Home Bibles ଗୀତସଂହିତା 69:30 · ଓଡ଼ିଆ ବାଇବେଲ
ଗୀତସଂହିତା 69:30 · ଓଡ଼ିଆ ବାଇବେଲ

ମୁଁ ଗୀତରେ ପରମେଶ୍ବରଙ୍କ ନାମର ପ୍ରଶଂସା ଗାନ କରିବି ଓ ଧନ୍ଯବାଦ ସହ ତାଙ୍କର ଗୌରବ ଗାନ କରିବି।

Cross references

ଗୀତସଂହିତା 28:7

ସଦାପ୍ରଭୁ ହିଁ ମାରେ ବଳ। ସେ ମାରେ ଢ଼ାଲ ସଦୃଶ। ମୁଁ ତାଙ୍କଠାରେ ବିଶ୍ବାସ କରେ କାରଣ ସେ ମାେତେ ରକ୍ଷା କଲେ। ମୁଁ ଅତି ଖୁସି। ମୁଁ ଆଜି ପ୍ରଶଂସାର ଗୀତ ଗାଇବି।

ଗୀତସଂହିତା 34:3

ମାେ ସହିତ ପରମେଶ୍ବରଙ୍କ ମାହାତ୍ମ୍ଯ ପ୍ରକାଶ କର। ତାଙ୍କ ନାମର ମହିମା କୀର୍ତ୍ତନ କର।

ଗୀତସଂହିତା 40:1

ମୁଁ ସଦାପ୍ରଭୁଙ୍କୁ ଡ଼ାକିଲି, ସେ ମାରେ ଡ଼ାକ ଓ କ୍ରନ୍ଦନ ଧ୍ବନି ଶୁଣିଲେ।

ଗୀତସଂହିତା 50:14

ସର୍ବୋପରିସ୍ଥ ପରମେଶ୍ବରଙ୍କଠାରେ ତୁମ୍ଭେ ୟାହା ପ୍ରତିଜ୍ଞା କଲ, ତାଙ୍କୁ ଦିଅ। ତୁମ୍ଭର ବଳି ଉତ୍ସର୍ଗ କର।

ଗୀତସଂହିତା 118:21

ହେ ସଦାପ୍ରଭୁ, ତୁମ୍ଭେ ମାରେ ପ୍ରାର୍ଥନାର ଉତ୍ତର ଦଇେଥିବାରୁ ମୁଁ ତୁମ୍ଭକୁ ଧନ୍ଯବାଦ ଦେଉଛି। ମାେତେ ପରିତ୍ରାଣ କରିଥିବାରୁ ତୁମ୍ଭଙ୍କୁ ଧନ୍ଯବାଦ।

ଗୀତସଂହିତା 118:28

ହେ ସଦାପ୍ରଭୁ, ତୁମ୍ଭେ ମାରେ ପରମେଶ୍ବର, ମୁଁ ତୁମ୍ଭ ନାମର ଧନ୍ଯବାଦ କରୁଛି। ମୁଁ ତୁମ୍ଭକୁ ପ୍ରଶଂସା କରୁଛି।

Interlinear

Choose Theme