Home Bibles ଗୀତସଂହିତା 73:12 · ଓଡ଼ିଆ ବାଇବେଲ
ଗୀତସଂହିତା 73:12 · ଓଡ଼ିଆ ବାଇବେଲ

ତାହା ହେଉଛି, ୟାହାକି ଦୁଷ୍ଟମାନେ ଚାହାଁନ୍ତି। ସମାନଙ୍କେ ପାଖରେ ଚିନ୍ତା ନାହିଁ, ଏବଂ ସମାନେେ ଧନୀରୁ ଅଧିକ ଧନୀ ହେଉଛନ୍ତି।

Cross references

ଗୀତସଂହିତା 17:14

ହେ ସଦାପ୍ରଭୁ, ତୁମ୍ଭେ ଆପଣା ଶକ୍ତି ପ୍ରଯୋଗ କରି ଏ ସଂସାରରୁ ଦୁଷ୍ଟ ଲୋକମାନଙ୍କୁ ନିପାତ କର। ହେ ସଦାପ୍ରଭୁ, ବହୁତ ଲୋକ ତୁମ୍ଭ ପାଖକୁ ସାହାୟ୍ଯ ପାଇଁ ଆସନ୍ତି। ସମାନଙ୍କେ ମଧ୍ଯରୁ ଅନକଙ୍କେର ଏହି ଇହଲୋକରେ ଅଧିକ କିଛି ଆଶା ନ ଥାଏ। ସହେି ଲୋକମାନଙ୍କୁ ପ୍ରଚୁର ଖାଦ୍ୟ ପ୍ରଦାନ କର। ସମାନଙ୍କେର ଶିଶୁମାନଙ୍କର ଆବଶ୍ଯକତାକୁ ପୂରଣ କର। ସମାନଙ୍କେର ଶିଶୁମାନଙ୍କୁ ଏତେ ଖାଦ୍ୟ ପ୍ରଦାନ କର ୟେ, ୟାହା ସବୁଦିନ ପାଇଁ ସମାନଙ୍କେର ଆବଶ୍ଯକତା ପୂରଣ କରିବ।

ଗୀତସଂହିତା 37:35

ମୁଁ ଜଣେ ଦୁଷ୍ଟ ଲୋକଙ୍କୁ ଦେଖିଲି ୟିଏକି ଅତି ଶକ୍ତିଶାଳୀ ଥିଲା। ସେ ଏକ ପୂର୍ଣ୍ଣାଙ୍ଗ ବୃକ୍ଷ ଭଳି ଶକ୍ତିଶାଳୀ ଥିଲା।

ଗୀତସଂହିତା 49:6

ଅନକେ ଲୋକ ଭାବନ୍ତି ସମାନଙ୍କେର ଧନ ଓ ବଳ ସମାନଙ୍କେୁ ରକ୍ଷା କରିବ କିନ୍ତୁ ସହେି ଲୋକମାନେ ମୂର୍ଖ ଅଟନ୍ତି।

ଗୀତସଂହିତା 52:7

ଦେଖ ତାଙ୍କୁ କ'ଣ ହେଲା। ସେ ରକ୍ଷା ପାଇବା ପାଇଁ ପରମେଶ୍ବରଙ୍କୁ ବିଶ୍ବାସ କଲା ନାହିଁ। ସେ ଭାବିଲା, ତା'ର ଧନ ଏବଂ ମିଥ୍ଯା ତାକୁ ଉଦ୍ଧାର କରିବ।

ଗୀତସଂହିତା 62:10

ଦୌରତ୍ମ୍ଯରେ ଭରସା କର ନାହିଁ। ଚୋରି କରି ଲାଭ କରିବାର ଚିନ୍ତା କର ନାହିଁ, ଏବଂ ୟଦି ତୁମ୍ଭେ ଧନୀ ହେଲ ତୁମ୍ଭର ଧନ ତୁମ୍ଭକୁ ସାହାୟ୍ଯ କରିବ ବୋଲି ଆଶା କର ନାହିଁ।

