Home Bibles ଗୀତସଂହିତା 68:27 · ଓଡ଼ିଆ ବାଇବେଲ
ଗୀତସଂହିତା 68:27 · ଓଡ଼ିଆ ବାଇବେଲ

ସଠାେରେ ଏକ େଛାଟିଆ ଗୋଷ୍ଠୀ ଅଛନ୍ତି। ବିନ୍ଯାମୀନ ସମାନଙ୍କେର ନତେୃତ୍ବ କରୁଛନ୍ତି। ବହୁତ ଭିଡ଼ ଏବଂ ୟିହୂଦାର ଏକ ପ୍ରଦାନ ସଠାେରେ ଅଛନ୍ତି। ଜବଲୁନ୍ ଓ ନପ୍ତାଲିର ନେତାମାନେ ସଠାେରେ ଅଛନ୍ତି।

Cross references

ଆଦି ପୁସ୍ତକ 42:32

ଆମ୍ଭେ ତାଙ୍କୁ କହିଲୁ ଯେ, ଆମ୍ଭେ ବାର ଜଣ ଭାଇ ଅଟୁ। ଆମ୍ଭେ ତାଙ୍କୁ କହିଲୁ, ଆମ୍ଭ ସମସ୍ତଙ୍କର ଗୋଟିଏ ପିତା, ଆମ୍ଭର ଗୋଟେ ଭାଇ ୟିଏ କି ମରିୟାଇଛି ଏବଂ ଆମର ସାନଭାଇ ଯକେି ବର୍ତ୍ତମାନ କିଣାନୀଯ ଦେଶ ରେ ଅଛି।

ଗଣନା ପୁସ୍ତକ 34:21

ବିନ୍ଯାମୀନ ଗୋଷ୍ଠୀବର୍ଗରୁ କିଶଲୋନର ପୁତ୍ର ଇଲୀଦଦ୍।

ବିଚାରକର୍ତାମାନଙ୍କ ବିବରଣ 5:18

ସବୂଲୂନ ମରଣ ପର୍ୟ୍ଯନ୍ତେ ପ୍ରଣାମକାରୀ ଲୋକ ହେଲା। ଉଚ୍ଚସ୍ଥାନ ନଲ୍ଗାଲି କ୍ଷେତ୍ର ରେ ପ୍ରାଣପଣ କଲ।

ବିଚାରକର୍ତାମାନଙ୍କ ବିବରଣ 20:35

ସଦାପ୍ରଭୁ ଇଶ୍ରାୟେଲର ସୈନ୍ଯମାନଙ୍କ ଦ୍ବାରା ବିନ୍ଯାମୀନମାନଙ୍କୁ ପରାସ୍ତ କଲେ। ସହେିଦିନ ଇଶ୍ରାୟେଲର ସୈନ୍ଯମାନେ ସମାନଙ୍କେର 25,100 ୈସନ୍ଯମାନଙ୍କୁ ହତ୍ଯା କଲେ। ସେ ସମସ୍ତ ସୈନ୍ଯମାନେ ମକ୍ସ୍ଟଖ୍ଯତଃ ତାଲିମ ନଇେଥିଲେ ୟକ୍ସ୍ଟଦ୍ଧ ପାଇଁ।

ବିଚାରକର୍ତାମାନଙ୍କ ବିବରଣ 21:6

ଇଶ୍ରାୟେଲର ଲୋକମାନେ ବିନ୍ଯାମୀନର ସଐର୍କୀଯମାନଙ୍କ ପାଇଁ ଦକ୍ସ୍ଟଃଖ କଲେ, ବିନ୍ଯାମୀନର ଲୋକମାନେ କହିଲେ, ଆଜି ଇଶ୍ରାୟେଲ ମଧ୍ଯରକ୍ସ୍ଟ ଗୋଟିଏ ପରିବାରବର୍ଗ ଉଚ୍ଛନ୍ନ ହେଲା।

ପ୍ରଥମ ଶାମୁୟେଲ 9:21

ଶାଉଲ ଉତ୍ତର ଦେଲେ, ମୁ ବିନ୍ଯାମୀନ ବଂଶର ସଦସ୍ଯ ଅଟେ। ଏହା ଇଶ୍ରାୟେଲର ଏକ େଛାଟ ପରିବାରବର୍ଗ। ଆପଣ କହିଁକି କହକ୍ସ୍ଟଛନ୍ତି ଇଶ୍ରାୟେଲୀୟମାନେ ମାେତେ ଗ୍ଭହାଁନ୍ତି?

