ହେ ସଦାପ୍ରଭୁ, ତୁମ୍ଭେ ଫରେିଆସ ଓ ମାେତେ ପୁନର୍ବାର ଅଧିକ ବଳଶାଳୀ କର। ତୁମ୍ଭେ ଅତ୍ଯନ୍ତ କରୁଣାରେ ମାେତେ ଉଦ୍ଧାର କର।
Cross references
ମୁଁ ଶାନ୍ତ ଅଟେ, ମାରେ ପ୍ରାଣ ଧୀର ଅଟେ।
ହେ ସଦାପ୍ରଭୁ, ତୁମ୍ଭେ ଉଠ ଏବଂ ଶତ୍ରୁମାନଙ୍କ ପାଖକୁ ୟାଇ ତାଙ୍କୁ ଆତ୍ମା ସମର୍ପଣ କରିବାକୁ ବାଧ୍ଯ କର। ତୁମ୍ଭେ ଆପଣା ଖଡ୍ଗ ପ୍ରଯୋଗ କରି ସହେି ଦୁଷ୍ଟ ଲୋକଙ୍କ କବଳରୁ ମାେତେ ଉଦ୍ଧାର କର।
ହେ ସଦାପ୍ରଭୁ, ମାରେ ପ୍ରାଣକୁ ସହେି ଖଡ୍ଗରୁ ରକ୍ଷା କର। ସହେି କୁକୁରମାନଙ୍କ କବଳରୁ ମାରେ ମୂଲ୍ଯବାନ ଆତ୍ମାକୁ ରକ୍ଷା କର।
ମୁଁ ୟୁବା ବେଳେ କରିଥିବା ପାପ ଓ ଅପରାଧକୁ ଭୁଲି ୟାଅ। ତୁମ୍ଭର ପବିତ୍ର ନାମର ସାର୍ଥକତା ପାଇଁ, ହେ ସଦାପ୍ରଭୁ ମାେତେ ତୁମ୍ଭର ସ୍ନହପେୂର୍ଣ୍ଣ କରୁଣାରେ ବାନ୍ଧି ରଖ।
ହେ ସଦାପ୍ରଭୁ, ମାେ ଜାଣିବାରେ ମୁଁ ପ୍ରାର୍ଥନା କରେ ତୁମ୍ଭେ ମାେତେ ଗ୍ରହଣ କରିନିଅ। ହେ ପରମେଶ୍ବର, ମୁଁ ଆଶାକରେ ତୁମ୍ଭେ ମାେତେ ତୁମ୍ଭର ପରିତ୍ରାଣର ସତ୍ଯତା ଅନୁସାରେ ଉତ୍ତର ଦିଅ। ମୁଁ ଜାଣେ, ପରିତ୍ରାଣ ପାଇଁ ମୁଁ ତୁମ୍ଭଠାରେ ଭରସା କରିପାରିବି।
ହେ ପରମେଶ୍ବର, ଶତ୍ରୁମାନେ କେତକୋଳ ତୁମ୍ଭର ନିନ୍ଦା କରିବେ ? ତୁମ୍ଭେ ଚିରଦିନ କ'ଣ ତୁମ୍ଭର ଶତ୍ରୁମାନଙ୍କୁ ଅପମାନ କରିବା ପାଇଁ ସୁଯୋଗ ଦବେ ?
ହେ ପରମେଶ୍ବର, ଏହା ଆଉ କେତେ ଦିନ ପର୍ୟ୍ଯନ୍ତ ୟିବ ? ତୁମ୍ଭେ କ'ଣ ଚିରକାଳ ଆମ୍ଭମାନଙ୍କ ଉପରେ କୋର୍ଧ କରିଥିବ ? ତୁମ୍ଭର ଅନ୍ତର କଗ୍ଦଣ ଜ୍ବାଳା ଅଗ୍ନିପରି ସର୍ବଦା ଜଳିବ ?
ଦୟାକରି ଆମ୍ଭମାନଙ୍କର ଅତୀତର ପାପ ପାଇଁ ଆମ୍ଭମାନଙ୍କୁ ଦଣ୍ଡ ଦିଅ ନାହିଁ। ଶୀଘ୍ର ଆମ୍ଭମାନଙ୍କ ପ୍ରତି ଦୟା ଦଖାେଅ !ଆମ୍ଭମାନେେ ଆଜି କ୍ଷୀଣ ହାଇେଅଛୁ।
ହେ ସର୍ବଶକ୍ତିମାନ ପରମେଶ୍ବର ଫରେିଆସ। ସ୍ବର୍ଗରୁ ତୁମ୍ଭର ଦ୍ରାକ୍ଷାଲତା ପ୍ରତି ଦୃଷ୍ଟି ପକାଅ ଏବଂ ଏହାର ଯତ୍ନ ନିଅ।
ମାେ ପ୍ରତି ତୁମ୍ଭର ଦୟା ମହତ୍ ଅଟେ। ତୁମ୍ଭେ ମାେ ଜୀବନକୁ ଶଷୋବସ୍ଥା ମୃତ୍ଯୁ ମୁଖରୁ ଉଦ୍ଧାର କରିଛ।
ହେ ସଦାପ୍ରଭୁ, ଆମ୍ଭ ପାଖକୁ ଫରେି ଆସ, ଆଉ କେତେ ଦିନ ତୁମ୍ଭେ ଅପେକ୍ଷା କରିବ ? ଆପଣା ଦାସ ପ୍ରତି ଦୟା କର।
ଏହାପରେ ମୁଁ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲି, ମୁଁ କହିଲି, ହେ ସଦାପ୍ରଭୁ ମାେତେ ରକ୍ଷା କର!
