Home Bibles ☰ Books ଗୀତସଂହିତା 67:2 · ଓଡ଼ିଆ ବାଇବେଲ
ଗୀତସଂହିତା 67:2 · ଓଡ଼ିଆ ବାଇବେଲ

ତା'ପରେ ପୃଥିବୀର ଲୋକେ ତୁମ୍ଭ୍ ବିଷଯରେ ଜାଣିବେ ଏବଂ ସମସ୍ତ ଜାତିଗଣ ତୁମ୍ଭର ଲୋକମାନଙ୍କୁ ରକ୍ଷା କରିବାର ତୁମ୍ଭର ଶକ୍ତିର କ୍ଷମତା ଜାଣିବେ।

Cross references

ଏଷ୍ଟର ବିବରଣ 8:15

ଏହାପରେ ମର୍ଦ୍ଦଖଯ ନୀଳ ଓ ଶୁକ୍ଲବର୍ଣ୍ଣ ରାଜକୀଯ ବସ୍ତ୍ର ପିନ୍ଧି ମସ୍ତକରେ ସୁବର୍ଣ୍ଣମଯ ବୃହତ ମୁକୁଟ ଦଇେ ସରୁ ଓ ଏକ ସୁକ୍ଷ୍ମ ନାଇଲନ୍ ଓଢଣୀ ଓ ବାଇଗଣୀ ରଂଗର ବସ୍ତ୍ର ପିନ୍ଧି ରାଜାଙ୍କ ଛାମୁରୁ ବାହାରି ଗଲା ତହିଁରେ ଶୂଶନ ରାଜଧାନୀ ଆନନ୍ଦ ଓ ହର୍ଷନାଦ ରେ ପରିପୂର୍ଣ୍ଣ ହେଲା।

ଗୀତସଂହିତା 4:7

ହେ ସଦାପ୍ରଭୁ, ତୁମ୍ଭେ ମାେତେ ବହୁ ଭାବରେ ଅତି ଆନନ୍ଦ ପ୍ରଦାନ କରି ସୁଖୀ କରିଛ। ମୁଁ ବର୍ତ୍ତମାନ ବହୁତ ଖୁସି। ଫସଲ ଅମଳ ସମୟଠାରୁ। ଯେତବେେଳେ ଆମ୍ଭେ ଶସ୍ଯ ଅମଳ କରୁ, ଦ୍ରାକ୍ଷାରସ ଉତ୍ପାଦନ କରୁ ସେତବେେଳେ ଆମ୍ଭେ ଆନନ୍ଦରେ ଏହାକୁ ପର୍ବ ଭାବରେ ପାଳନ କରୁ।

ଗୀତସଂହିତା 41:5

ମାରେ ଶତ୍ରୁମାନେ ମାେ ବିଷଯରେ ଖରାପ କଥା କହନ୍ତି। ସମାନେେ କୁହନ୍ତି, ସେ କବେେ ମରିବ ଓ ତାହାର ନାମ ସଂପୂର୍ଣ୍ଣରୂପେ ଲୋପ ପାଇବ।

ଗୀତସଂହିତା 43:5

ହେ ମାରେ ପ୍ରାଣ, କାହିଁକି ଏତେ ଦୁଃଖିତ। ମୁଁ କାହିଁକି ଏତେ ଅଧୀର ହେଉଛି। ମୁଁ ପରମେଶ୍ବରଙ୍କ ସାହାୟ୍ଯ ପାଇଁ ଅପେକ୍ଷା କରିବି। ତାଙ୍କୁ ପ୍ରଶଂସା କରିବା ପାଇଁ ମୁଁ ନିଶ୍ଚଯ ସୁଯୋଗ ପାଇବି। ସେ ମାେତେ ରକ୍ଷା କରିବେ।

ଗୀତସଂହିତା 66:1

ହେ ପୃଥିବୀର ସକଳ ବସ୍ତୁ। ପରମେଶ୍ବରଙ୍କ ଉଦ୍ଦେଶ୍ଯରେ ଆନନ୍ଦ ଧ୍ବନି କର!

