Home Bibles ଗୀତସଂହିତା 65:5 · ଓଡ଼ିଆ ବାଇବେଲ
ଗୀତସଂହିତା 65:5 · ଓଡ଼ିଆ ବାଇବେଲ

ହେ ପରମେଶ୍ବର, ଆମ୍ଭମାନଙ୍କର ରକ୍ଷାକର୍ତ୍ତା, ତୁମ୍ଭେ ଆଶ୍ଚର୍ୟ୍ଯ କାର୍ୟ୍ଯ ମାଧ୍ଯମରେ ଉତ୍ତର ଦିଅ ଓ ୟାହା ୟଥାର୍ଥ ତାହା କର। ସମଗ୍ର ବିଶ୍ବର ଲୋକମାନେ ବିଶ୍ବାସ ତୁମ୍ଭଠାରେ ରଖନ୍ତି।

Cross references

ଦିତୀୟ ବିବରଣ 4:34

ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ମିଶର ରେ ତୁମ୍ଭମାନଙ୍କ ସାକ୍ଷାତ ରେ ଯେ ସକଳ କର୍ମ କରିଅଛନ୍ତି, ସହେିପରି ପରୀକ୍ଷାସିଦ୍ଧ ପ୍ରମାଣଦ୍ବାରା ଓ ଚିହ୍ନଦ୍ବାରା ଓ ଆଶ୍ଚର୍ୟ୍ଯ କର୍ମଦ୍ବାରା, ୟକ୍ସ୍ଟଦ୍ଧଦ୍ବାରା, ପରାକ୍ରାନ୍ତ ହସ୍ତଦ୍ବାରା, ବିସ୍ତାରିତ ବାହକ୍ସ୍ଟଦ୍ବାରା ଓ ଭୟଙ୍କର ଆଶ୍ଚର୍ୟ୍ଯ କର୍ମଦ୍ବାରା ଅନ୍ୟ ଦେଶୀଯ ଲୋକଙ୍କ ମଧ୍ଯରକ୍ସ୍ଟ ଆପଣା ନିମନ୍ତେ ଏକ ଗୋଷ୍ଠୀ ଗ୍ରହଣ କରିବାକୁ ଆସି ଉପକ୍ରମ କରିଅଛନ୍ତି।

ଦିତୀୟ ବିବରଣ 10:21

ତୁମ୍ଭର ପ୍ରଶଂସା ସଦାପ୍ରଭୁ ଅଟନ୍ତି, ସେ ତୁମ୍ଭମାନଙ୍କର ପରମେଶ୍ବର ତୁମ୍ଭେ ଯାହା ଯାହା ଦେଖକ୍ସ୍ଟଛ ସହେିସବୁ ମହତ୍ ଓ ଭୟଙ୍କର କର୍ମ ସେ ତକ୍ସ୍ଟମ୍ଭପାଇଁ କରିଛନ୍ତି।

ଗୀତସଂହିତା 22:27

ଦୂର ଦୂରାନ୍ତ ଦେଶର ଲୋକମାନେ ସଦାପ୍ରଭୁଙ୍କୁ ସ୍ମରଣ ରଖି ତାଙ୍କ ନିକଟକୁ ଆସନ୍ତୁ। ବିଦେଶର ଲୋକମାନେ ତାଙ୍କୁ ପ୍ରଣାମ କରନ୍ତୁ।

ଗୀତସଂହିତା 36:9

ହେ ସଦାପ୍ରଭୁ, ଜୀବନର ନିର୍ଝର ତୁମ୍ଭ ନିକଟରୁ ପ୍ରବାହିତ ହୁଏ ଓ ତୁମ୍ଭର ଆଲୋକ ଆମ୍ଭକୁ ଆ ଲୋକ ଦଖାେଏ।

ଗୀତସଂହିତା 45:4

ତୁମ୍ଭେ ଆଶ୍ଚର୍ୟ୍ଯ ଦିଶୁଛ। ୟାଅ ନ୍ଯାଯ ଓ ଧର୍ମପାଇଁ ୟୁଦ୍ଧରେ ବିଜଯୀ ହୁଅ। ତୁମ୍ଭର ଶକ୍ତିଶାଳୀ ଦକ୍ଷିଣ ବାହୁ ଅଦ୍ଭୁତ କାର୍ୟ୍ଯ କରିବାକୁ ପ୍ରଶିକ୍ଷିତ।

