Home Bibles ଗୀତସଂହିତା 74:3 · ଓଡ଼ିଆ ବାଇବେଲ
ଗୀତସଂହିତା 74:3 · ଓଡ଼ିଆ ବାଇବେଲ

ପରମେଶ୍ବର, ସହେି ପ୍ରାଚୀନର ଭଗ୍ନାବଶଷେ ଉପରେ ଚାଲନ୍ତୁ। ଯେଉଁଠାରେ ଶତ୍ରୁମାନେ ମନ୍ଦିରର ସବୁକିଛି ନଷ୍ଟ କରିଥିଲେ।

Cross references

ଯିହୋଶୂୟ 10:24

ସମାନେେ ସହେି ରାଜାଗଣଙ୍କକ୍ସ୍ଟ ଯିହାଶୂେୟ ନିକଟକକ୍ସ୍ଟ ଆଣିଲେ ଏବଂ ଯିହାଶୂେୟ ତାଙ୍କର ସମସ୍ତ ଇଶ୍ରାୟେଲ ଲୋକମାନଙ୍କୁ ସଠାେକକ୍ସ୍ଟ ପଠାଇଲେ। ଯିହାଶୂେୟ ତାଙ୍କର ସୈନ୍ଯ ବାହିନୀର ସମସ୍ତ ସନୋପତିମାନଙ୍କୁ କହିଲେ, ଯେଉଁମାନେ ତାଙ୍କ ସହିତ ଆସିଲେ, ପାଖକକ୍ସ୍ଟ ଆସ ଏବଂ ଏ ରାଜାମାନଙ୍କ ବକରେେ ପାଦ ଦିଅ। ତହିଁରେ ସମାନେେ ନିକଟକକ୍ସ୍ଟ ଆସି ସମାନଙ୍କେ ବକରେେ ପାଦ ଦେଲେ।

ଦିତୀୟ ଶାମୁୟେଲ 22:39

ମୁ ମାରେ ଶତୃମାନଙ୍କୁ ବିନାଶ କରିଅଛି, ମୁ ସମାନଙ୍କେୁ ପରାସ୍ତ କରିଅଛି। ସମାନେେ ପକ୍ସ୍ଟନରାଯ ଉଠିପାରି ନାହାଁନ୍ତି। ହଁ, ସମାନେେ ମାରେ ପାଦତଳେ ପଡି ଅଛନ୍ତି।

ଦିତୀୟ ରାଜାବଳୀ 25:9

ନବୂସରଦ୍ନ ସଦାପ୍ରଭୁଙ୍କ ମନ୍ଦିର, ରାଜଗୃହ, ୟିରୁଶାଲମ୍ର ସମସ୍ତ ଗୃହ ଓ ଏପରିକି ବୃହତ୍ ଗୃହ ଗୁଡିକୁ ଅଗ୍ନି ରେ ଦଗ୍ଧ କଲା।

ନିହିମିୟା 1:3

ସେତବେେଳେ ସମାନେେ ମାେତେ କହିଲେ, ଯେଉଁମାନେ ବନ୍ଦୀତ୍ବରୁ ଫରେି ଆସିଥିଲେ ସହେି ପ୍ରଦେଶସ୍ଥ ଅବଶିଷ୍ଟ ଲୋକେ ମହା ଦୁଃଖ ଓ ଅପମାନ ରେ ଅଛନ୍ତି, କାରଣ ୟିରୁଶାଲମର ପ୍ରାଚୀର ଭାଙ୍ଗି ଅଛି ଏବଂ ଏହାର ଫାଟକକୁ ପୋଡି଼ ଦିଆୟାଇଛି।

ନିହିମିୟା 2:3

ଯଦିଓ ମୁଁ ଭୟ କଲି, ତଥାପି ମୁଁ ରାଜାଙ୍କୁ କହିଲି, ମହାରାଜ ଚିରଜୀବୀ ହୁଅନ୍ତୁ। ଯେଉଁ ନଗର ମାରେ ପୂର୍ବପୁରୁଷଗଣର କବର ସ୍ଥାନ ତାହା ଯେତବେେଳେ ଉଜାଡି ହାଇେ ପଡିଛି ଓ ତହିଁର ଦ୍ବାରସବୁ ଦଗ୍ଧ ହାଇେ ପଡିଛି ସେତବେେଳେ କାହିଁକି ମାରେ ମୁଖ ଦୁଃଖିତ ହବେ ନାହିଁ।

