Home Bibles ଗୀତସଂହିତା 69:29 · ଓଡ଼ିଆ ବାଇବେଲ
ଗୀତସଂହିତା 69:29 · ଓଡ଼ିଆ ବାଇବେଲ

ମୁଁ ଦୁଃଖୀ ଓ ଶାେକାକୁଳ ଅଟେ। ହେ ପରମେଶ୍ବର, ମାେତେ ଉଦ୍ଧାର କର। ମାେତେ ରକ୍ଷା କର।

Cross references

ଯାତ୍ରା ପୁସ୍ତକ 32:33

କିନ୍ତୁ ସଦାପ୍ରଭୁ ମାଶାଙ୍କେୁ କହିଲେ, ଯେଉଁମାନେ ମାେ ବିରୁଦ୍ଧ ରେ ପାପ କରିଅଛନ୍ତି, ମୁଁ ମାରେ ଜୀବନ୍ତ ପୁସ୍ତକରୁ ତା'ର ନାମ କାଟି ଦବେି।

ଗୀତସଂହିତା 18:48

ହେ ସଦାପ୍ରଭୁ, ତୁମ୍ଭେ ମାେତେ ଶତ୍ରୁମାନଙ୍କ କବଳରୁ ରକ୍ଷା କରିଅଛ। ଯେଉଁମାନେ ମାେ ବିରୁଦ୍ଧରେ ଲାଗିଥିଲେ ତାଙ୍କୁ ପରାସ୍ତ କରି ମାେତେ ସାହାୟ୍ଯ କରିଛ। ତୁମ୍ଭେ ନିଷ୍ଠୁର ଲୋକମାନଙ୍କ କବଳରୁ ମାେତେ ବଞ୍ଚାଇଛ।

ଗୀତସଂହିତା 20:1

ତୁମ୍ଭେ ଯେତବେେଳେ ବିପଦରେ ପଡ଼ିଥାଅ, ସହେି ସଦାପଭ୍ରୁ ତୁମ୍ଭର ଡ଼ାକ ଶୁଣି ତୁମ୍ଭକୁ ସାହାୟ୍ଯ କରିବାକୁ ଆଗଇେ ଆସନ୍ତୁ। ୟାକୁବଙ୍କର ପରମେଶ୍ବର ତୁମ୍ଭକୁ ରକ୍ଷା କରନ୍ତୁ।

ଗୀତସଂହିତା 22:27

ଦୂର ଦୂରାନ୍ତ ଦେଶର ଲୋକମାନେ ସଦାପ୍ରଭୁଙ୍କୁ ସ୍ମରଣ ରଖି ତାଙ୍କ ନିକଟକୁ ଆସନ୍ତୁ। ବିଦେଶର ଲୋକମାନେ ତାଙ୍କୁ ପ୍ରଣାମ କରନ୍ତୁ।

ଗୀତସଂହିତା 40:17

ହେ ସଦାପ୍ରଭୁ, ମୁଁ ଜଣେ ଗରିବ ଓ ଅସହାୟ ଲୋକ ଅଟେ। ହେ ମାରେ ପରମେଶ୍ବର ଆଉ ବିଳମ୍ବ କର ନାହିଁ। ମାେତେ ସାହାୟ୍ଯ କର ଓ ମାେତେ ଉଦ୍ଧାର କର।

ଗୀତସଂହିତା 59:1

ହେ ପରମେଶ୍ବର, ମାରେ ଶତ୍ରୁଗଣଠାରୁ ମାେତେ ଉଦ୍ଧାର କର। ଆକ୍ରମଣ କରିବାକୁ ଆସିଥିବା ଲୋକମାନଙ୍କଠାରୁ ମାେତେ ରକ୍ଷା କର।

ଗୀତସଂହିତା 70:5

ମୁଁ ଏକ ନିଃସହାୟ ଲୋକ। ହେ ପରମେଶ୍ବର, ଶୀଘ୍ର ମାେତେ ଉଦ୍ଧାର କର ! ହେ ପରମେଶ୍ବର !ତୁମ୍ଭେ ହିଁ କବଳେ ମାରେ ସହାୟ ଓ ରକ୍ଷା କର। ସଦାପ୍ରଭୁ ବିଳମ୍ବ କର ନାହିଁ।

ଗୀତସଂହିତା 89:26

ସେ ଆମ୍ଭକୁ କହିବ, 'ତୁମ୍ଭେ ମାରେ ପିତା। ତୁମ୍ଭେ ମାରେ ପରମେଶ୍ବର, ମାରେ ଦୃଢ଼ ସୁରକ୍ଷାର ସ୍ଥାନ ଓ ମାରେ ତ୍ରାଣକର୍ତ୍ତା।'

ଗୀତସଂହିତା 91:14

ସଦାପ୍ରଭୁ କହନ୍ତି, ୟଦି କୌଣସି ଲୋକ ଆମ୍ଭଙ୍କୁ ପ୍ରମେ କରେ ଆମ୍ଭେ ତାଙ୍କୁ ରକ୍ଷା କରିବା ଓ ଯେଉଁମାନେ ଆମ୍ଭଙ୍କୁ ପ୍ରକୃତରେ ଜାଣନ୍ତି, ସମାନଙ୍କେୁ ଆମ୍ଭେ ଉଚ୍ଚରେ ରଖିବା।

