ସହେି ଗର୍ବୀ ଲୋକମାନେ ଅନ୍ୟ ଲୋକଙ୍କ ପରି କୌଣସି କଷ୍ଟରେ ପଡ଼ନ୍ତି ନାହିଁ। ସମାନେେ ଅନ୍ୟ ମନୁଷ୍ଯମାନଙ୍କ ପରି ଦୁଃଖ ପାଆନ୍ତି ନାହିଁ।
Cross references
ମୁଁ ଯେତବେେଳେ ଚିନ୍ତା କରେ ମାେ ପ୍ରତି କ'ଣ ସବୁ ଘଟିଗଲା। ଭୟ ରେ ମାରେ ସର୍ବାଙ୍ଗ ଥରଥର କମ୍ପି ଉେଠ।
ସମାନଙ୍କେ ଘର ସବୁ ନିରାପଦ ଥାଏ। ସମାନେେ କାହାରିକି ଭୟ କରନ୍ତି ନାହିଁ। ପରମେଶ୍ବର ମଧ୍ଯ ସମାନଙ୍କେୁ ଶାସ୍ତି ଦବୋକୁ ବାଡ଼ିଟିଏ ବ୍ଯବହାର କରନ୍ତି ନାହିଁ।
ବିପଦ ଆସିଲେ ବି ଦୁଷ୍ଟ ଲୋକମାନେ ରକ୍ଷାପାଇ ୟାଆନ୍ତି। ପରମେଶ୍ବର ରାଗ କଲେ ବି ସମାନେେ ବର୍ତ୍ତି ୟାଆନ୍ତି।
ତାହା ହେଉଛି, ୟାହାକି ଦୁଷ୍ଟମାନେ ଚାହାଁନ୍ତି। ସମାନଙ୍କେ ପାଖରେ ଚିନ୍ତା ନାହିଁ, ଏବଂ ସମାନେେ ଧନୀରୁ ଅଧିକ ଧନୀ ହେଉଛନ୍ତି।
ହେ ମାରେ ପୁତ୍ର, େ ବେଳବେଳେ ସଦାପ୍ରଭୁ ତୁମ୍ଭର ଭୁଲ୍ ଦଖାଇେ ଶାସ୍ତିବିଧାନ କରନ୍ତି। ସେଥି ରେ ତୁମ୍ଭେ କୋରଧିତ ହୁଅ ନାହିଁ। ସେଥିରୁ ଶିକ୍ଷା କରିବାକୁ ଚେଷ୍ଟା କର।
ହେ ସଦାପ୍ରଭୁ, ମୁଁ ଯେତବେେଳେ ତୁମ୍ଭ ବିପକ୍ଷ ରେ ଅଭିଯୋଗ ଆଣେ, ତୁମ୍ଭେ ସର୍ବଦା ଉଚିତ୍ ଅଟ, କିନ୍ତୁ ତଥାପି ତୁମ୍ଭ ନିଷ୍ପତ୍ତି ବିରୁଦ୍ଧ ରେ ମୁଁ ପ୍ରତିବାଦ କରିବି। ଦୁଷ୍ଟ ଲୋକମାନେ କାହିଁକି କୃତକାର୍ୟ୍ଯ ହୁଅନ୍ତି ? ଅତି ବିଶ୍ବାସଘାତକ କାହିଁକି ନିରାପଦ ରେ ରହନ୍ତି ?
ପ୍ରଭୁ ଯେତବେେଳେ ଆମ୍ଭର ବିଚାର କରନ୍ତି, ସେ ଠିକ୍ ବାଟ ଦଖାଇବୋ ଲାଗି ଆମ୍ଭ ପ୍ରତି ଦଣ୍ଡ ବିଧାନ କରନ୍ତି। ଆମ୍ଭେ ଯେପରି ଜଗତର ଅବଶିଷ୍ଟ ଲୋକମାନଙ୍କ ସହିତ ଦଣ୍ଡାଜ୍ଞା ପାଇବୁ ନାହିଁ, ସେଥିଲାଗି ସେ ଏପରି କରନ୍ତି।
ପ୍ରେତ୍ୟକକ ପୁତ୍ର ପିତା ଦ୍ବାରା ଦଣ୍ଡ ପାଇ ଥାଏ। ଯଦି ତୁମ୍ଭମାନେେ କବେେ ଦଣ୍ଡ ପାଇ ନାହଁ ପ୍ରେତ୍ୟକକ ପୁତ୍ର ଦଣ୍ଡ ପାଇବା ଉଚିତ, ତାହାହେଲେ ତୁମ୍ଭମାନେେ ଅବୈଧ ପୁତ୍ର ଅଟ ଏବଂ ପ୍ରକୃତ ପୁତ୍ର ନୁହଁ।
ମୁଁ ଯେଉଁମାନଙ୍କୁ ପ୍ ରମେ କରେ ସମାନଙ୍କେୁ ସଂ ଶାଧେନ କରେ ଓ ଦଣ୍ଡ ଦିଏ। ତେଣୁ କଠିନ ଚେଷ୍ଟା କର। ନିଜ ହୃଦୟ ଓ ନିଜ ଜୀବନ ପରିବର୍ତ୍ତନ କର।