ହେ ପରମେଶ୍ବର, ଗୋଷ୍ଠୀଯମାନେ ତୁମ୍ଭର ପ୍ରଶଂସା କରନ୍ତୁ। ସମସ୍ତ ଲୋକମାନେ ତୁମ୍ଭର ପ୍ରଶଂସା କରନ୍ତୁ।
Cross references
ତୁମ୍ଭେ ପୁରୁଷାନୁକ୍ରମେ ବିଖ୍ଯାତ ହବେ। ଲୋକମାନେ ଅନନ୍ତକାଳାବଧି ତୁମ୍ଭକୁ ପ୍ରଶଂସା କରିବେ।
ହେ ପରମେଶ୍ବର, ଗୋଷ୍ଠୀଯମାନେ ତୁମ୍ଭର ପ୍ରଶଂସା କରନ୍ତୁ। ସମସ୍ତ ଗୋଷ୍ଠୀ ତୁମ୍ଭର ପ୍ରଶଂସା କରନ୍ତୁ।
କଷ୍ଟ ପାଉଥିବା ଲୋକମାନଙ୍କୁ ଆଉ ଲଜ୍ଜିତ ହବୋକୁ ଦିଅ ନାହିଁ। ଗରିବ ଏବଂ ଅଭାବୟୁକ୍ତ ତୁମ୍ଭର ନାମକୁ ପ୍ରଶଂସା କରନ୍ତୁ।
ମାେତେ ବଞ୍ଚିବାକୁ ଦିଅ, ୟପରେିକି ମୁଁ ତୁମ୍ଭକୁ ପ୍ରଶଂସା କରିପାରେ। ତୁମ୍ଭର ବ୍ଯବସ୍ଥା ମାରେ ସହାୟ ହେଉ।
ଏହି ଫାନ୍ଦରୁ ମାେତେ ଉଦ୍ଧାର କରିବାରେ ସାହାୟ୍ଯ କର। ୟପରେିକି ମୁଁ ତୁମ୍ଭ ନାମକୁ ଧନ୍ଯବାଦ ଦଇପୋରିବି। ଧାର୍ମିକମାନେ ମାେ ସହିତ ପାଳନ କରିବେ, କାରଣ ତୁମ୍ଭେ ମାରେ ଯତ୍ନ ନଲେ।
ପାତାଳ ତୁମ୍ଭକୁ ଧନ୍ଯବାଦ ଦଇେ ପାରିବ ନାହିଁ। ମୃତ୍ଯୁ ତୁମ୍ଭର ପ୍ରଶଂସାଗାନ କରିପାରିବ ନାହିଁ। ତେଣୁ ମର୍ତ୍ତଗାମୀମାନେ ତୁମ୍ଭର ବିଶ୍ବସ୍ତତା ଘୋଷଣା କରିବନେି।
ପୁଣି ସଦାପ୍ରଭୁ କହିଲେ, ତୁମ୍ଭେ ଯାକୁବର ପରିବାରବର୍ଗକୁ ଉତ୍ଥାପନ କରିବା ପାଇଁ ଓ ଇଶ୍ରାୟେଲ ରକ୍ଷିତ ଲୋକମାନଙ୍କୁ ପୁନର୍ବାର ଆଣିବା ପାଇଁ ଆମ୍ଭର ସବେକ ହବେ ; ଏହା ଅତି କ୍ଷୁଦ୍ର ବିଷଯ ; ତୁମ୍ଭେ ଯେପରି ପୃଥିବୀର ଶଷେ ସୀମା ପର୍ୟ୍ଯନ୍ତ ଆମ୍ଭ କୃତ ପରିତ୍ରାଣ ସ୍ବରୂପ ହବେ, ସେଥିପାଇଁ ଆମ୍ଭେ ତୁମ୍ଭକୁ ଅନ୍ୟ ଦେଶୀଯମାନଙ୍କର ଦୀପ୍ତିସ୍ବରୂପ କରିବା।
ସେଥିପାଇଁ ସଦାପ୍ରଭୁ ତାଙ୍କର ସନ୍ତାନମାନଙ୍କୁ ତ୍ଯାଗ କରିବେ, ଯେପର୍ୟ୍ଯନ୍ତ ସ୍ତ୍ରୀ ଲୋକ ତା'ର ସନ୍ତାନ ପ୍ରସବ ନ କରିଛି। ତାହାପ ରେ ଅବଶିଷ୍ଟ ଭାତୃଗଣ ଇଶ୍ରାୟେଲର ଲୋକଙ୍କ ନିକଟକୁ ଫରେି ଆସିବେ।