ପରମେଶ୍ବର ହିଁ ଆମ୍ଭକୁ ଶକ୍ତିଶାଳୀ କରିପାରିବେ। କବଳେ ସେ ଆମ୍ଭର ଶତ୍ରୁମାନଙ୍କୁ ପଦଦଳନ କରିପାରିବେ।
Cross references
ଇଶ୍ରାୟେଲ ଶକ୍ତିଶାଳୀ ହବେ। ସେ ଇଦୋମ ଅଧିକାର କରିବ। ଶତୃରାଜ୍ଯ ସଯେୀର ମଧ୍ଯ ଅଧିକାର କରିବ।
ମନରେଖ, ମୁ ତୁମ୍ଭକୁ ସାହାସୀ ଓ ଶକ୍ତିଶାଳୀ ହବୋ ପାଇଁ ନିର୍ଦ୍ଧେଶ ଦଇେଅଛି। ତେଣୁ ତୁମ୍ଭେ ଭୟଭୀତ କିଅବା ହତାଶ ହକ୍ସ୍ଟଅ ନାହିଁ, କାରଣ ତୁମ୍ଭେ ଯେଉଁ ଆଡେ ୟିବ, ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ତୁମ୍ଭର ସଙ୍ଗି ହବେେ।
ତେଣୁ ମାେତେ ବର୍ତ୍ତମାନ ସହେି ପର୍ବତମଯ ଦେଶ ଦିଅ, ମାେତେ ଯାହାକି ସଦାପ୍ରଭୁ ବହକ୍ସ୍ଟଦିନ ପୂର୍ବରକ୍ସ୍ଟ ପ୍ରତିଜ୍ଞା କରିଥିଲେ। ସହେି ସମୟରେ ତୁମ୍ଭେ ସହେି ଲଢକ୍ସ୍ଟଆ ଅନାକୀଯମାନଙ୍କ ବିଷଯ ରେ ଶକ୍ସ୍ଟଣିଥିବ, ଯେଉଁମାନେ କି ସଠାେରେ ବାସ କରୁଥିଲେ। ଏବଂ ସମାନଙ୍କେର ନଗର ଗକ୍ସ୍ଟଡିକ ବହକ୍ସ୍ଟତ ବଡ ଥିଲା ଓ ସବୁ ଦିଗରକ୍ସ୍ଟ ସକ୍ସ୍ଟରକ୍ଷିତ ଥିଲା। କିନ୍ତୁ ବର୍ତ୍ତମାନ ସଦାପ୍ରଭୁ ମାେତେ ମାେ ସହିତ ଥାଇ ପାରନ୍ତି। ଏବଂ ମୁ ବର୍ତ୍ତମାନ ସହେି ଭୂମିକକ୍ସ୍ଟ ସଦାପ୍ରଭୁଙ୍କ ବାକ୍ଯ ଅନକ୍ସ୍ଟସା ରେ ନବେି।
ବଳବାନ ହକ୍ସ୍ଟଅ, ଏବଂ ସାହସର ସହିତ ୟକ୍ସ୍ଟଦ୍ଧ କର, ଆମ୍ଭର ପ୍ରଭକ୍ସ୍ଟଙ୍କ ସହର ପାଇଁ ଓ ଆମ୍ଭର ଲୋକମାନଙ୍କ ପାଇଁ ସଦାପ୍ରଭୁଙ୍କ ଆଖି ରେ ଯାହା ଠିକ୍ ସେ ତାହା କରିବେ।
ଆମ୍ଭମାନଙ୍କ ପରମେଶ୍ବରଙ୍କ ନଗର ଓ ଆମ୍ଭମାନଙ୍କର ଲୋକମାନଙ୍କ ନିମନ୍ତେ ୟୁଦ୍ଧ କରିବାକୁ ଆସିଅଛୁ, ଆମ୍ଭମାନେେ ସାହସୀ ଓ ବଳବାନ ହେଉ ! ସଦାପ୍ରଭୁ ଯାହା ଉତ୍ତମ ମନେ କରନ୍ତି, ତାହା କରନ୍ତୁ।
ପରମେଶ୍ବର ଆମ୍ଭକୁ ବଳ ପ୍ରଦାନ କରନ୍ତି। ସେ ମାେତେ ଶୁଦ୍ଧ ଜୀବନୟାପନ କରିବା ପାଇଁ ସାହାୟ୍ଯ କରନ୍ତି।
ହେ ମାରେ ପରମେଶ୍ବର, ତୁମ୍ଭରି ସାହାୟ୍ଯରେ ଆମ୍ଭର ଶତ୍ରୁମାନଙ୍କୁ ଆମ୍ଭେ ପଛକୁ ତଡ଼ି ଦବେୁ। ତୁମ୍ଭର ନାମକୁ ନଇେ ଆମ୍ଭମାନେେ ଆମ୍ଭର ଶତ୍ରୁମାନଙ୍କ ଉପରେ ଚଢ଼ି ଚାଲିୟିବୁ।