ଗୀତସଂହିତା 47:2

ସର୍ବୋପରିସ୍ଥ ସଦାପ୍ରଭୁ ସବୁଠାରୁ ଭୟଙ୍କର ଅଟନ୍ତି। ଏ ପୃଥିବୀରେ ସେ ସବୁଠାରୁ ଶ୍ରେଷ୍ଠ ରାଜ ଅଟନ୍ତି।

ଗୀତସଂହିତା 66:3

ପରମେଶ୍ବରଙ୍କୁ କୁହ, ତୁମ୍ଭର କାର୍ୟ୍ଯ ଆଶ୍ଚର୍ୟ୍ଯଜନକ ଅଟେ। ପରମେଶ୍ବର ତୁମ୍ଭର ଶକ୍ତି ମହାନ୍ ! ତୁମ୍ଭର ଶତ୍ରୁମାନେ ତୁମ୍ଭ ସମ୍ମୁଖରେ ନତମସ୍ତକ ହୁଅନ୍ତି। ସମାନେେ ତୁମ୍ଭକୁ ଭୟ କରନ୍ତି!

ଗୀତସଂହିତା 68:19

ସଦାପ୍ରଭୁଙ୍କର ପ୍ରଶଂସା କର। ପରମେଶ୍ବର ୟିଏ ଆମ୍ଭମାନଙ୍କୁ ରକ୍ଷା କରନ୍ତି, ପ୍ରତିଦିନ ଆଶୀର୍ବାଦ ସଂଗ୍ରହ କରି ଦିଅନ୍ତି।

ଗୀତସଂହିତା 76:3

ସହେି ସ୍ଥାନରେ ପରମେଶ୍ବର ଧନୁର୍ବାଣ, ଢ଼ାଲ, ଖଡ୍ଗ ଏବଂ ସମସ୍ତ ୟୁଦ୍ଧାସ୍ତ୍ର ଭଙ୍ଗ କଲେ।

ଗୀତସଂହିତା 84:5

ସହେି ଲୋକମାନେ କେତେ ଭାଗ୍ଯବାନ୍ ଯେଉଁମାନଙ୍କର ଶକ୍ତି ତୁମ୍ଭଠାରୁ ଆସେ। ଏବଂ ଯେଉଁମାନେ ତୁମ୍ଭ ମନ୍ଦିରରେ ଭ୍ରମଣ ଚିନ୍ତା କରନ୍ତି।

ଗୀତସଂହିତା 85:4

ହେ ଆମ୍ଭର ତ୍ରାଣକର୍ତ୍ତା ପରମେଶ୍ବର, ଆମ୍ଭମାନଙ୍କୁ ତୁମ୍ଭ ପାଖକୁ ଫରୋଇ ଆଣ ଏବଂ ଆମ୍ଭ ଉପରେ ଅପ୍ରସନ୍ନ ହବୋ ବନ୍ଦ କର।

ଗୀତସଂହିତା 107:23

କେତକେ ଲୋକ ସମାନଙ୍କେର କାର୍ୟ୍ଯ ପାଇଁ ନେ ୗକାରେ ସମୁଦ୍ର ପାର ହୁଅନ୍ତି।

ଗୀତସଂହିତା 145:17

ସଦାପ୍ରଭୁ ୟାହା କିଛି କରନ୍ତି ତାହା ଉତ୍ତମ ଓ ତାଙ୍କର ନିଜର ସମସ୍ତ କାର୍ୟ୍ଯ ବିଶ୍ବସ୍ତତାକୁ ପ୍ରଦର୍ଶନ କରେ।

ଯିଶାଇୟ 37:36

ଏହାପ ରେ ସହେି ରାତ୍ରି ରେ ସଦାପ୍ରଭୁଙ୍କ ଦୂତ ବାହାରି ଅଶୂରୀଯମାନଙ୍କ ଛାଉଣି ରେ 1,85,000 ଲୋକଙ୍କୁ ସଂହାର କଲେ। ଯେତବେେଳେ ପ୍ରଭାତ ରେ ଲୋକମାନେ ଉଠିଲେ, ସମାନଙ୍କେ ଚତୁର୍ଦ୍ଦିଗ ରେ କବଳେ ଶବମାନ ଦେଖିଲେ।