ଗୀତସଂହିତା 98:2

ତାଙ୍କର ପବିତ୍ର ଦକ୍ଷିଣ ହସ୍ତ ତାଙ୍କୁ ଆଉଥରେ ଗୌରବ ଆଣିଛ।

ଗୀତସଂହିତା 117:2

କାରଣ ପରମେଶ୍ବର ଆମ୍ଭମାନଙ୍କୁ ବହୁତ ପ୍ରମେ କରନ୍ତି !ସେ ଚିରକାଳ ଆମ୍ଭମାନଙ୍କ ପାଇଁ ସତ୍ଯ ରହିବେ। ତୁମ୍ଭମାନେେ ସଦାପ୍ରଭୁଙ୍କର ପ୍ରଶଂସା କର।

ଯିଶାଇୟ 49:6

ପୁଣି ସଦାପ୍ରଭୁ କହିଲେ, ତୁମ୍ଭେ ଯାକୁବର ପରିବାରବର୍ଗକୁ ଉତ୍ଥାପନ କରିବା ପାଇଁ ଓ ଇଶ୍ରାୟେଲ ରକ୍ଷିତ ଲୋକମାନଙ୍କୁ ପୁନର୍ବାର ଆଣିବା ପାଇଁ ଆମ୍ଭର ସବେକ ହବେ ; ଏହା ଅତି କ୍ଷୁଦ୍ର ବିଷଯ ; ତୁମ୍ଭେ ଯେପରି ପୃଥିବୀର ଶଷେ ସୀମା ପର୍ୟ୍ଯନ୍ତ ଆମ୍ଭ କୃତ ପରିତ୍ରାଣ ସ୍ବରୂପ ହବେ, ସେଥିପାଇଁ ଆମ୍ଭେ ତୁମ୍ଭକୁ ଅନ୍ୟ ଦେଶୀଯମାନଙ୍କର ଦୀପ୍ତିସ୍ବରୂପ କରିବା।

ଯିଶାଇୟ 52:10

ସଦାପ୍ରଭୁ ସର୍ବଦେଶୀଯଙ୍କ ସମ୍ମୁଖ ରେ ତାଙ୍କର ପବିତ୍ର ବାହୁ ଅନାବୃତ କରିଛନ୍ତି ଓ ପୃଥିବୀର ପ୍ରେତ୍ୟକକ ତାଙ୍କର ପରିତ୍ରାଣ ଦେଖିବେ।

ଦାନିଏଲ 9:17

ଏଣୁ ବର୍ତ୍ତମାନ ହେ ସଦାପ୍ରଭୁ, ତୁମ୍ଭ ଦାସର ପ୍ରାର୍ଥନା ଗ୍ରହଣ କର। ତୁମ୍ଭର ପବିତ୍ର ସ୍ଥାନକୁ କରୁଣା ସହକା ରେ ଦେଖ। ତୁମ୍ଭର ନିଜର ଖ୍ଯାତି ପାଇଁ ଏହା କର।

ଯିଖରିୟ 8:20

ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, ଭବିଷ୍ଯତ ରେ ଅନକେ ସହର ରେ ବାସ କରୁଥିବା ଲୋକମାନେ ଆସିବେ।

ମାଥିଉଲିଖିତ ସୁସମାଚାର 28:19

ତେଣୁ ଯାଅ ଓ ସବୁ ଦେଶର ଲୋକମାନଙ୍କୁ ମାରେ ଶିଷ୍ଯ କର। ପରମପିତା, ପୁତ୍ର ଓ ପବିତ୍ରଆତ୍ମାଙ୍କ ନାମ ରେ ତୁମ୍ଭମାନେେ ସମାନଙ୍କେୁ ବାପ୍ତିସ୍ମ ଦିଅ।

Interlinear

Choose Theme