ଦିତୀୟ ଶାମୁୟେଲ 3:19

ଅବନର ଏହିସବୁ କଥାଗକ୍ସ୍ଟଡିକ ଦାଉଦଙ୍କକ୍ସ୍ଟ ହିବ୍ରୋଣଠା ରେ କହିଲେ। ଏବଂ ବିନ୍ଯାମୀନ ବଂଶଧରକକ୍ସ୍ଟ କହିଲେ। ଅବନରଙ୍କର ଏହିକଥା ଇଶ୍ରାୟେଲର ଲୋକମାନଙ୍କୁ ଓ ବିନ୍ଯାମୀନ ପରିବାରବର୍ଗ ଲୋକମାନଙ୍କୁ ଶୁଣିବାକୁ ଭଲ ଲାଗିଲା।

ପ୍ରଥମ ବଂଶାବଳୀ 12:16

ସହେି ଦୁର୍ଗ ରେ ବିନ୍ଯାମୀନ ଓ ଯିହୁଦା ଗୋଷ୍ଠୀର ଲୋକମାନେ ମଧ୍ଯ ଆସି ଦାଉଦଙ୍କ ସହିତ ୟୋଗ ଦେଲେ।

ପ୍ରଥମ ବଂଶାବଳୀ 12:29

ବିନ୍ଯାମୀନ ଗୋଷ୍ଠୀରୁ 3,000 ଲୋକ ଥିଲେ। ସମାନେେ ଶାଉଲଙ୍କ ଆତ୍ମୀଯ ଥିଲେ। ସହେି ପର୍ୟ୍ଯନ୍ତ ସମାନଙ୍କେ ମଧ୍ଯରୁ ଅଧିକାଂଶ ଶାଉଲଙ୍କ ପରିବାର ପ୍ରତି ବିଶ୍ବସ୍ତ ଥିଲେ।

ପ୍ରଥମ ବଂଶାବଳୀ 15:3

ଲବେୀୟମାନେ ନିଯମସିନ୍ଦୁକକୁ ଦାଉଦଙ୍କ ଦ୍ବାରା ପ୍ରସ୍ତୁତ ସ୍ଥାନକୁ ବହିନବୋ ସମୟରେ ଇଶ୍ରାୟେଲର ସମସ୍ତ ଲୋକଙ୍କୁ ୟିରୁଶାଲମ ରେ ଏକତ୍ରୀତ ହବୋ ନିମନ୍ତେ ଦାଉଦ କହିଲେ।

ପ୍ରଥମ ବଂଶାବଳୀ 27:12

ଅବୀଯଷେର ନମମ ସନୋଧ୍ଯକ୍ଷ ଥିଲେ। ଅବୀଯଷେର ନବମ ମାସର ସନୋଧ୍ଯକ୍ଷ ଥିଲେ। ଅବୀଯଷେର୍ ଅନାଥୋଥ୍ ସହରରୁ ଆସିଥିଲେ। ଅବୀଯଷେର ବିନ୍ଯାମୀନ ଗୋଷ୍ଠୀରୁ ଆସିଥିଲେ ଅବୀଯଷେରଙ୍କ ଦଳ ରେ 24,000 ଲୋକ ଥିଲେ।