ନିହିମିୟା 2:13

ଅନ୍ଧାର ହବୋ ମାତ୍ ରେ ମୁଁ ଉପତ୍ୟକାର ଧାରଦଇେ ନାଗକୂପ ଓ ଖତଦ୍ବାର ପର୍ୟ୍ଯନ୍ତ ଗଲି ଓ ୟିରୁଶାଲମର ଭଗ୍ନ ପ୍ରାଚୀର ଓ ତହିଁର ଅଗ୍ନିଦଗ୍ଧ ଦ୍ବାରସବୁ ଦେଖିଲି।

ଗୀତସଂହିତା 44:23

ମାରେ ପ୍ରଭୁ ତୁମ୍ଭେ ଜାଗ୍ରତ ହୁଅ। କାହିଁକି ତୁମ୍ଭେ ଶାଇେ ରହିଛ ? ଉଠ, ଚିରଦିନ ପାଇଁ ଆମ୍ଭକୁ ଛାଡ଼ିୟାଅ ନାହିଁ।

ଗୀତସଂହିତା 44:26

ହେ ପରମେଶ୍ବର, ଜାଗ୍ରତ ହୁଅ। ଆମ୍ଭକୁ ସାହାୟ୍ଯ କର। ତୁମ୍ଭର ସ୍ନହପେୂର୍ଣ୍ଣ କରୁଣା ହତେୁ ଆମ୍ଭମାନଙ୍କୁ ଉଦ୍ଧାର କର।

ଗୀତସଂହିତା 79:1

ହେ ପରମେଶ୍ବର, ଅନ୍ୟ ଦେଶୀଯ ଲୋକମାନେ ତୁମ୍ଭର ଦେଶକୁ ଆକ୍ରମଣ କରିଛନ୍ତି। ସମାନେେ ତୁମ୍ଭର ପବିତ୍ର ମନ୍ଦିର ଅଶୁଚି କରିଛନ୍ତି। ସମାନେେ ୟିରୁଶାଲମକୁ ଧ୍ବସ୍ତ ବିଧ୍ବସ୍ତ କରିଛନ୍ତି।

ଗୀତସଂହିତା 102:13

ତୁମ୍ଭେ ଉଠ ଓ ସିୟୋନକୁ ଦୟା କର। ସହେି ୟଥାର୍ଥ ସମୟ ଆସିଅଛି। ଯେତବେେଳେ ତୁମ୍ଭେ ସିୟୋନକୁ ଦୟା କରିବ।

ଯିଶାଇୟ 10:6

ପ୍ରଭୁ ବିହୀନ ଦେଶକୁ ମୁଁ ଅଶୂରକୁ ପ୍ ରରଣେ କରିବି। ସହେି ଲୋକମାନଙ୍କ ଉପ ରେ ମୁଁ କୋରଧିତ ଏବଂ ସମାନଙ୍କେ ବିରୁଦ୍ଧ ରେ ଲଢ଼ିବାକୁ ମୁଁ ଅଶୂରକୁ ଆଦେଶ ଦବେି। ସେ ସମାନଙ୍କେୁ ପରାସ୍ତ କରିବ ଓ ସମାନଙ୍କେଠାରୁ ଧନସମ୍ପଦ ନଇେ ଆସିବି। ଇଶ୍ରାୟେଲ ରାସ୍ତାର ଧୂଳି ସଦୃଶ ଅଶୂରର ପଦଦଳିତ ହବେ।

ଯିଶାଇୟ 25:10

ଏହି ପର୍ବତ ଉପ ରେ ସଦାପ୍ରଭୁଙ୍କର ହସ୍ତ ଅଧିଷ୍ଠିତ ହବେ। ମାତ୍ର ଖାତକୁଣ୍ଡ ରେ କୁଟା ଦଳିତ ହେଲାପରି ମାୟୋବ ନିଜ ସ୍ଥାନ ରେ ଦଳିତ ହବେ।

ଯିଶାଇୟ 61:4

ସମାନେେ ପୁରାତନ ଧ୍ବସ୍ତ ବିଧ୍ବସ୍ତ ସ୍ଥାନଗୁଡ଼ିକୁ ପୁନଃନିର୍ମାଣ କରିବେ। ପୂର୍ବକାଳର ନଷ୍ଟ ସ୍ଥାନସବୁ ଉଠାଇବେ, ଆଉ ସମାନେେ ବିନଷ୍ଟ ଓ ଅନକେ ପୁରୁଷ ପରମ୍ପରାର ନଷ୍ଟ ନଗର ସବୁକୁ ନୂତନ କରି ଗଢ଼ିବେ।

