ହେ ଲୋକମାନେ! ସବୁକାଳେ ପରମେଶ୍ବରଙ୍କଠାରେ ନିର୍ଭର କର। ପରମେଶ୍ବରଙ୍କଠାରେ ତୁମ୍ଭର ଅସୁବିଧା କଥା ଭାଙ୍ଗି କୁହ। ପରମେଶ୍ବର ହେଉଛନ୍ତି ଆମ୍ଭର ନିରାପଦ ଆଶ୍ରଯସ୍ଥଳ।
Cross references
ହାନ୍ନା ଉତ୍ତର ଦଲୋ, ନା, ମାରେ ମହାଶୟ, ମୁ ଜଣେ ଦକ୍ସ୍ଟଃଖିନୀ ସ୍ତ୍ରୀ, ମୁ ଦ୍ରାକ୍ଷାରସ କି ମଦ୍ଯପାନ କରିନାହିଁ। ମାତ୍ର ମୁ ସଦାପ୍ରଭୁଙ୍କଠା ରେ ମାରେ ଆପଣାର ପ୍ରାଣ ବଦନୋ ଢାଳକ୍ସ୍ଟଥିଲି।
ସେ ମାେତେ ମାରି ଦଇେ ପାରନ୍ତି, ମୁଁ ଭରସା ବିହିନ। ତଥାପି ତାଙ୍କ ସମ୍ମୁଖ ରେ ମାରେ ପକ୍ଷ ପ୍ରସ୍ତୁତ କରିବି।
ସଦାପ୍ରଭୁଙ୍କୁ ପ୍ରାର୍ଥନା କରିବି ଏବଂ ସେ ତାଙ୍କର ପବିତ୍ର ପର୍ବତରୁ ମାେତେ ଉତ୍ତର ଦବେେ।
ହେ ସଦାପ୍ରଭୁ, ତୁମ୍ଭେ ମାରେ ଶୈଳ, ମାେ' ନିରାପତ୍ତାରେ ଆଶ୍ରଯସ୍ଥଳ। ମାରେ ପରମେଶ୍ବର ମାେ ପାଇଁ ଶୈଳ ସଦୃଶ ଦୃଢ଼। ମୁଁ ତାଙ୍କରି ନିକଟକୁ ରକ୍ଷା ପାଇଁ ଦୌଡ଼ି ୟାଏ। ପରମେଶ୍ବର ମାରେ ଢ଼ାଲ ସଦୃଶ। ତାଙ୍କର ଶକ୍ତି ମାରେ ରକ୍ଷା ଶୃଙ୍ଗ। ସଦାପ୍ରଭୁ ଉଚ୍ଚ ପର୍ବତରେ ମାରେ ଲୁଚିବା ସ୍ଥାନର ଆଶ୍ରଯସ୍ଥଳ।
ଆମ୍ଭର ପୂର୍ବପୁରୁଷମାନେ ତୁମ୍ଭ ଉପରେ ବିଶ୍ବାସ କରିଥିଲେ। ହଁ ସମାନେେ ତୁମ୍ଭକୁ ବିଶ୍ବାସ କରୁଥିଲେ। ହେ ପରମେଶ୍ବର, ତୁମ୍ଭେ ହିଁ ସମାନଙ୍କେୁ ଉଦ୍ଧାର କରିଅଛ।
ମୁଁ ସର୍ବଦା ସଦାପ୍ରଭୁଙ୍କ ପ୍ରଶଂସା କରିବି। ତାଙ୍କର ପ୍ରଶଂସା ମାରେ ଓଠରେ ସବୁବେଳେ ଲାଗିରହିବ।
ୟଦି ତୁମ୍ଭେ ସଦାପ୍ରଭୁଙ୍କ ଉପରେ ବିଶ୍ବାସ ରଖିବ ଓ ସୁକର୍ମ କରିବ ତୁମ୍ଭେ ତା' ହେଲେ ଆନନ୍ଦରେ ରହିବ ଓ ଅନକେ ଜିନିଷ ଉପଭୋଗ କରିବ ୟାହା ସହେି ଭୂମିରୁ ତୁମ୍ଭେ ପାଇବ।
