ସମାନେେ ନିଷ୍ପତ୍ତି କଲେ, ଆମ୍ଭମାନଙ୍କୁ ପୂରାପୂରି ଧ୍ବଂସ କରିବାକୁ ସମାନେେ ଦେଶ ମଧ୍ୟରେ ପରମେଶ୍ବରଙ୍କର ସକଳ ପବିତ୍ରସ୍ଥାନ ଦଗ୍ଦ କରି ଦେଲେ।
Cross references
ବୈଥଲରେ ଦଳେ ଭବିଷ୍ଯଦ୍ବକ୍ତା ଇଲୀଶାୟଙ୍କ ପାଖକୁ ଆସିଲେ ଓ କହିଲେ, ଆଜି ସଦାପ୍ରଭୁ ତୁମ୍ଭ ମହାଶୟଙ୍କୁ ତୁମ୍ଭଠାରୁ ନଇେଯିବେ ବୋଲି ତୁମ୍ଭେ କ'ଣ ଜାଣ ନାହିଁ?
ଯିରୀହାରେ ଦଳେ ଭବିଷ୍ଯଦ୍ବକ୍ତା ଇଲୀଶାୟ ନିକଟକୁ ଆସି କହିଲେ, ତୁମ୍ଭେ କ'ଣ ଜାଣନାହିଁ ସଦାପ୍ରଭୁ ତୁମ୍ଭର ମହାଶୟଙ୍କୁ ତୁମ୍ଭଠାରୁ ଆଜିଠାରୁ ନଇେଯିବେ?
ଏଥି ରେ ତା'ର ସ୍ବାମୀ କହିଲା, ତୁମ୍ଭେ କାହିଁକି ଆଜି ପରମେଶ୍ବରଙ୍କ ଲୋକ ଇଲୀଶାୟଙ୍କ ନିକଟକୁ ୟିବ? ଆଜିତ ଅମାବାସ୍ଯା ନୁହେଁ କି ବିଶ୍ରାମବାର ନୁହେଁ।
ସହେି ନେତା ଓ ଲବେୀୟ ଓ ଯାଜକମାନେ ଯିହୁଦାର ଲୋକମାନଙ୍କୁ ଶିକ୍ଷା ଦେଲେ। ସମାନଙ୍କେ ନିକଟରେ ସଦାପ୍ରଭୁଙ୍କ ନିଯମପୁସ୍ତକ ଥିଲା। ସମାନେେ ଯିହୁଦାର ସମସ୍ତ ସହର ମଧ୍ଯ ଦଇଗେଲେ ଓ ଲୋକମାନଙ୍କୁ ଶିକ୍ଷା ଦେଲେ।
ଏହାପରେ ହାମନ୍ ଅକ୍ଷଶ୍ବରେଶ ରାଜାକୁ କହିଲା, ଆପଣଙ୍କ ରାଜ୍ଯର ସମସ୍ତ ପ୍ରଦେଶସ୍ଥ ଲୋକଙ୍କ ମଧିଅରେ ଛିନ୍ନଭିନ୍ନ ଓ ପୃଥକ୍କୃତ ଏକ ଦେଶୀଯ ଲୋକ ଅଛନ୍ତି। ଅନ୍ୟ ସକଳ ଲୋକଙ୍କର ବ୍ଯବସ୍ଥାଠାରୁ ସମାନଙ୍କେ ବ୍ଯବସ୍ଥା ଭିନ୍ନ ସମାନେେ ମଧ୍ଯ ମହାରାଜାଙ୍କ ବ୍ଯବସ୍ଥା ମାନନ୍ତି ନାହିଁ। ଏଣୁ ସମାନଙ୍କେ ବ୍ଯବହାର ସହ୍ଯ କରିବା ମହାରାଜାଙ୍କର ଉଚିତ୍ ନୁହେଁ।
ସହେି ଶତ୍ରୁମାନେ କହନ୍ତି, ଆସ ଆମ୍ଭମାନେେ ସମାନଙ୍କେୁ ପୁରାପୁରି ଧ୍ବଂସ କରିଦବୋ, ତବେେ ସମାନେେ ଗୋଟିଏ ଜାତି ହାଇେ ରହିବେ ନାହିଁ। ତାହା ହେଲେ ଇଶ୍ରାୟେଲର ନାମକୁ କହେି ମନେପକାଇବେ ନାହିଁ।
ହେ ପରମେଶ୍ବର, ସମାନେେ ସମାନଙ୍କେର ଯୋଜନାରେ ଏକତ୍ରୀତ ହାଇେଛନ୍ତି। ସମାନେେ ତୁମ୍ଭ ବିରୁଦ୍ଧରେ ୟୁଦ୍ଧ କରିବା ପାଇଁ ଏକ ଚୁକ୍ତି କରିଛନ୍ତି।
ମୁଁ ପ୍ରତିଜ୍ଞା କରୁଅଛି ୟେ, ୟିରୁଶାଲମ ସର୍ବଦା ମାରେ ଆନନ୍ଦ ଧାମ ହାଇେ ରହିବ। ହେ ସଦାପ୍ରଭୁ, ଇଦୋମୀଯମାନଙ୍କୁ ସ୍ମରଣ କର ଏବଂ ୟିରୁଶାଲମ ଅବରୋଧ ହବୋ ସମୟ ସମାନେେ ୟାହା କଲେ ସେଥିପାଇଁ ସମାନଙ୍କେୁ ଦଣ୍ଡିତ କର। ସ୍ମରଣ କର ସମାନେେ କିପରି ଚିତ୍କାର କଲେ, ଏହି କୋଠାଘରକୁ ଧ୍ବଂସ କର !ସମାନଙ୍କେୁ ଟାଣିଆଣି ଧୂଳିରେ ମିଶାଇ ଦିଅ।
ଯୀଶୁ ଯୀହୂଦୀ ସମାଜଗୃହ ମାନଙ୍କ ରେ ସ୍ବର୍ଗ ରାଜ୍ଯ ରେ ସୁସମାଗ୍ଭର ପ୍ରଗ୍ଭର କରି ଓ ଲୋକଙ୍କର ସମସ୍ତ ପ୍ରକାର ରୋଗ ଓ ପୀଡା ଦୂରକରି ସମଗ୍ର ଗାଲିଲୀ ରାଜ୍ଯ ରେ ଭ୍ରମଣ କଲେ।