ଗୀତସଂହିତା 26:12

ମୁଁ ସମସ୍ତ ବିପଦରୁ ରକ୍ଷା ପାଇଅଛି। ମୁଁ ସହେି ସଭାକକ୍ଷର ଲୋକମାନଙ୍କ ସହିତ ସ୍ବର ମିଳାଇ ତୁମ୍ଭର ପ୍ରଶଂସା କରିବି।

ଗୀତସଂହିତା 47:9

ସହେି ଲୋକମାନେ ପରସ୍ପର ସହିତ ମିଳିତ ହୁଅନ୍ତି ଓ ସମାନେେ ଅବ୍ରହାମର ପରମେଶ୍ବରଙ୍କ ରାଜ୍ଯର ଲୋକମାନଙ୍କ ସହିତ ମିଶନ୍ତି। ସହେିସବୁ ନେତାମାନେ ପରମେଶ୍ବରଙ୍କ ଆଶ୍ରିତ। ପରମେଶ୍ବର ସମାନଙ୍କେ ଉର୍ଦ୍ଧ୍ବରେ ଅଟନ୍ତି।

ଗୀତସଂହିତା 60:7

ଗିଲିଯଦ ଓ ମନଃଶି ମାରେ ହବେେ। ଇଫ୍ରଯିମ ମାରେ ଶିରସ୍ତ୍ରାଣ ହବେ। ଯିହୁଦା ମାରେ ରାଜଦଣ୍ଡ ହବେ।

ଯିଶାଇୟ 11:13

ସେ ସମୟରେ ଇଫ୍ରଯିମ ଯିହୁଦାକୁ ଈର୍ଷା କରିବ ନାହିଁ। ଯିହୁଦାର କହେି ଶତ୍ରୁ ରହିବେ ନାହିଁ। ଯିହୁଦା ଇଫ୍ରଯିମକୁ କଷ୍ଟ ଦବେ ନାହିଁ।

ଯିଶାଇୟ 48:1

ସଦାପ୍ରଭୁ କୁହନ୍ତି, ହେ ଯାକୁବର ପରିବାର, ଯିହୁଦାର କଟିରୁ ଜନ୍ମ, ଇଶ୍ରାୟେଲ ପରି ଖ୍ଯାତ, ଦୟାକରି ମାେ କଥା ଶୁଣ। ତୁମ୍ଭମାନେେ ସଦାପ୍ରଭୁଙ୍କ ନାମ ରେ ଶପଥ କରୁଅଛ ଓ ଇଶ୍ରାୟେଲ ପରମେଶ୍ବରଙ୍କ ପ୍ରଶଂସା ଗାନ କରୁଅଛ। କିନ୍ତୁ ତୁମ୍ଭମାନେେ ଏହି କାର୍ୟ୍ଯ ସତ୍ଯ ଓ ଧାର୍ମିକତା ରେ କରୁ ନାହିଁ।'

ଯିହିଜିକଲ 37:19

ସେତବେେଳେ ତୁମ୍ଭେ ସମାନଙ୍କେୁ କୁହ, ସଦାପ୍ରଭୁ ମାରେ ପ୍ରଭୁ ଏହି କଥା କହନ୍ତି, 'ଇଫ୍ରଯିମର ହସ୍ତ ରେ ଥିବାର ଯୋଷଫେର ଆଶାବାଡ଼ି ପୁଣି ତାଙ୍କର ସଖା ଇଶ୍ରାୟେଲୀୟ ଗୋଷ୍ଠୀସମୂହକୁ ଆମ୍ଭେ ନବୋ, ଆଉ ଆମ୍ଭେ ସମାନଙ୍କେୁ ତାହା ସଙ୍ଗେ ଅର୍ଥାତ୍ ଯିହୁଦାର ଆଶାବାଡ଼ି ସଙ୍ଗେ ଯୋଡ଼ି ସମାନଙ୍କେୁ ଏକ କରିବା। ତହିଁରେ ସମାନେେ ଆମ୍ଭ ହସ୍ତ ରେ ଏକ ଆଶାବାଡ଼ି ହବେେ।'

Interlinear

Choose Theme