Home Bibles ଗୀତସଂହିତା 64:9 · ଓଡ଼ିଆ ବାଇବେଲ
ଗୀତସଂହିତା 64:9 · ଓଡ଼ିଆ ବାଇବେଲ

ତା' ହେଲେ ପ୍ରେତ୍ୟକକ ବ୍ଯକ୍ତି ଭୟଭୀତ ହବେେ। ସମାନେେ ପରମେଶ୍ବରଙ୍କର କାର୍ୟ୍ଯ ବିଷଯରେ କହିବେ ଏବଂ ସେ ୟାହା କରିଛନ୍ତି ସମାନେେ ତାହା ଶିକ୍ଷା କରିବେ।

Cross references

ଗୀତସଂହିତା 40:3

ସଦାପ୍ରଭୁ ମାେ ମୁଖରେ ଏକ ନୂତନ ଗୀତ ଉଚ୍ଚାରଣ କଲେ। ସହେି ଗୀତଟି ପରମେଶ୍ବରଙ୍କ ପ୍ରଶଂସାରେ ପରିପୂର୍ଣ୍ଣ ଥିଲା। ଅନକେ ଲୋକ ଦେଖିବେ ମାେ ପ୍ରତି ୟାହା ସବୁ ଘଟିଗଲା, ୟାହାଫଳରେ ସମାନେେ ପରମେଶ୍ବରଙ୍କୁ ଉପାସନା କରିବେ। ସମାନେେ ସଦାପ୍ରଭୁଙ୍କୁ ବିଶ୍ବାସ କରିବେ।

ଗୀତସଂହିତା 53:5

କିନ୍ତୁ ସହେି ଅଧର୍ମାଚାରୀ ଲୋକମାନେ ଭୟଭୀତ ହବେେ। ଏପରି ସମାନେେ ପୂର୍ବରୁ କବେେ ଭୟଭୀତ ହାଇେ ନ ଥିବେ। ଇଶ୍ରାୟେଲ, ସହେି ଦୁଷ୍ଟ ଲୋକମାନେ ତୁମ୍ଭକୁ ଆକ୍ରମଣ କରନ୍ତି। କିନ୍ତୁ ପରମେଶ୍ବର ସମାନଙ୍କେୁ ପରିତ୍ଯାଗ କରିଛନ୍ତି। ତୁମ୍ଭମାନେେ ସମାନଙ୍କେୁ ପରାସ୍ତ କରିବ ଏବଂ ପରମେଶ୍ବର ସମାନଙ୍କେର ଅସ୍ଥିସବୁ ଛିନ୍ନଭିନ୍ନ କରି ପକାଇବେ।

ଗୀତସଂହିତା 58:11

ଯେତବେେଳେ ଏପରି ଘଟେ, ଲୋକମାନେ କହିବେ, ଏଣୁ ଯେଉଁ ଲୋକମାନେ ୟାହା ଧାର୍ମିକ ତାହା କରନ୍ତି, ସତରେ ପୁରସ୍କୃତ ଅଟନ୍ତି। ସତରେ ପରମେଶ୍ବର ଅଛନ୍ତି, ୟିଏ ପୃଥିବୀ ଉପରେ ବିଚାର କରନ୍ତି।

ଗୀତସଂହିତା 59:13

ସମାନଙ୍କେୁ ତୁମ୍ଭ କୋର୍ଧରେ ଧ୍ବଂସ କର। ସମାନଙ୍କେୁ ସଂପୂର୍ଣ୍ଣରୂପେ ଧ୍ବଂସ କର। ତା ହେଲେ ସମସ୍ତ ପୃଥିବୀବାସୀ ଜାଣିବେ ୟେ, ପରମେଶ୍ବର ଇଶ୍ରାୟେଲର ଶାସକ।

ଗୀତସଂହିତା 107:42

ସରଳ ଲୋକମାନେ ତାହା ଦେଖି ଆନନ୍ଦିତ ହେଲେ ଏବଂ ଦୁଷ୍ଟ ଲୋକମାନେ କ'ଣ କହିବା କଥା ତାହା ଜାଣନ୍ତି ନାହିଁ।

ଗୀତସଂହିତା 119:20

ମୁଁ ସର୍ବଦା ତୁମ୍ଭର ଶାସନସକଳ ପଢ଼ିବା ପାଇଁ ବହୁତ ଚା ହେଁ।

ଗୀତସଂହିତା 140:10

ସମାନଙ୍କେ ମୁଣ୍ଡରେ ଜଳନ୍ତା କୋଇଲା ପଡ଼ୁ। ମାରେ ଶତ୍ରୁମାନଙ୍କୁ ଅଗ୍ନିରେ ନିକ୍ଷପେ କର। ସମାନେେ ୟପରେି ଉଠିପାରିବେ ନାହିଁ ଏଥିପାଇଁ ତାଙ୍କୁ ଗଭୀର ଗର୍ଭରେ ନିକ୍ଷପେ କର।