ଯିଶାଇୟ 45:22

ହେ ପୃଥିବୀ ପ୍ରାନ୍ତସ୍ଥ ସମସ୍ତ ଲୋକ, ତୁମ୍ଭମାନେେ ଆମ୍ଭପ୍ରତି ଦୃଷ୍ଟି କର ଓ ପରିତ୍ରାଣ ପ୍ରାପ୍ତ ହୁଅ। କାରଣ ଆମ୍ଭେ ପରମେଶ୍ବର ଓ ଆମ୍ଭ ଛଡ଼ା ଅନ୍ୟ ପରମେଶ୍ବର ନାହିଁ।

ଯିଶାଇୟ 51:5

ଆମ୍ଭର ଧର୍ମ ନିକଟବର୍ତ୍ତୀ, ଆମ୍ଭର ପରିତ୍ରାଣ ନିର୍ଗତ ହାଇେଅଛି ଓ ଆମ୍ଭର ବାହୁ ଗୋଷ୍ଠୀବର୍ଗର ବିଚାର କରିବ। ଦ୍ବୀପଗଣ ଆମ୍ଭ ଅପେକ୍ଷା ରେ ରହିବେ ଓ ଆମ୍ଭର ପରାକ୍ରମ ରେ ଆଶା ରଖିବେ।

ଯିଶାଇୟ 60:5

ସେତବେେଳେ ତୁମ୍ଭେ ତାହା ଦେଖି ଦୀପ୍ଯମାନ ହବେ ଓ ତୁମ୍ଭର ହୃଦଯ ଉଲାସିତ ହବେ। କାରଣ ସମୁଦ୍ରର ସମସ୍ତ ଦ୍ରବ୍ଯ ଓ ଅନ୍ୟଦେଶୀଯ ମାନଙ୍କର ସମ୍ପତ୍ତି ତୁମ୍ଭ ନିକଟକୁ ଆସିବ।

ଯିଶାଇୟ 66:19

ଆମ୍ଭେ ସମାନଙ୍କେ ମଧିଅରେ ଏକ ସଙ୍କତେ ସ୍ଥାପନ କରିବା ଓ ସମାନଙ୍କେ ମଧ୍ଯରୁ ରକ୍ଷାପ୍ରାପ୍ତ ଲୋକମାନଙ୍କୁ ବିଭିନ୍ନ ଦେଶ ଯଥା - ତର୍ଶୀଶ, ଫୁଲ ଓ ଲୁଦ, ଯେଉଁମାନେ ଧନୁର୍ଦ୍ଧର, ତୁବଲ ଓ ୟବନ ତଥା ଦୂରସ୍ଥ ଦ୍ବୀପଗଣ ଆମ୍ଭର ସୁଖ୍ଯାତି ବିଷଯ ରେ କବେେ ଶୁଣି ନାହାଁନ୍ତି କିମ୍ବା ଆମ୍ଭର ପ୍ରତାପ ଦେଖିନାହାଁନ୍ତି, ସହେିମାନଙ୍କ ନିକଟକୁ ପ୍ ରରଣେ କରିବା ଓ ସମାନେେ ବିଭିନ୍ନ ଦେଶୀଯମାନଙ୍କ ମଧିଅରେ ଆମ୍ଭର ମହିମା ପ୍ରକାଶ କରିବେ।

ସିଫନିୟ 2:11

ସହେି ଲୋକମାନେ ସଦାପ୍ରଭୁଙ୍କୁ ଭୟ କରିବେ, କାରଣ ସଦାପ୍ରଭୁ ଧ୍ବଂସ କରିବେ। ତା'ପ ରେ ସବୁ ଦେଶ ରେ ଲୋକମାନେ ସଦାପ୍ରଭୁଙ୍କୁ ଉପାସନା କରିବେ।

ହଗୟ 2:23

ସର୍ବଶକ୍ତିମାନ୍ ସଦାପ୍ରଭୁ ଏହିସବୁ କହୁଛନ୍ତି। ଶଲ୍ଟୀଯଲଙ୍କ ପୁତ୍ର ୟିରୁଦ୍ଦାବିଲ, ତୁମ୍ଭେ ଆମ୍ଭର ଭୃତ୍ଯ। ଆମ୍ଭେ ତୁମ୍ଭକୁ ବାଛିଅଛୁ, ସହେି ସମୟରେ ଆମ୍ଭେ ତୁମ୍ଭକୁ ଏକ ମାହେର ଥିବା ମୁଦି କରିବା। ଆମ୍ଭେ ଏସବୁ କରିଛୁ ବୋଲି ତୁମ୍ଭେ ଏହାର ପ୍ରମାଣ ହବେ।