ଯେତବେେଳେ ମୁଁ ମନେ ପକାଏ, ମାରେ ହୃଦଯ ବିଦୀର୍ଣ୍ଣ ହାଇୟୋଏ। ସହେି ସୁଦିନ ଗୁଡ଼ିକୁ ୟାହା ମୁଁ ତୁମ୍ଭ ମନ୍ଦିରରେ କଟାଇଥିଲି। ଯେତବେେଳେ ଲୋକଭିଡ଼ ମଧ୍ୟରେ ମୁଁ ପରମେଶ୍ବରଙ୍କ ମନ୍ଦିରକୁ ଚାଲିଲି, ମୁଁ ମନେ ପକାଏ ସହେିସବୁ ଖୁସିର ଦିନଗୁଡ଼ିକ ଓ ପ୍ରଶଂସାର ଗୀତ ସବୁ ୟାହାକି ଲୋକମାନେ ପର୍ବପର୍ବାଣି ବେଳେ ଗାନ କରନ୍ତି।
ତଣେୁ ଯେତବେେଳେ ଭୂମି କମ୍ପତ ହୁଏ ଏବଂ ପର୍ବତ ସମୁଦ୍ରରେ ପଡ଼େ ଆମ୍ଭେ ଭୟଭୀତ ହବୋ ନାହିଁ।
ସହେି ସୈନ୍ଯାଧିପତି ସଦାପ୍ରଭୁ ଆମ୍ଭ ସହିତ ଅଛନ୍ତି। ୟାକୁବର ପରମେଶ୍ବର ଆମ୍ଭ ସମସ୍ତଙ୍କ ନିରାପଦ ଆଶ୍ରଯ ସ୍ଥଳ।
ତୁମ୍ଭେ ହେଉଛି ମାରେ ଦୃଢ଼ ଆଶ୍ରଯ, ତଣେୁ ମୁଁ ଅନକେ ଲୋକମାନଙ୍କର ଉଦାହରଣ ହାଇେଅଛି।
ମୁଁ ସଦାପ୍ରଭୁଙ୍କୁ କହିଲି, ତୁମ୍ଭେ ମାରେ ଆଶ୍ରଯ ଓ ଦୁର୍ଗ, ମାରେ ପରମେଶ୍ବର, ମୁଁ ତୁମ୍ଭ ନିକଟରେ ବିଶ୍ବାସ ରେଖ।
ମାତ୍ର ସଦାପ୍ରଭୁ ଉଚ୍ଚ ପର୍ବତରେ ମାରେ ଉଚ୍ଚ ଦୁର୍ଗ ଓ ମାରେ ପରମେଶ୍ବର ମାରେ ଆଶ୍ରଯଶୈଳ ହାଇେଅଛନ୍ତି।
ହେ ସଦାପ୍ରଭୁ, ମାରେ ପ୍ରାର୍ଥନା ଶୁଣ! ମାରେ ସାହାୟ୍ଯ ପାଇଁ କରୁଥିବା ପ୍ରାର୍ଥନା ଶୁଣ।
ମୁଁ ସଦାପ୍ରଭୁଙ୍କୁ ମାରେ ସମସ୍ଯା ବିଷଯରେ କହିବି। ମାରେ ଅସୁବିଧାସକଳ ବିଷଯରେ ସଦାପ୍ରଭୁଙ୍କୁ କହିବି।
ସଦାପ୍ରଭୁ ବିଷଯକ ଭୟ ଦୃଢ଼ ଶରଣ ଭୂମି। ଆଉ ତାଙ୍କର ସନ୍ତାନମାନେ ସଠାେ ରେ ଆଶ୍ରଯସ୍ଥାନ ପାଇବେ।
ତେଣୁ ତୁମ୍ଭମାନେେ ସଦାପ୍ରଭୁଙ୍କଠା ରେ ସଦାକାଳ ନିର୍ଭର ରଖ, କାରଣ ସଦାପ୍ରଭୁଙ୍କ ସହିତ ଅନନ୍ତକାଳୀନ ଶୈଳ ଅଛି।
ହେ ସଦାପ୍ରଭୁ, ସଙ୍କଟ ସମୟରେ ସମାନେେ ତୁମ୍ଭକୁ ପ୍ରାର୍ଥନା କରିଛନ୍ତି। ଯେତବେେଳେ ତୁମ୍ଭେ ସମାନଙ୍କେୁ ଶାସ୍ତି ଦଲେ, ସମାନେେ ତୁମ୍ଭଙ୍କୁ ପ୍ରାର୍ଥନା ରେ ଡାକିଲେ।