ଯିଶାଇୟ 5:12

ତୁମ୍ଲଭମାଲନସଭାଜିର ଦ୍ରାକ୍ଷାରସ, ବୀଣା, ତବଲା ବଂଶୀ ଏବଂ ଅନ୍ଯାନ୍ଯ ବାଦ୍ଯୟନ୍ତ୍ର ରଖିଥାଅ। ମାତ୍ର ସଦାପ୍ରଭୁଙ୍କର କାର୍ୟ୍ଯ ଲକ୍ଷ୍ଯ କର ନାହିଁ। ସଦାପ୍ରଭୁଙ୍କର ହସ୍ତ ବହୁ ଜିନିଷ ତିଆରି କରିଛ ମାତ୍ର ତୁମ୍ଲଭମାଲନ ତାହା ଲକ୍ଷ୍ଯ କର ନାହିଁ।ସତଣୁ ଏହା ତୁମ୍ଭମାନଙ୍କ ପାଇଁ ସନ୍ତାପର କାରଣସହବ।

ଯିରିମିୟ 50:28

ଯେଉଁ ରକ୍ଷାପ୍ରାପ୍ତ ପଳାତକମାନେ ବାବିଲ ଦେଶରୁ ସ୍ଯୋନକୁ ଚାଲି ଯାଉଥିଲେ, ସମାନେେ ସମସ୍ତଙ୍କୁ କହୁଥିଲେ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ବରଙ୍କର ପ୍ରତି ଶାଧେ ନବୋର ସମୟ ଆସିୟାଇଛି। କଲଦୀଯମାନେ ତାଙ୍କର ମନ୍ଦିର ଭାଙ୍ଗିଛନ୍ତି। ତେଣୁ ସେ ବାବିଲକୁ ଧ୍ବଂସ କରୁଛନ୍ତି।

ଯିରିମିୟ 51:10

ସଦାପ୍ରଭୁ ଆମ୍ଭମାନଙ୍କର ଧାର୍ମିକତା ପ୍ରକାଶ କରିଅଛନ୍ତି। ଆସ, ଆମ୍ଭମାନେେ ସିୟୋନ ରେ କହିବା, ସଦାପ୍ରଭୁ ଯାହା କରିଛନ୍ତି।

ଯିହିଜିକଲ 14:23

ସମାନଙ୍କେର ଆଚାର, ବ୍ଯବହାର ଓ କ୍ରିଯାକଳାପ ତୁମ୍ଭମାନେେ ଦେଖିବ ଓ ହୃଦବୋଧ କରିବ ଯେ ମୁଁ ସମାନଙ୍କେ ବିରୁଦ୍ଧ ରେ ଓ ୟିରୁଶାଲମ ବିରୁଦ୍ଧ ରେ ଯାହାସବୁ କରିଅଛି, ଯଥାର୍ଥ ଥିଲା। ଏହା ସଦାପ୍ରଭୁ, ମାରେ ପ୍ରଭୁ କହନ୍ତି।

ହୋଶେୟ 14:9

ଜଣେ ଜ୍ଞାନୀ ବ୍ଯକ୍ତି ଏହି ଜିନିଷଗୁଡିକୁ ବୁଝେ। ଜଣେ କର୍ମଠ ବ୍ଯକ୍ତି ଏହିସବୁ ଜିନିଷଗୁଡିକୁ ଶିକ୍ଷା କରିବା ଉଚିତ। ସଦାପ୍ରଭୁଙ୍କ ମାର୍ଗ ସର୍ବଦା ଠିକ୍। ଉତ୍ତମଲୋକ ସହେି ମାର୍ଗ ଦ୍ବାରା ବଞ୍ଚିବେ ଓ ପାପୀମାନେ ତା' ଦ୍ବାରା ମୃତ୍ଯୁବରଣ କରିବେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 11:13

ଠିକ୍ ସହେି ସମୟରେ ଏକ ମହା ଭୂମିକମ୍ପ ହେଲା। ନଗରର ଏକ ଦଶମାଂଶ ନଷ୍ଟ ହାଇଗେଲା। ସାତ ହଜାର ଲୋକ ପ୍ରାଣ ହରାଇଲେ। ପ୍ରାଣ ହରାଇ ନ ଥିବା ଲୋକମାନେ ଅଧିକ ଭୟ କଲେ। ସମାନେେ ସ୍ବର୍ଗର ପରମେଶ୍ବରଙ୍କୁ ଗୌରବ ଦେଲେ।

Interlinear

Choose Theme