Home Bibles ଗୀତସଂହିତା 68:6 · ଓଡ଼ିଆ ବାଇବେଲ
ଗୀତସଂହିତା 68:6 · ଓଡ଼ିଆ ବାଇବେଲ

ୟିଏ ପରିବାରରେ ଏକାକୀ ଥାଏ, ପରମେଶ୍ବର ଲୋକ ପଠାନ୍ତି, ଏପରିକି ଏକାକୀ ଲୋକଙ୍କୁ ପରମେଶ୍ବର ଆନନ୍ଦ ଦିଅନ୍ତି ଓ ବନ୍ଦୀମାନଙ୍କୁ ବନ୍ଧନରୁ ମୁକ୍ତ କରନ୍ତି। କିନ୍ତୁ ୟିଏ ପରମେଶ୍ବରଙ୍କର ବି ରୋଧ ହୁଏ, ସମାନଙ୍କେୁ ଶୁଷ୍କ ଭୂମିରେ ରହିବାକୁ ପଡ଼େ।

Cross references

ଦିତୀୟ ବିବରଣ 10:18

ସେ ପିତୃହୀନ ଓ ବିଧିବାର ବିଗ୍ଭର ନିଷ୍ପତ୍ତି କରନ୍ତି ଓ ବିଦେଶୀକ ଅନ୍ନବସ୍ତ୍ର ଦଇେ ପ୍ ରମେ କରନ୍ତି।

ଦିତୀୟ ବିବରଣ 28:23

ଆକାଶ ପିତ୍ତଳ ପରି ଦଖାୟିବେ ଏବଂ ଭୂମି ଲକ୍ସ୍ଟହାପରି ଦଖାୟିବେ।

ପ୍ରଥମ ଶାମୁୟେଲ 2:5

ଯେଉଁମାନେ, ବେଶି ଖାଦ୍ୟ ଖାଉଥିଲେ, ବର୍ତ୍ତମାନ ନିଶ୍ଚଯ କଠିନ ପରିଶ୍ରମ କରିବେ। ଖାଦ୍ୟ ଅଭାବରକ୍ସ୍ଟ ଯେଉଁମାନେ କ୍ଷକ୍ସ୍ଟଧାର୍ତ୍ତ ଥିଲେ, ସମାନେେ ଖାଦ୍ୟ ପାଇ ଅଛନ୍ତି। ବନ୍ଧ୍ଯା ସଲ୍ଗ ସନ୍ତାନ ପ୍ରସବ କରିଅଛି ଓ ସ୍ତ୍ରୀ ଲୋକଟି ଯାହାର ବହକ୍ସ୍ଟତ ସନ୍ତାନ ଥିଲା ସେ ଦକ୍ସ୍ଟଃଖିତା ହାଇେଅଛି।

ଗୀତସଂହିତା 10:14

ହେ ସଦାପ୍ରଭୁ, ନିଶ୍ଚଯ ତୁମ୍ଭେ ସହେି ନଷ୍ଠୁର ଲୋକମାନଙ୍କ କାର୍ୟ୍ଯ ଦେଖୁଅଛ। ଥରେ ସହେି ମନ୍ଦକାର୍ୟ୍ଯକୁ ଚାହଁ, ଓ କିଛି କର। ଯେଉଁମାନେ ବିପଦରେ ପଡ଼ନ୍ତି, ନିଶ୍ଚଯ ତୁମ୍ଭ ନିକଟକୁ ସାହାୟ୍ଯ ପାଇଁ ଆସନ୍ତି। ହେ ସଦାପ୍ରଭୁ ତୁମ୍ଭେ ହେଉଛ ଏକମାତ୍ର, ୟିଏକି ସହେି ପିତୃହୀନ ମାନଙ୍କୁ ସାହାୟ୍ଯ କରିପାର।

ଗୀତସଂହିତା 69:33

ସଦାପ୍ରଭୁ ଅସହାୟମାନଙ୍କର ଗୁହାରି ଶୁଣନ୍ତି। ସେ ତାଙ୍କର ବନ୍ଦୀଥିବା ଲୋକମାନଙ୍କୁ ଘୃଣା କରନ୍ତି ନାହିଁ।

ଗୀତସଂହିତା 107:10

ପରମେଶ୍ବରଙ୍କର କିଛି ଲୋକ ଦୁଃଖ ଓ ଲୌହ ଶୃଙ୍ଖଳରେ ବନ୍ଧାହାଇେ ଅନ୍ଧକାରରେ ଥିଲେ।

ଗୀତସଂହିତା 107:14

ପରମେଶ୍ବର ସମାନଙ୍କେୁ ଅନ୍ଧକାର ଓ ମୃତ୍ଯୁ ଛାଯାରୁ ସମାନଙ୍କେୁ ବାହାର କରି ଆଣିଲେ ଓ ସମାନଙ୍କେ ବନ୍ଧନ ଛଦନେ କଲେ।

ଗୀତସଂହିତା 107:34

ପରମେଶ୍ବର ଉର୍ବର ଜମିକୁ ଲବଣାକ୍ତ ଭୂମିରେ ବଦଳାଇ ପାରନ୍ତି। କାରଣ ଦେଶର ଅଧର୍ମୀ ଲୋକମାନେ ସଠାେରେ ବାସ କରନ୍ତି।