ଯିଶାଇୟ 63:3

ସେ ଉତ୍ତର କରନ୍ତି, ଆମ୍ଭେ ଏକାକୀ ଦ୍ରାକ୍ଷା ମର୍ଦ୍ଦନ କରିଅଛୁ ଓ ଲୋକମାନଙ୍କ ମଧ୍ଯରୁ ଆମ୍ଭ ସଙ୍ଗେ କହେି ନ ଥିଲେ। ଆମ୍ଭେ ନିଜର କୋରଧ ରେ ସମାନଙ୍କେୁ ଦଳନ କଲୁ ଓ ନିଜର କୋପ ରେ ସମାନଙ୍କେୁ ମର୍ଦ୍ଦନ କଲୁ। ଏଣୁ ସମାନଙ୍କେର ପ୍ରାଣ ରକ୍ତର ଛିଟା ରେ ଆମ୍ଭ ବସ୍ତ୍ର ରଞ୍ଜିତ ହେଲା ଓ ଆମ୍ଭେ ସହେି ରକ୍ତ ରଞ୍ଜିତ ବସ୍ତ୍ର ପରିଧାନ କରିଅଛୁ।

ଯିଶାଇୟ 64:10

ତୁମ୍ଭର ପବିତ୍ର ନଗରଗୁଡ଼ିକ ପ୍ରାନ୍ତର ପାଲଟିଛି। ସିଯୋନ ପ୍ରାନ୍ତର ହାଇେଅଛି ଓ ୟିରୁଶାଲମ ଧ୍ବଂସ ହାଇେଅଛି।

ଯିରିମିୟ 52:13

ସେ ସଦାପ୍ରଭୁଙ୍କ ଗୃହ, ରାଜଗୃହ ଓ ୟିରୁଶାଲମସ୍ଥ ସକଳ ଗୃହ ଓ ବୃହତ୍ ଗୃହଗୁଡ଼ିକୁ ଅଗ୍ନି ରେ ଦଗ୍ଧ କଲା।

ଯିରିମିୟଙ୍କ ବିଳାପ 1:10

ତାହାର ସମସ୍ତ ବିପକ୍ଷମାନେ ସମାନଙ୍କେର ହସ୍ତ ପ୍ରସାରଣ କଲେ ଏବଂ ସମସ୍ତ ସୁନ୍ଦର ଜିନିଷ ନଇଗେଲେ। ସେ ବିଦେଶୀମାନଙ୍କୁ ତାହାର ପବିତ୍ର ମନ୍ଦିର ରେ ପ୍ରବେଶ କରିବାର ପର୍ୟ୍ଯବେକ୍ଷଣ କଲେ। ସହେି ବିଦେଶୀମାନଙ୍କୁ ସଦାପ୍ରଭୁ ଧାର୍ମିକ ସମ୍ମଳନେୀ ରେ ଯୋଗ ଦବୋକୁ ଆଦେଶ ଦଇେଥିଲେ।

ଦାନିଏଲ 8:11

ଆଉ ସହେି ଶିଙ୍ଗଟି ଅତି ବଳିଷ୍ଠ ହାଇେ ପରମେଶ୍ବରଙ୍କ ସ୍ବର୍ଗୀଯ ସୈନ୍ଯମାନଙ୍କ ଦଳପତି ବିରୁଦ୍ଧ ରେ ଗଲା, ଏହା ତାଙ୍କଠାରୁ ଦୈନ୍ଯଦିନ ହାମାେର୍ଥକ ବଳି ଛଡଇେ ନଲୋ ଓ ମନ୍ଦିରକୁ ଧ୍ବଂସ କଲା।

ଦାନିଏଲ 9:17

ଏଣୁ ବର୍ତ୍ତମାନ ହେ ସଦାପ୍ରଭୁ, ତୁମ୍ଭ ଦାସର ପ୍ରାର୍ଥନା ଗ୍ରହଣ କର। ତୁମ୍ଭର ପବିତ୍ର ସ୍ଥାନକୁ କରୁଣା ସହକା ରେ ଦେଖ। ତୁମ୍ଭର ନିଜର ଖ୍ଯାତି ପାଇଁ ଏହା କର।

