ ଲାଗନ୍ତି, ପରମେଶ୍ବର ଆମ୍ଭମାନଙ୍କୁ ଭୁଲି ୟାଇଛନ୍ତି। ସେ ଆମ୍ଭମାନଙ୍କଠାରୁ ବହୁ ଦୂରକୁ ଚାଲି ୟାଇଛନ୍ତି। ଆମ୍ଭମାନଙ୍କ ଉପରେ ୟାହା ଘଟୁଛି ସେ ବୋଧହୁଏ ଦେଖୁ ନାହାଁନ୍ତି।

ଗୀତସଂହିତା 37:13

କିନ୍ତୁ ଆମ୍ଭମାନଙ୍କର ପ୍ରଭୁ ସହେି ଦୁଷ୍ଟ ଲୋକମାନଙ୍କୁ ଦେଖି ପରିହାସ କରିବେ। ସେ ଦେଖନ୍ତି ୟେ ସହେି ଦୁଷ୍ଟ ଲୋକମାନଙ୍କର ଦିନ ସରି ଆସୁଛି।

ଗୀତସଂହିତା 57:5

ପରମେଶ୍ବର, ସ୍ବର୍ଗ ଉପରେ ଜାଗି ଉଠ। ସମୁଦାଯ ଭୂମଣ୍ଡଳ ଉପରେ ତୁମ୍ଭର ମହିମା ଆଚ୍ଛାଦିତ ହେଉ।

ଗୀତସଂହିତା 59:5

ତୁମ୍ଭେ ହେଉଛ ସୈନ୍ଯାଧିପତି ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର! ଜାଗି ଉଠ ଓ ଅନ୍ୟ ସମସ୍ତ ରାଷ୍ଟ୍ରଗୁଡ଼ିକୁ ଦଣ୍ଡ ଦିଅ। ସହେି ଦୁଷ୍ଟ ବିଶ୍ବାସୀ ଘାତକମାନଙ୍କୁ କୌଣସି ଦୟା କର ନାହିଁ।

ହିତୋପଦେଶ 1:26

ତେଣୁ ମୁଁ ତୁମ୍ଭମାନଙ୍କର ବିପଦ ବେଳେ ହସିବି। ତୁମ୍ଭମାନଙ୍କର ଅସୁବିଧା ସମୟରେ ମୁଁ ପରିହାସ କରିବି।

ମାଥିଉଲିଖିତ ସୁସମାଚାର 18:17

ଯଦି ସେ ଲୋକ ସମାନଙ୍କେ କଥା ମଧ୍ଯ ଶୁଣିବାକୁ ମନା କରିଦିଏ, ତବେେ ମଣ୍ଡଳୀଙ୍କୁ କୁହ। ଯଦି ସେ ଲୋକ ମଣ୍ଡଳୀ କଥା ନଶୁଣେ, ତବେେ ପରମେଶ୍ବରଙ୍କୁ ବିଶ୍ବାସ କରୁ ନଥିବା ଲୋକ କିମ୍ବା ଜଣେ କର ଆଦାୟକାରୀକୁ ଯଭେଳି ବ୍ଯବହାର କରାଯାଏ, ତାହାକୁ ସହେିଭଳି ବ୍ଯବହାର କର।

Interlinear

Choose Theme