ଯିରିମିୟ 5:17

ସମାନେେ ତୁମ୍ଭମାନଙ୍କର ସଂଗୃହିତ ଶସ୍ଯ ଓ ରୋଟୀ ଭକ୍ଷଣ କରିବେ। ସମାନେେ ତୁମ୍ଭମାନଙ୍କ ପୁତ୍ରକନ୍ଯା ଗଣଙ୍କୁ ଭକ୍ଷଣ କରିବେ। ସମାନେେ ସମାନଙ୍କେର ମଷେ ଓ ଗାଈ ଗୁଡିକ ଭକ୍ଷଣ କରିବେ। ସମାନେେ ମଧ୍ଯ ତୁମ୍ଭମାନଙ୍କର ଦ୍ରାକ୍ଷାଲତା ଓ ଡ଼ିମ୍ବିରି ବୃକ୍ଷ ଗ୍ରାସ କରିବେ। ଆଉ ତୁମ୍ଭମାନେେ ଯେଉଁ ସୁଦୃଢ଼ ନଗର ଉପ ରେ ବିଶ୍ବାସ କରିଅଛ, ସମାନେେ ସହେି ସବୁକୁ ଖଡ୍ଗ ରେ ଧ୍ବଂସ କରିବେ।

ଯିରିମିୟ 5:28

ସମାନେେ ଅଧିକରୁ ଅଧିକ ମାଟୋ ହୁଅନ୍ତି ଏବଂ ଦୁଷ୍କର୍ମ କରିବାର ସୀମା ପାର କରି ୟାଆନ୍ତି। ସମାନେେ ଅନାଥମାନଙ୍କର ମକଦ୍ଦମା ରେ ନ୍ଯାଯୋଚିତ ବିଚାର କରନ୍ତି ନାହିଁ, କାଳେ ଅନାଥମାନେ ଉନ୍ନତି କରିପାରନ୍ତି। ସମାନେେ ଗରିବମାନଙ୍କର ଅଧିକାର ପାଇଁ ପ୍ରତିପକ୍ଷ କରନ୍ତି ନାହିଁ।

ଯିରିମିୟ 12:1

ହେ ସଦାପ୍ରଭୁ, ମୁଁ ଯେତବେେଳେ ତୁମ୍ଭ ବିପକ୍ଷ ରେ ଅଭିଯୋଗ ଆଣେ, ତୁମ୍ଭେ ସର୍ବଦା ଉଚିତ୍ ଅଟ, କିନ୍ତୁ ତଥାପି ତୁମ୍ଭ ନିଷ୍ପତ୍ତି ବିରୁଦ୍ଧ ରେ ମୁଁ ପ୍ରତିବାଦ କରିବି। ଦୁଷ୍ଟ ଲୋକମାନେ କାହିଁକି କୃତକାର୍ୟ୍ଯ ହୁଅନ୍ତି ? ଅତି ବିଶ୍ବାସଘାତକ କାହିଁକି ନିରାପଦ ରେ ରହନ୍ତି ?

ହୋଶେୟ 12:7

ଯାକୁବ ଜଣେ ପ୍ରକୃତ ବ୍ଯବସାଯୀ। ସେ ଏପରିକି ତା'ର ବନ୍ଧୁଙ୍କୁ ମଧ୍ଯ ଠକେ। ଏପରିକି ତାଙ୍କ ନିକିତି ମଧ୍ଯ ମିଛ କ ହେ।

ଲୂକଲିଖିତ ସୁସମାଚାର 16:19

ଯୀଶୁ କହିଲେ, ଥରେ ଜଣେ ଧନୀଲୋକ ସଦା ବେଳେ ଭଲ ଭଲ ପୋଷାକ ପିନ୍ଧୁଥିଲା। ସେ ଏତେ ଧନୀ ଥିଲା ଯେ ପ୍ରତିଦିନ ଗୋଟିଏ ବିଳାସପୂର୍ଣ୍ଣ ଭୋଜି ଦବୋକୁ ସକ୍ଷମ ଥିଲା।

ଯାକୁବଙ୍କ ପତ୍ 5:1

ଧନୀ ଲୋକେ ! ଶୁଣ ! କ୍ରନ୍ଦନ କର ଓ ଅତି ଦୁଃଖିତ ହୁଅ। କାରଣ ଅତ୍ଯଧିକ କ୍ଲେଶ ତୁମ୍ଭ ଉପରେ ମାଡ଼ି ଆସୁଛି।

Interlinear

Choose Theme