ଆମ୍ଭମାନଙ୍କ ଚୁକ୍ତି ପୂରଣ କର। ଏହି ଭୂମିର ଅନ୍ଧକାର ସ୍ଥାନସବୁ ଦୌରାତ୍ମ୍ଯରେ ପରିପୂର୍ଣ୍ଣ ହେଲା।
Cross references
ମୁଁ ତୁମ୍ଭ ସହିତ ଏକ ଚୁକ୍ତି କରିବି। ସହେି ଚୁକ୍ତି ମଧ୍ଯ ତୁମ୍ଭର ବଂଶଧରମାନଙ୍କ ପାଇଁ ହବେ। ଏହି ଚୁକ୍ତି ଅନନ୍ତକାଳସ୍ଥାଯୀ ହବେ। ତହିଁରେ ମୁଁ ତୁମ୍ଭର ଓ ତୁମ୍ଭ ଭବିଷ୍ଯତ୍ ବଂଶଧରମାନଙ୍କର ପରମେଶ୍ବର ହବେି।
ଶିମିୟୋନ ଓ ଲବେୀ ଦୁଇ ସହୋଦର, ସମାନଙ୍କେର ଖଡ୍ଗ ଦୌରାତ୍ମ୍ଯର ଅସ୍ତ୍ର।
ମାଶାେ ସମସ୍ତ ରକ୍ତ ସଂଗ୍ରହ କଲେ, ଏହାର ଅଧା ପାତ୍ର ରେ ରଖିଲେ ଏବଂ ଆଉ ଅର୍ଦ୍ଧକେ ରକ୍ତ ବଦେୀ ଉପରେ ଢାଳିଲେ।
ମାତ୍ର ଲୋକମାନେ ସମାନଙ୍କେର ପାପ ସ୍ବକାର କରି ପାରନ୍ତି ଓ ସମାନେେ ସମାନଙ୍କେ ପୂର୍ବପୁରୁଷମାନଙ୍କର ଅପରାଧ ସ୍ବୀକାର କରିପାରନ୍ତି ଓ ସମାନେେ ଆମ୍ଭ ବିରୁଦ୍ଧ ରେ ପାପ କରିଛନ୍ତି ବୋଲି ସ୍ବୀକାର କରି ପାରନ୍ତି।
ଅବ୍ରହାମ, ଇସହାକ୍ ଓ ୟାକକ୍ସ୍ଟବ ତୁମ୍ଭର ଏହି ଦାସମାନଙ୍କୁ ସ୍ମରଣ କର। ଏହି ଲୋକମାନଙ୍କର ଅବାଧ୍ଯତା ପ୍ରତି କି ସମାନଙ୍କେ ଦକ୍ସ୍ଟଷ୍ଟତା ପ୍ରତି କିଅବା ସମାନଙ୍କେର ପାପ ପ୍ରତି ଦୃଷ୍ଟି ଦିଅ ନାହିଁ।
ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କ ପାଇଁ ଏପରି କର ନାହିଁ। ତୁମ୍ଭମାନଙ୍କର ସଦାପ୍ରଭୁଙ୍କର ଉପାସନା ସପରେି କର ନାହିଁ। କାରଣ ସେ ଲୋକମାନେ ଏପରି କର୍ମମାନ କରୁଥିଲେ ଯାହାକକ୍ସ୍ଟ ସଦାପ୍ରଭୁ ଘୃଣା କରନ୍ତି। ସମାନେେ ଆପଣା ଦବେତାଗଣଙ୍କ ଉଦ୍ଦେଶ୍ଯ ରେ ଆପଣାର ସନ୍ତାନମାନଙ୍କୁ ଅଗ୍ନି ରେ ଦଗ୍ଧ କରନ୍ତି।
ପରମେଶ୍ବର ମାରେ ପରିବାରକକ୍ସ୍ଟ ଶକ୍ତିଶାଳୀ ଓ ସକ୍ସ୍ଟରକ୍ଷିତ କରି ଅଛନ୍ତି ଏବଂ ଚିରଦିନ ପାଇଁ ମାେ ସହିତ ଏକ ନିଯମ କରଛନ୍ତି। ଏହି ନିଯମଟି ସଦାପ୍ରଭୁଙ୍କ ଦ୍ବାରା ସକ୍ସ୍ଟରକ୍ଷିତ। ସେ ମାେତେ ପ୍ରେତ୍ୟକକ ଥର ବିଜଯ ଦବେେ ଓ ମୁ ଯାହା ଆଶା କରୁଛି ଦବେେ।
ହେ ସଦାପ୍ରଭୁ ମାେତେ ତୁମ୍ଭର ଧର୍ମ ପଥରେ ପ୍ରଦର୍ଶନ କର। ଲୋକମାନେ ମାରେ ଦୁର୍ବଳତାକୁ ଚାହିଁ ବସିଛନ୍ତି। ତଣେୁ ମାେତେ ଉଚିତ ମାର୍ଗ ପ୍ରଦର୍ଶନ କରି ଧର୍ମ ପଥରେ କଢ଼ାଇ ନିଅ। ମାରେ ପଥକୁ ସରଳ କର।