ସଦାପ୍ରଭୁ, ତୁମ୍ଭେ ମୃତ୍ଯୁରୁ ମାରେ ପ୍ରାଣକୁ ରକ୍ଷା କଲ। ମାରେ ଲୋତକ ବନ୍ଦ କଲ। ତୁମ୍ଭେ ଝୁଣ୍ଟି ପଡ଼ିୟିବାରୁ ମାେତେ ରକ୍ଷା କର।
ହେ ସଦାପ୍ରଭୁ, ମାେ ବିଷଯରେ ମିଥ୍ଯା କହୁଥିବା ଲୋକମାନଙ୍କଠାରୁ ମାେତେ ଉଦ୍ଧାର କର। ସମାନେେ ଯେଉଁ କଥାସବୁ କହୁଥିଲେ, ତାହାସବୁ ସତ୍ଯ ନ ଥିଲା।
ସମସ୍ତ ବିପଦରୁ ସଦାପ୍ରଭୁ ତୁମ୍ଭକୁ ରକ୍ଷା କରିବେ। ସେ ତୁମ୍ଭର ଜୀବନକୁ ରକ୍ଷା କରିବେ।
ଦେଖ, ମାରଦେୁଃଖ ଚାଲିୟାଇଛି, ବର୍ତ୍ତମାନ ମାରେଶାନ୍ତି ଆସିଛି। ମାତ୍ର ତୁମ୍ଭେ ମାେତେ ପ୍ ରମେ କରି ବିନାଶ କୂପରୁ ମାରେ ପ୍ରାଣକୁ ଉଦ୍ଧାର କଲ। କାରଣ ତୁମ୍ଭେ ମାେତେ କ୍ଷମା କରି ମାରେସମସ୍ତ ପାପକୁ ପଛକୁ ପକାଇ ଦଇେଛ।
ହେ ମାରେ ପରମେଶ୍ବର, କର୍ଣ୍ଣ ଡରେି ଶୁଣ। ଆପଣା ଚକ୍ଷୁ ମଲେି ଆମ୍ଭମାନଙ୍କର ଦୁରବସ୍ଥା ଦେଖ। ତୁମ୍ଭ ନାମ ରେ ଖ୍ଯାତି ଏହି ନଗର ଅବସ୍ଥା ଦେଖ। ଆମ୍ଭମାନେେ ଆମ୍ଭମାନଙ୍କର ଧାର୍ମିକତା ଯୋଗୁଁ ନୁହେଁ, ମାତ୍ର ତୁମ୍ଭର ମହାଦୟା ସକାଶୁ ତୁମ୍ଭକୁ ନିବଦନେ କରୁଅଛୁ।
ମାତ୍ର ତୁମ୍ଭମାନେେ ମାରେ ବ୍ଯବସ୍ଥା ପାଳନ କଲନାହିଁ, ଠିକ୍ ଯେପରି ତୁମ୍ଭର ପୂର୍ବପୁରୁଷଗଣ ମଧ୍ଯ ଆମ୍ଭକୁ ଅବଜ୍ଞା କଲେ। ତୁମ୍ଭମାନେେ ଆମ୍ଭ ନିକଟକୁ ଫରେିଆସ, ତାହା ହେଲେ ଆମ୍ଭେ ତୁମ୍ଭମାନଙ୍କେ ନିକଟକୁ ଫରେିୟିବା, ସଦାପ୍ରଭୁ ଏହିକଥା କହିଥିଲେ।
ପରମେଶ୍ବରଙ୍କ ଆଶ୍ଚର୍ୟ୍ଯଜନକ ଅନୁଗ୍ରହ ସକାେଶ ତାହାଙ୍କର ପ୍ରଶଂସା ହୁଏ। ଯାହାଙ୍କୁ ପରମେଶ୍ବର ପ୍ ରମେ କରନ୍ତି, ସହେି ଖ୍ରୀଷ୍ଟଙ୍କ ଦ୍ବାରା ସେ ଆମ୍ଭକୁ ସହେି ଅନୁଗ୍ରହ ମୁକ୍ତ ଭାବରେ ଦଇେଥାନ୍ତି।
ଭବିଷ୍ଯତ ରେ ତାହାଙ୍କ କୃପାର ମହାନ୍ ସମ୍ପଦକୁ ଆମ୍ଭକୁ ଦଖାଇବୋ ପାଇଁ ପରମେଶ୍ବର ଏପରି କଲେ। ଖ୍ରୀଷ୍ଟ ଯୀଶୁଙ୍କ ଦ୍ବାରା ଆମ୍ଭ ପ୍ରତି ପରମେଶ୍ବର ତାହାଙ୍କର ଏହି ଅନୁଗ୍ରହ ପ୍ରକାଶ କଲେ। ଏହି ଅନୁଗ୍ରହ ଦ୍ବାରା ତୁମ୍ଭେ ଉଦ୍ଧାର ପାଇଛ।