ଦାନିଏଲ 9:27

ତା' ପ ରେ ଆଗାମୀ ଅଧିପତି ଏକ ସପ୍ତାହ ପର୍ୟ୍ଯନ୍ତ ଅନକେ ଲୋକଙ୍କ ସହିତ ଦୃଢ ଚୁକ୍ତି କରିବ ଓ ଅର୍ଦ୍ଧ ସପ୍ତାହ ୟଜ୍ଞ ଓ ନବୈେଦ୍ଯ ନିବୃତ୍ତ କରାଇବ। ଆଉ ଘୃଣ୍ଯବସ୍ତ୍ର ସହ ଜଣେ ବିନାଶକ ଆସିବ ଓ ସେ ଭୟଙ୍କର ବିନାଶ ସାଧନ କରିବ। ମାତ୍ର ପରମେଶ୍ବର ସହେି ବିନାଶକର ସମ୍ପୂର୍ଣ୍ଣ ବିନାଶ କରିବେ।

ଦାନିଏଲ 11:31

ଉତ୍ତରର ରାଜା ୟିରୁଶାଲମକୁ ସୈନ୍ଯଗଣ ପଠାଇଲେ ଏବଂ ମନ୍ଦିର ତିଆରି କଲେ ଏବଂ ଦୂର୍ଗକୁ ଅଶୁଚି କଲେ। ସମାନେେ ନିତ୍ଯ ନବୈେଦ୍ଯ ବନ୍ଦ କରିବେ ଏବଂ ଅତି ମନ୍ଦ ଘୃଣା ପ୍ରତି ମୂର୍ତ୍ତି ସ୍ଥାପନ କରିବେ।

ମୀଖା 1:3

ଦେଖ, ସଦାପ୍ରଭୁ ତାଙ୍କ ସ୍ଥାନରୁ ବାହାରି ଆସୁଛନ୍ତି। ସେ ଏହି ଭୂମିର ଉଚ୍ଚସ୍ଥାନମାନଙ୍କ ରେ ବିଚରଣ କରିବାକୁ ଓହ୍ଲାଇ ଆସୁଛନ୍ତି।

ମୀଖା 3:12

ହେ ପ୍ରାଚୀନଗଣ, ତୁମ୍ଭମାନଙ୍କ ପାଇଁ ସିୟୋନ ଧ୍ବଂସ ହବେ। ଏହା ଗ୍ଭଷ ଭୂମିରେ ପରିଣତ ହବେ। ୟିରୁଶାଲମ ମଧ୍ଯ ପ୍ରସ୍ତର ସ୍ତୁପ ରେ ପରିଣତ ହବେ। ମନ୍ଦିରର ପର୍ବତ ଶୂନ୍ଯ ପାହାଡ ହାଇେ ବଣବୁଦା ରେ ଆବୃତ ହବେ।

ମାର୍କଲିଖିତ ସୁସମାଚାର 11:17

ତା'ପରେ ସେ ସମାନଙ୍କେୁ ଉପଦେଶ ଦଇେ କହିଲେ, ଶାସ୍ତ୍ର ରେ ଏ କଥା ଲଖାେ ଅଛି ଯେ, 'ମାେ ଘରକୁ ସବୁ ଜାତିର ଲୋକମାନଙ୍କ ପାଇଁ ପ୍ରାର୍ଥନା ଘର କୁହାୟିବ। କିନ୍ତୁ ତୁମ୍ଭମାନେେ ତ ତାକୁ ଚୋରମାନଙ୍କର ଆଶ୍ରୟ ସ୍ଥଳ ରେ ପରିଣତ କରି ଦେଉଛ'

ଲୂକଲିଖିତ ସୁସମାଚାର 21:24

କେତକେ ଲୋକଙ୍କୁ ସୈନ୍ଯମାନେ ମାରି ଦବେେ। ଅନ୍ୟ କେତକଙ୍କେୁ ବନ୍ଦୀ କରି ଅନ୍ୟ ସବୁ ଦେଶକୁ ପଠାଇ ଦିଆୟିବ। ଅଣଯିହୂଦୀଲୋକ ସମାନଙ୍କେର ସମୟ ଶଷେ ନ ହବୋ ପର୍ୟ୍ଯନ୍ତ ପବିତ୍ର ନଗର ୟିରୁଶାଲମକୁ ପଦଦଳିତ କରିବେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 11:2

କିନ୍ତୁ ମନ୍ଦିରର ବାହାର ଅଗଣା ମାପ ନାହିଁ। ତାହାକୁ ସହେିପରି ଛାଡ଼ି ଦିଅ, କାରଣ ତାହା ଅଣୟିହୁଦୀୟ ଦେଶଗୁଡ଼ିକର ଲୋକମାନଙ୍କୁ ଦିଆଯାଇଛି। ସହେି ଲୋକମାନେ ବଯାଳିଶମାସ ପର୍ୟ୍ଯନ୍ତ ପବିତ୍ର ନଗରକୁ ପଦଦଳିତ କରିବେ।

Interlinear

Choose Theme