ଆମ୍ଭେ ସର୍ବଦା ତାଙ୍କୁ ପ୍ରମେ କରିବା ଓ ତା' ପ୍ରତି ବିଶ୍ବସ୍ତ ରହିବା। ଆମ୍ଭର ଚୁକ୍ତି ସର୍ବଦା ତା'ଠାରେ ରଖିବା, ତାହା କବେେ ଶଷେ ହବେ ନାହିଁ।
ଆମ୍ଭେ ଦାଉଦଙ୍କ ସହିତ କରିଥିବା ଚୁକ୍ତିକୁ ଲଙ୍ଘନ କରିବା ନାହିଁ କିଅବା ଚୁକ୍ତିର ପରିବର୍ତ୍ତନ କରିବା ନାହିଁ।
ତୁମ୍ଭେ ଦାସ ସହିତ କରିଥିବା ତୁମ୍ଭର ଚୁକ୍ତିକୁ ଭଂଗ କରିଅଛ। ତୁମ୍ଭେ ରାଜାଙ୍କର ମୁକୁଟ ଅଳିଆ ଗଦାରେ ପକାଇ ଅଛି।
ସେ ଚିରଦିନ ଚୁକ୍ତି ମନେ ରଖନ୍ତି। ଏକ ହଜାର ବଂଶଧର ପର୍ୟ୍ଯନ୍ତ, ସେ କରିଥିବା ପ୍ରତିଜ୍ଞା ରଖନ୍ତି।
ପରମେଶ୍ବର ସର୍ବଦା ତାଙ୍କର ଚୁକ୍ତି ମନେ କରନ୍ତି ଏବଂ ତାଙ୍କର ମହାନ କରୁଣା ପାଇଁ ଦଣ୍ଡ ଦବୋରେ ତାଙ୍କର ମନକୁ ପରିବର୍ତ୍ତନ କଲେ।
ହେ ସଦାପ୍ରଭୁ, ତୁମ୍ଭର ସୁନାମ ନିମନ୍ତେ ଆମ୍ଭମାନଙ୍କୁ ପ୍ରତ୍ଯାଖାନ କର ନାହିଁ। ଆପଣା ଗୌରବମଯ ସିଂହାସନର ଅପମାନ କର ନାହିଁ। ଆପଣା ଗୌରବମଯ ସିଂହାସନର ଅପମାନ କର ନାହିଁ। ତୁମ୍ଭେ ଆମ୍ଭମାନଙ୍କ ସହିତ କରିଥିବା ନିଯମ ସ୍ମରଣ କର। ତୁମ୍ଭ କୃତ ସହେି ନିଯମ ଭଙ୍ଗ କର ନାହିଁ।
ସଦାପ୍ରଭୁ କହନ୍ତି, ଯଦି କହେି ଦିନରାତି ସହିତ ନିଯମ ଭଙ୍ଗ କରେ, ସେ ନିଯମିତ ଭାବରେ ଦଖାେ ଦିଏ ନାହିଁ। ମାତ୍ର ଯଥା ସମୟରେ ଦିବାରାତ୍ରି ହୁଏ।
ସେ ଆମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ଦୟା ଦଖାଇବେେ ବୋଲି କହିଥିଲେ ଏବଂ ସେ ତାହାଙ୍କର ପବିତ୍ର ପ୍ରତିଜ୍ଞା ମନେ ରଖିଛନ୍ତି।
ସହେି ଲୋକମାନେ ସମସ୍ତ ପ୍ରକାରର ପାପ, ମନ୍ଦଭାବନା, ସ୍ବାର୍ଥ ଓ ଘୃଣା ରେ ପରିପୂର୍ଣ୍ଣ ଥିଲେ। ସମାନେେ ହତ୍ଯା, ଝଗଡ଼ା, ମିଛ, ଛନ୍ଦ-କପଟତା ଓ ଅନ୍ୟମାନଙ୍କର ମନ୍ଦ ଚ଼ିନ୍ତା ରେ ବୁଡ଼ି ରହନ୍ତି।
ପ୍ରଭୁଙ୍କ ନାମ ରେ ମୁଁ ସତର୍କ କରି ଦେଉଛି ଯେ ଅବିଶ୍ବାସୀ ଲୋକଙ୍କ ଭଳି ଜୀବନଯାପନ କର ନାହିଁ। ସମାନଙ୍କେ ବିଚାରର କିଛି ମୂଲ୍ଯ ନାହିଁ।
ଏହି ନୂତନ ନିୟମଟି ମୁଁ ଇଶ୍ରାୟେଲର ଲୋକଙ୍କ ସହତ କରିବି, ଏହି ନିୟମଟି ମୁଁ ଭବିଷ୍ଯତ ରେ କରିବି ପ୍ରଭୁ କୁହନ୍ତି : ମୁଁ ସମାନଙ୍କେ ମନ ରେ ଆପଣା ବ୍ଯବସ୍ଥା ଦବେି ସମାନଙ୍କେ ହୃଦୟ ରେ ସହେିସବୁ ଲେଖିବି। ମୁଁ ସମାନଙ୍କେ ପରମେଶ୍ବର ହବେି, ଓ ସମାନେେ ମାରେ ଲୋକ ହବେେ।