ତୁମ୍ଭମାନଙ୍କ ମଧିଅରେ ଏପରି କିଏ ଅଛି ଯେ ସଦାପ୍ରଭୁଙ୍କୁ ଭୟ କରେ ଓ ତାଙ୍କ ସବେକର ବାକ୍ଯ ପାଳନ କରେ ? ପୁଣି ଯେ ଆଲୋକ ବିନା ଅନ୍ଧକାର ରେ ଗମନ କରେ ସେ ସଦାପ୍ରଭୁଙ୍କ ନାମ ଉପ ରେ ବିଶ୍ବାସ କର ଓ ଆପଣା ପରମେଶ୍ବରଙ୍କ ଉପ ରେ ନିର୍ଭରଶୀଳ ହେଉ।
ଉଠ, ରାତ୍ରିର ପ୍ରେତ୍ୟକକ ପ୍ରହରର ଆରମ୍ଭ ରେ ଆର୍ତ୍ତସ୍ବର କର; ସଦାପ୍ରଭୁଙ୍କ ସମ୍ମୁଖ ରେ ତୁମ୍ଭର ହୃଦଯ ଜଳପରି ଢ଼ାଳି ଦିଅ; ତୁମ୍ଭର ସନ୍ତାନସନ୍ତତିଙ୍କ ପ୍ରାଣରକ୍ଷା ପାଇଁ ତାଙ୍କ ସମ୍ମୁଖ ରେ ହାତୟୋଡ଼ି ପ୍ରାର୍ଥନା କର। କାରଣ ସମାନେେ ପ୍ରେତ୍ୟକକ ସଡ଼କ ମୁଣ୍ଡ ରେ କ୍ଷୁଧା ରେ ଛଟପଟ ହେଉଛନ୍ତି।
କୌଣସି କଥା ପାଇଁ ଚିନ୍ତିତ ହୁଅ ନାହିଁ। ତୁମ୍ଭର ଯାହା ଦରକାର, ପରମେଶ୍ବରଙ୍କୁ ପ୍ରାର୍ଥନା କରି ମାଗ। ପ୍ରାର୍ଥନା କଲା ବେଳେ ସଦା ଧନ୍ଯବାଦ ଦିଅ।
ଉକ୍ତ ଦୁଇଟି ଯାକ ଅପରିବର୍ତ୍ତନୀୟ। ଯେତବେେଳେ ପରମେଶ୍ବର କିଛି କହନ୍ତି ସେ ମିଛ କହି ପାରନ୍ତି ନାହିଁ, ପୁଣି କୌଣସି ଶପଥ କଲା ବେଳେ ମଧ୍ଯ ସେ ମିଛ କହି ପାରନ୍ତି ନାହିଁ। ଅତଏବ ଯେଉଁମାନେ ନିଜର ସୁରକ୍ଷା ଦୃଷ୍ଟିରୁ ପରମେଶ୍ବରଙ୍କ ପାଖକୁ ଆସିଛନ୍ତି, ସମାନଙ୍କେୁ ଉକ୍ତ କଥା ସାନ୍ତ୍ବନା ପ୍ରଦାନ କରେ ଓ ପରମେଶ୍ବରଙ୍କ ଭରସା ରେ ସ୍ଥିର ରହିବା ପାଇଁ ଦୃଢ଼ ଉତ୍ସାହ ପ୍ରଦାନ କରେ।
ପ୍ରିୟ ପିଲାମାନେ, ତାହାଙ୍କଠା ରେ ରୁହ। ଏହା କଲେ, ଖ୍ରୀଷ୍ଟ ଯେଉଁଦିନ ଆସିବେ ଆମ୍ଭମାନେେ ଭରସାୟୁକ୍ତ ହାଇେ ଭୟ କରିବା ନାହିଁ। ଯେଉଁଦିନ ସେ ଆସିବେ, ସହେିଦିନ ଆମ୍ଭକୁ ଲଜ୍ଜିତ ହବୋକୁ କିମ୍ବା ଆତ୍ମଗୋପନ କରିବାକୁ ପଡ଼ିବ ନାହିଁ।