ଗୀତସଂହିତା 109:22

ମୁଁ ଏକମାତ୍ର ଦିନହୀନ ଓ ଅସହାୟ ବ୍ଯକ୍ତି ଅଟେ। ମୁଁ ବାସ୍ତବରେ ଦୁଃଖିତ। ମାରେ ହୃଦଯ ଭାଙ୍ଗିପଡ଼ିଛି।

ଗୀତସଂହିତା 109:31

କାରଣ ସଦାପ୍ରଭୁ ନିଃସହାୟ ଲୋକମାନଙ୍କ ସପକ୍ଷରେ ଠିଆ ହୁଅନ୍ତି ଏବଂ ପରମେଶ୍ବର ସମାନଙ୍କେୁ ଅନ୍ୟମାନଙ୍କଠାରୁ ରକ୍ଷା କରନ୍ତି। ଯେଉଁମାନେ ତାଙ୍କୁ ନିନ୍ଦା କରନ୍ତି।

ଯିଶାଇୟ 53:2

କାରଣ ସେ ତାହାଙ୍କ ଦୃଷ୍ଟି ରେ ଚାରା ତୁଲ୍ଯ ଓ ଶୁଷ୍କ ଭୂମିରେ ଉତ୍ପନ୍ନ ମୂଳତୁଲ୍ଯ ବଢ଼ିଲେ। ତାଙ୍କର ଐଶ୍ଚର୍ୟ୍ଯ କି ରୂପ, ଯାହାକୁ ଆମ୍ଭେ ଦେଖି ପାରିବା, ତାଙ୍କର ସୌନ୍ଦର୍ୟ୍ଯ ନାହିଁ, ଯାହା ଆମ୍ଭକୁ ଆକର୍ଷଣ କରିବ।

ଯିରିମିୟ 17:13

ହେ ଇଶ୍ରାୟେଲର ଆଶା ଭରସା ସଦାପ୍ରଭୁ, ଯେଉଁମାନେ ତୁମ୍ଭକୁ ପରିତ୍ଯାଗ କରନ୍ତି, ସେ ସମସ୍ତେ ଲଜ୍ଜିତ ହବେେ। ଯେଉଁମାନେ ମାେ ନିକଟରୁ ପ୍ରସ୍ଥାନ କରନ୍ତି, ସମାନଙ୍କେର ନାମ ଧୂଳି ରେ ଲିଖିତ ହବେ, କାରଣ ସମାନେେ ଅମୃତ ଜଳର ନିର୍ଝର ସ୍ବରୂପ ସଦାପ୍ରଭୁଙ୍କୁ ତ୍ଯାଗ କରିଅଛନ୍ତି।

ମାଥିଉଲିଖିତ ସୁସମାଚାର 8:20

ଯୀଶୁ ତାହାଙ୍କୁ କହିଲେ, କୋକିଶିଆଳିର ଗାତ ଅଛି ଓ ଆକାଶର ପକ୍ଷୀମାନଙ୍କର ବସା ଅଛି। କିନ୍ତୁ ମନୁଷ୍ଯପୁତ୍ରଙ୍କ ପାଇଁ ମୁଣ୍ଡ ଗୁଞ୍ଜିବାକୁ ଜାଗା ଟିକିଏ ନାହିଁ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 8:9

ତୁମ୍ଭମାନେେ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ ସହିତ ପରିଚିତ। ତୁମ୍ଭମାନେେ ଜାଣ ଯେ, ଖ୍ରୀଷ୍ଟ ଈଶ୍ବରଙ୍କଠା ରେ ଧନୀ ହାଇେଥିଲେ ମଧ୍ଯ, ତୁମ୍ଭମାନଙ୍କ ପାଇଁ ସେ ଗରିବ ହେଲେ। ତାହାଙ୍କର ଗରିବ ହବୋ ଦ୍ବାରା ତୁମ୍ଭମାନେେ ଯେପରି ଧନୀ ହୁଅ, ସେଥିପାଇଁ ଯୀଶୁଖ୍ରୀଷ୍ଟ ଏପରି କଲେ।

ଏଫିସୀୟଙ୍କ ପ୍ରତି ପତ୍ର 1:21

ପରମେଶ୍ବର ଖ୍ରୀଷ୍ଟଙ୍କୁ ସମସ୍ତ ଶାସକ, ଅଧିକାରୀ, ଶକ୍ତି ଓ ରାଜାମାନଙ୍କଠାରୁ ଅଧିକ ମହତ୍ବପୂର୍ଣ୍ଣ ପଦ ଦଇେଅଛନ୍ତି। ଏହି ସଂସାର କି ପରବର୍ତ୍ତୀ ସଂସାର ରେ ଥିବା ଯେ କୌଣସି କ୍ଷମତା ପୂର୍ଣ୍ଣ ଶକ୍ତି ଅପେକ୍ଷା ଖ୍ରୀଷ୍ଟଙ୍କର ଶକ୍ତି ଅତି ଅଧିକ ଅଟେ।

ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 2:9

ଖ୍ରୀଷ୍ଟ ପରମେଶ୍ବରଙ୍କ ବାଧ୍ଯ ହେଲେ, ତେଣୁ ପରମେଶ୍ବର ଖ୍ରୀଷ୍ଟଙ୍କୁ ଅତି ଉନ୍ନତ କଲେ। ପରମେଶ୍ବର ଖ୍ରୀଷ୍ଟଙ୍କ ନାମକୁ ଅନ୍ୟ ସମସ୍ତଙ୍କ ନାମ ଅପେକ୍ଷା ମହାନ କଲେ।

Interlinear

Choose Theme