ଗୀତସଂହିତା 75:6 · ଓଡ଼ିଆ ବାଇବେଲ
କୌଣସି ବ୍ଯକ୍ତିକୁ ମହତ୍ବପୂର୍ଣ୍ଣ କରିବାରେ ପୃଥିବୀର କୌଣସି ଶକ୍ତି ନାହିଁ।
Cross references
ଆୟୁବ ପୁସ୍ତକ 15:26
ସହେି ଦୁଷ୍ଟଲୋକ ଅତ୍ଯନ୍ତ ଶକ୍ତଗ୍ରୀବ। ସେ ଆପଣା କଠିନ ଢ଼ାଲ ଧରି ପରମେଶ୍ବରଙ୍କୁ ଆକ୍ରମଣ କରିବାକୁ ଆଗଇେ ଆ ସେ।
ଗୀତସଂହିତା 3:3
କିନ୍ତୁ ହେ ସଦାପ୍ରଭୁ, ଏହା କବଳେ ତୁମ୍ଭେ ୟିଏକି ମାରେ ଢ଼ାଲ ସ୍ବରୂପ। ତୁମ୍ଭେ ମାରେ ମହିମା। ତୁମ୍ଭେ ହିଁ ମାେତେ ପ୍ରାଧାନ୍ଯ ଦଇେଛ।
ଗୀତସଂହିତା 66:7
ପରମେଶ୍ବର ତାଙ୍କର ମହାନ୍ ଶକ୍ତିରେ ପୃଥିବୀରେ ଶାସନ କରନ୍ତି। ପରମେଶ୍ବର ଜାତିଗଣକୁ ନିରୀକ୍ଷଣ କରନ୍ତି। ତାଙ୍କ ବିପକ୍ଷରେ ଜିଦ୍ଖୋର ହାଇେ ବିଦ୍ରୋହୀ ଭାବେ ଛିଡ଼ା ହବୋ ଉଚିତ୍ ନୁହେଁ।
ଯିରିମିୟ 48:30
ସଦାପ୍ରଭୁ କହନ୍ତି, ଆମ୍ଭେ ତାହାର କୋରଧ ଜାଣୁ, ମାତ୍ର ତାହା କିଛି ନୁହେଁ ଓ ସମାନଙ୍କେର ଗର୍ବସବୁର କିଛି ମାନେ ନାହିଁ। ଏହା ଭିତ୍ତିହୀନ ବୋଲି ପ୍ରମାଣ ହବେ।