ଯିଖରିୟ 9:10

ଆମ୍ଭେ ଇଫ୍ରଯିମଠାରୁ ରଥକୁ କାଢି ନବୋ, ୟିରୁଶାଲମଠାରୁ ଅଶ୍ବ ୟୁଦ୍ଧ ରେ ବ୍ଯବହୃତ ଧନୁ କାଢି ନିଆୟିବ। ସହେି ରାଜା ଗୋଷ୍ଠୀଗଣଙ୍କ ନିକଟକୁ ଶାନ୍ତିର ସନ୍ଦେଶ ଆଣିବେ। ତାଙ୍କର ରାଜ୍ଯ ଏକ ସମୁଦ୍ରଠାରୁ ଅନ୍ୟ ସମୁଦ୍ର ପର୍ୟ୍ଯନ୍ତ ଓ ଫରାତ୍ ନଦୀଠାରୁ ପୃଥିବୀର ପ୍ରାନ୍ତ ପର୍ୟ୍ଯନ୍ତ ବିସ୍ତୁତ ହବେ।

ମାଥିଉଲିଖିତ ସୁସମାଚାର 28:19

ତେଣୁ ଯାଅ ଓ ସବୁ ଦେଶର ଲୋକମାନଙ୍କୁ ମାରେ ଶିଷ୍ଯ କର। ପରମପିତା, ପୁତ୍ର ଓ ପବିତ୍ରଆତ୍ମାଙ୍କ ନାମ ରେ ତୁମ୍ଭମାନେେ ସମାନଙ୍କେୁ ବାପ୍ତିସ୍ମ ଦିଅ।

ରୋମୀୟଙ୍କ ପ୍ରତି ପତ୍ର 2:5

କିନ୍ତୁ ତୁମ୍ଭମାନେେ କଠିନ ଓ ଅନୁତାପବିହୀନ। ତୁମ୍ଭେ ବଦଳିବା ପାଇଁ ନାରାଜ। ସେଥିପାଇଁ ତୁମ୍ଭେ ନିଜର ଦଣ୍ଡକୁ ଅଧିକରୁ ଅଧିକ ବଢ଼ାଉଛ। ଯେଉଁ ଦିନ ପରମେଶ୍ବର ନିଜର କୋରଧ ଦଖାଇବେେ, ସହେି ଦିନ ତୁମ୍ଭେ ସହେି ଦଣ୍ଡ ପାଇବ। ସହେି ଦିନ ଲୋକେ ପରମେଶ୍ବରଙ୍କର ଠିକ୍ ନ୍ଯାୟବିଚ଼ାର ଦେଖିବେ।

ରୋମୀୟଙ୍କ ପ୍ରତି ପତ୍ର 15:10

ଶାସ୍ତ୍ର ଏ ଭଳି ମଧ୍ଯ କୁ ହେ,

ଏଫିସୀୟଙ୍କ ପ୍ରତି ପତ୍ର 2:17

ଖ୍ରୀଷ୍ଟ କ୍ରୁଶ ରେ ଆପଣା ମୃତ୍ଯୁ ଦ୍ବାରା ଏହା ସାଧନ କଲେ। ତୁମ୍ଭମାନେେ ଦୂର ରେ ଥିଲ ଯେ, ଖ୍ରୀଷ୍ଟ ଆସି ତୁମ୍ଭମାନଙ୍କ ନିକଟରେ ଶାନ୍ତି ପ୍ରଚାର କଲେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 15:3

ସମାନେେ ପରମେଶ୍ବରଙ୍କର ସବେକ ମାଶାଙ୍କେର ଓ ମଷେଶାବକଙ୍କର ଗୀତ ବୋଲୁଥିଲେ :

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 16:5

ତା'ପରେ ମୁଁ ଜଳ ସମୂହର ଅଧିକାରୀ ଦୂତଙ୍କୁ ପରମେଶ୍ବରଙ୍କୁ କହିବାର ଶୁଣିଲି :

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 19:1

ତା'ପରେ ମୁଁ ସ୍ବର୍ଗ ରେ ଅନକେ ଲୋକମାନଙ୍କର ସ୍ବର ଭଳି ଏକ ସ୍ବର ଶୁଣିଲି। ସମାନେେ କହୁଥିଲେ :

Interlinear

Choose Theme