ଗୀତସଂହିତା 107:40

ପରମେଶ୍ବର ସମାନଙ୍କେର ଅଧିପତିମାନଙ୍କୁ ଅପମାନିତ ଓ ବିଚଳିତ କରିଥିଲେ, ଯେଉଁମାନେ ତାଙ୍କୁ ଅତ୍ଯାଚାର କରିଥିଲେ। ପୁଣି ସମାନଙ୍କେୁ ପଥହୀନ ମରୁଭୂମିରେ ଭ୍ରମଣ କରାଇଥିଲେ।

ଗୀତସଂହିତା 113:9

ଜଣେ ସ୍ତ୍ରୀ ବନ୍ଧ୍ଯା ହାଇପୋରେ । କିନ୍ତୁ ପରମେଶ୍ବର ତା' କୋଳରେ ସନ୍ତାନ ଦଇେ ତାକୁ ଖୁସି କରାନ୍ତି। ସଦାପ୍ରଭୁଙ୍କର ପ୍ରଶଂସା କର !

ଗୀତସଂହିତା 146:7

ସଦାପ୍ରଭୁ ଉପଦ୍ରବ ଗ୍ରସ୍ତ ଲୋକ ପକ୍ଷରେ ୟାହା ନ୍ଯାଯ ତାହା କରନ୍ତି। ସେ କ୍ଷୁଧାର୍ତ୍ତମାନଙ୍କୁ ଖାଦ୍ୟ ଦିଅନ୍ତି। ସଦାପ୍ରଭୁ ବନ୍ଦୀଗଣଙ୍କୁ ମୁକ୍ତ କରନ୍ତି।

ହିତୋପଦେଶ 23:11

କାରଣ ସମାନଙ୍କେ ମୁକ୍ତିକର୍ତ୍ତା ବଳବାନ୍। ସେ ତୁମ୍ଭ ସହିତ ସମାନଙ୍କେ ବିବାଦର ପ୍ରତିବାଦ କରିବେ।

ଯିଶାଇୟ 61:1

ସଦାପ୍ରଭୁଙ୍କର ସବେକ କୁହନ୍ତି, ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମାଠାେ ରେ ଅଧିଷ୍ଠାନ କରନ୍ତି, କାରଣ ନମ୍ର ଲୋକମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ପାଇଁ ସଦାପ୍ରଭୁ ମାେତେ ଅଭିଷିକ୍ତ କରିଅଛନ୍ତି। ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ ବନ୍ଦୀ ଲୋକମାନଙ୍କୁ ମୁକ୍ତି ଦବୋକୁ ଓ ନିର୍ବାସିତ ଲୋକମାନଙ୍କୁ କାରାମୁକ୍ତ କରିବାକୁ ପ୍ରଚାର କରିବା ନିମନ୍ତେ ମାେତେ ପ୍ ରରଣେ କରିଛନ୍ତି।

ହୋଶେୟ 2:3

ଯଦି ସେ ତା'ର ବ୍ଯଭିଗ୍ଭରିତା ବନ୍ଦ ନକରେ, ତବେେ ଆମ୍ଭେ ତାକୁ ଉଲଗ୍ନ କରିବା, ସେ ଯେପରି ଜନ୍ମ ହେଲା ସମୟରେ ନମ୍ର ଥିଲା। ଆମ୍ଭେ ତା'ର ସମସ୍ତ ଲୋକମାନଙ୍କୁ ନଇୟିବୋ ଏବଂ ସେ ମରୁଭୂମି ପରି ଶୂନ୍ଯ ହାଇଯେିବ। ଆମ୍ଭେ ତାକୁ ଶୋଷ ରେ ମାରିବା।

ମଲାଖୀ 1:3

ଆମ୍ଭେ ଏଷୌକୁ ଘୃଣା କଲୁ। ଆମ୍ଭେ ଏଷୌର ପର୍ବତଗୁଡିକୁ ଧ୍ବଂସ କଲୁ। ଏଷୌର ମାତୃଭୂମି ଧ୍ବଂସ ପାଇଲା ଏବଂ ସଠାେ ରେ କବଳେ ଶୃଗାଳ ବାସ କରିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 12:6

ହରେୋଦ ଯେଉଁଦିନ ପିତରଙ୍କୁ ବିଚ଼ାର ପାଇଁ ବାହାରକୁ ଆଣିବା ନିମନ୍ତେ ଯୋଜନା କରିଥିଲେ, ତା'ପୂର୍ବ ରାତ୍ରି ରେ ପିତର ଦୁଇଟି ଶିକୁଳି ରେ ବନ୍ଧା ହାଇେ ଦୁଇଜଣ ସୈନିକଙ୍କ ମଝି ରେ ଶୋଇଥିଲେ। ବହୁତ ଜଗୁଆଳୀମାନେ ଫାଟକ ପାଖ ରେ ରହି କାରାଗାରକୁ ଜଗି ରହିଥିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 16:26

ହଠାତ୍ ଖୁବ୍ ଜାରେ ରେ ଭୂମିକମ୍ପ ହେଲା। ଏହାଦ୍ବାରା କାରାଗାରର ମୂଳଦୁଆ ଟଳମଳ ହେଲା। ଦେଖୁ ଦେଖୁ ସବୁ ଦ୍ବାର ଖାଲିଗେଲା ଓ ସମସ୍ତ ବନ୍ଦୀଙ୍କର ଶିକୁଳି ଖାଲିଗେଲା।

Interlinear

Choose Theme