ଆମ୍ଭର ଶତ୍ରୁମାନେ ଆମ୍ଭକୁ ପଛକୁ ତଡ଼ି ଦେଲେ। ଆମ୍ଭର ଶତ୍ରୁମାନେ ଆମ୍ଭର ଧନ ସମ୍ପତ୍ତି ନଇଗେଲେ।
ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତ ବିଜଯ ପାଇଁ ଉତ୍ଥିତ ହେଲା। ଦେଖ, ସଦାପ୍ରଭୁ ପୁଣି ତାଙ୍କର ମହାଶକ୍ତି ଦଖାଇେଲେ।
ସଦାପ୍ରଭୁ ମାରେ ଶୈଳ, ତାଙ୍କର ପ୍ରଶଂସା ହେଉ। ସେ ମାେତେ ୟୁଦ୍ଧ ପାଇଁ ଶିକ୍ଷା ଦିଅନ୍ତି। ସଦାପ୍ରଭୁ ମାେତେ ୟୁଦ୍ଧ ପାଇଁ ଶିକ୍ଷା ଦିଅନ୍ତି।
ପ୍ରଭୁ ବିହୀନ ଦେଶକୁ ମୁଁ ଅଶୂରକୁ ପ୍ ରରଣେ କରିବି। ସହେି ଲୋକମାନଙ୍କ ଉପ ରେ ମୁଁ କୋରଧିତ ଏବଂ ସମାନଙ୍କେ ବିରୁଦ୍ଧ ରେ ଲଢ଼ିବାକୁ ମୁଁ ଅଶୂରକୁ ଆଦେଶ ଦବେି। ସେ ସମାନଙ୍କେୁ ପରାସ୍ତ କରିବ ଓ ସମାନଙ୍କେଠାରୁ ଧନସମ୍ପଦ ନଇେ ଆସିବି। ଇଶ୍ରାୟେଲ ରାସ୍ତାର ଧୂଳି ସଦୃଶ ଅଶୂରର ପଦଦଳିତ ହବେ।
ସେ ଉତ୍ତର କରନ୍ତି, ଆମ୍ଭେ ଏକାକୀ ଦ୍ରାକ୍ଷା ମର୍ଦ୍ଦନ କରିଅଛୁ ଓ ଲୋକମାନଙ୍କ ମଧ୍ଯରୁ ଆମ୍ଭ ସଙ୍ଗେ କହେି ନ ଥିଲେ। ଆମ୍ଭେ ନିଜର କୋରଧ ରେ ସମାନଙ୍କେୁ ଦଳନ କଲୁ ଓ ନିଜର କୋପ ରେ ସମାନଙ୍କେୁ ମର୍ଦ୍ଦନ କଲୁ। ଏଣୁ ସମାନଙ୍କେର ପ୍ରାଣ ରକ୍ତର ଛିଟା ରେ ଆମ୍ଭ ବସ୍ତ୍ର ରଞ୍ଜିତ ହେଲା ଓ ଆମ୍ଭେ ସହେି ରକ୍ତ ରଞ୍ଜିତ ବସ୍ତ୍ର ପରିଧାନ କରିଅଛୁ।
ସମାନେେ ବୀରପରି ତାଙ୍କର ପାଦତଳେ କାଦୁଅ ରାସ୍ତାକୁ ଦଳି ଦବେେ। ସମାନେେ ୟୁଦ୍ଧ କରି ଶତୃପକ୍ଷର ଅଶ୍ବାରୋହୀମାନଙ୍କୁ ମଧ୍ଯ ପରାସ୍ତ କରିବେ। କାରଣ ସଦାପ୍ରଭୁ ତାଙ୍କ ସହବର୍ତ୍ତୀ ଅଟନ୍ତି।
ତା'ପ ରେ ତୁମ୍ଭମାନେେ ସହେି ଦୁଷ୍ଟାଗ୍ଭରୀଙ୍କ ଉପ ରେ ବିଚରଣ କରିବ। ସମାନେେ ତୁମ୍ଭ ପାଦତଳେ ଭସ୍ମ ସଦୃଶ ହବେେ। ଏହିସବୁ ସହେିଦିନ ଘଟିବ ଯେଉଁଦିନ ଆମ୍ଭେ ସୃଷ୍ଟି କରିଛୁ। ସର୍ବଶକ୍ତିମାନ୍ ସଦାପ୍ରଭୁ ଏହା କହିଥିଲେ।
ସହେି ଅଶ୍ବାରୋହୀଙ୍କ ମୁଖରୁ ଗୋଟିଏ ତୀକ୍ଷ୍ଣ ଖଣ୍ଡା ବାହାରି ଥିଲା। ସେ ଜାତିଗଣଙ୍କୁ ଦମନ କରିବା ପାଇଁ ଏହି ଖଣ୍ତାର ପ୍ରଯୋଗ କରିବେ। ସେ ଲୌହଦଣ୍ଡ ରେ ସମାନଙ୍କେୁ ଶାସନ କରିବେ। ସେ ସର୍ବଶକ୍ତିମାନ୍ ପରମେଶ୍ବରଙ୍କର କୋରଧରୂପ ଦ୍ରାକ୍ଷାପଷୋ କୁଣ୍ଡକୁ ଦଳିପକାଇବେ।