Home Bibles ☰ Books ଗୀତସଂହିତା 70:3 · ଓଡ଼ିଆ ବାଇବେଲ
ଗୀତସଂହିତା 70:3 · ଓଡ଼ିଆ ବାଇବେଲ

ଲୋକମାନେ ମାେତେ ପରିହାସ କରନ୍ତି। ସମାନେେ ସମାନଙ୍କେର ଲଜ୍ଜାର କାରଣ ପାଇଁ ଆସିପାରନ୍ତି।

Cross references

ଗୀତସଂହିତା 35:21

ମାରେ ଶତ୍ରୁମାନେ ମାେ ବିରୁଦ୍ଧରେ ମନ୍ଦ କଥାମାନ କହନ୍ତି। ସମାନେେ ମିଛରେ କହନ୍ତି, ଆମ୍ଭେ ଜାଣୁ ତୁମ୍ଭେ କ'ଣ କରୁଛ।

ଗୀତସଂହିତା 35:25

ସହେି ଲୋକମାନଙ୍କୁ କହିବାକୁ ଦିଅ ନାହିଁ, ୟାହା ଆମ୍ଭେ ଚାହିଁଥିଲୁ ତାହା ଆମ୍ଭେ ପାଇଲୁ। ସଦାପ୍ରଭୁ, ସମାନେେ କୁହନ୍ତୁ ନାହିଁ, ଆମ୍ଭେ ତାକୁ ଧ୍ବଂସ କରିଛୁ।

ଗୀତସଂହିତା 40:15

ସହେି ଦୁଷ୍ଟ ଲୋକମନେ ମାେତେ ପରିହାସ କରିଛନ୍ତି। ସମାନେେ କଥାବାର୍ତ୍ତା କରିବାକୁ ବେଶି ଲଜ୍ଜିତ।

ଗୀତସଂହିତା 71:13

ମାରେ ଶତ୍ରୁମାନଙ୍କୁ ପରାସ୍ତ କର !ସମାନଙ୍କେୁ ସଂପୂର୍ଣ୍ଣ ଭାବରେ ଧ୍ବଂସ କର। ସମାନେେ ମାେତେ ମାରିବା ପାଇଁ ଚକ୍ରାନ୍ତ କରୁଛନ୍ତି। ସମାନେେ ଅପମାନିତ ହୁଅନ୍ତୁ।

ଗୀତସଂହିତା 71:24

ମାରେ ଜିହ୍ବା ତୁମ୍ଭର ସର୍ବଦା ଉତ୍ତମତା ଗାନ କରିବ, କାରଣ ମାେତେ ହତ୍ଯା କରିବାକୁ ଚାହିଁଥିବା ଲୋକମାନେ ପରାସ୍ତ ଓ ଅପମାନିତ ହବେେ।

ହିତୋପଦେଶ 24:17

ଯେତବେେଳେ ତୁମ୍ଭର ଶତ୍ରୁ ସମସ୍ଯା ରେ ଅଛି, ତୁମ୍ଭେ ହସ ନାହିଁ, ଯେତବେେଳେ ସେ ପଡ଼ିୟାଏ, ସହେି ସମୟରେ ମଧ୍ଯ ତୁମ୍ଭେ ଖୁସି ହୁଅ ନାହିଁ।

ଯିହିଜିକଲ 25:3

ଏବଂ ଅମ୍ ନୋନ ଲୋକମାନଙ୍କୁ କୁହ, 'ତୁମ୍ଭମାନେେ ସଦାପ୍ରଭୁ, ମାରେ ପ୍ରଭୁଙ୍କର ବାକ୍ଯ ଶୁଣ, ସେ ଏହି କଥା କହନ୍ତି, ଆମ୍ଭ ଧର୍ମଧାମ ଅପବିତ୍ର ହେଲା ବେଳେ, ଆଉ ଇଶ୍ରାୟେଲ ଦେଶ ଧ୍ବଂସିତ ହେଲା ବେଳେ ଓ ୟିହୁଦୀଯ ଲୋକମାନେ ନିର୍ବାସିତ ହେଲେ।

ଯିହିଜିକଲ 26:2

ହେ ମନୁଷ୍ଯ ପୁତ୍ର, କାରଣ ସୋର ୟିରୁଶାଲମର ଦୁର୍ଭାଗ୍ଯ ସମୟରେ ଏହା କହି ପରିହାସ କରିଛି, କହିଛି : 'ଜଯଧ୍ବନି ରେ ଦେଶର ଫାଟକ ଭାଙ୍ଗି ଗଲା ଏବଂ ମାେ ପାଇଁ ଖାଲିେ ଗଲା। ବର୍ତ୍ତମାନ ମୁଁ ଉନ୍ନତି କରିବି।

ଯିହିଜିକଲ 36:2

ପ୍ରଭୁ ସଦାପ୍ରଭୁ ଏହି କଥା କହିଛନ୍ତି। 'ଶତ୍ରୁଗଣ ତୁମ୍ଭ ବିଷଯ ରେ କହିଅଛନ୍ତି, ଭଲ ହେଲା, ଭଲ ହେଲା। ସହେି ପ୍ରାଚୀନ ଉଚ୍ଚସ୍ଥଳୀଗୁଡ଼ିକ ଆମ୍ଭମାନଙ୍କର ଅଧିକୃତ ହେଲା।'

ରେରିତମାନଙ୍କ କାର୍ଯ୍ୟର ବିବରଣ 1:18

ୟିହୂଦାକୁ ଏହି ଘୃଣ୍ଯ କାମ କରିବା ପାଇଁ ଟଙ୍କା ଦିଆଯାଇଥିଲା। ସେଥି ରେ ସେ ଗୋଟିଏ ଜମି କିମି ଦଲୋ। କିନ୍ତୁ ସେ ନିଜେ ମୁଣ୍ଡ ମାଡ଼ି ହାଇେ ପଡ଼ିଲା। ପରେ ତା'ର ପଟେ ଫାଟିଗଲା ଓ ଅନ୍ତବୁଜୁଳା ବାହାରି ପଡ଼ିଲା।

Interlinear

Choose Theme