ମେଘମାଳା ସମାନଙ୍କେର ଜଳବୃଷ୍ଟି କଲେ। ଆକାଶରେ ମେଘର ଘାରେ ଗର୍ଜ୍ଜନ ଲୋକମାନେ ଶୁଣିଲେ। ତା'ପରେ ତୁମ୍ଭର ବିଜୁଳିର ବାଣସବୁ ମେଘମାଳାରେ ଚମକିଲା।
Cross references
ହେ ସଦାପ୍ରଭୁ, ତୁମ୍ଭେ ପ୍ରଥମେ ସଯେୀରରକ୍ସ୍ଟ ବାହାରିଲା ବେଳେ, ତୁମ୍ଭେ ଇଦୋମ କ୍ଷେତ୍ରରକ୍ସ୍ଟ ୟାତ୍ରା କଲା ବେଳେ ପୃଥିବୀ କଐିଲା। ଆକାଶ ବିନ୍ଦକ୍ସ୍ଟ ପାତ କଲା ମେଘମାଳା ଜଳପାତ କଲା।
ସଦାପ୍ରଭୁ ଆପଣ ବାଣ ପ୍ରଯୋଗ କଲେ। ସେ ଶତୃମାନଙ୍କୁ ଛିନ୍ଛତ୍ର କଲେ। ସଦାପ୍ରଭୁ ବିଜକ୍ସ୍ଟଳି ଦ୍ବାରା ସମାନଙ୍କେୁ ଉଦ୍ବିଗ୍ନ କଲେ।
ସଦାପ୍ରଭୁ ଆପଣା ବାଣ ପ୍ରଯୋଗ କଲେ ଓ ଶତ୍ରୁମାନଙ୍କୁ ବିନାଶ କଲେ। ସେ ବିଜୁଳି ମାରି ସମାନେଙ୍ଖୁ ଉଚ୍ଛନ୍ନ କଲେ। ଲୋକେ ବୁଝି ପାରିଲେ ନାହିଁ କ'ଣ ସବୁ ଘଟୁଛି।
ସୀନଯ ପରମେଶ୍ବରଙ୍କର ! ଇସ୍ରାଯଲରେ ପରମେଶ୍ବର! ତୁମ୍ଭ କାରଣରୁ ପୃଥିବୀ କମ୍ପିତ ହେଲା ଓ ଆକାଶ ମେଘ ବୃଷ୍ଟି କଲା।
ପରମେଶ୍ବରଙ୍କ ପାଇଁ ଗାଅ। ସେ ରଥ ଉପରେ ଚଢ଼ି ମହାକାଶରୁ ବାହାରି ଆସନ୍ତି। ତୁମ୍ଭେ ତାଙ୍କର ଗୁରୁ ଗମ୍ଭୀର ସ୍ବରକୁ ଶୁଣ।
ସୁଫ ସମୁଦ୍ର ତାହା ଦେଖି ଘୁଞ୍ଚି ଗଲା। ୟର୍ଦ୍ଦନ ନଦୀ ଉଜାଣି ବହିଲା।
ବିଜୁଳି ନିକ୍ଷପେ କରି ଶତ୍ରୁମାନଙ୍କୁ ଘରଦ୍ବାର ଦିଅ। ତୁମ୍ଭର ବାଣ ନିକ୍ଷପେ କର ଏବଂ ସମାନଙ୍କେୁ ତଡ଼ି ଦିଅ।
ପର୍ବତଗୁଡିକ ତୁମ୍ଭକୁ ଦେଖି ଥରିଲେ। ପ୍ରଚଣ୍ତ ଜଳ ଭୂମିରେ ପ୍ରବାହିତ ହେଲା। ସମୁଦ୍ର ଭୟଙ୍କର ଗର୍ଜ୍ଜନ କଲା, ଢେଉଗୁଡିକ ଉପରକୁ ଉଠିଲା।
ସୂର୍ୟ୍ଯ ଚନ୍ଦ୍ର ତାଙ୍କର କକ୍ଷ ରେ ଛିଡା ହେଲେ। ଯେତବେେଳେ ସମାନେେ ତୁମ୍ଭର ବିଦ୍ଯୁତ୍ର ଉଜ୍ଜ୍ବଳ ଦେଖିଲେ ସମାନେେ ଆଲୋକ ଦବୋ ବନ୍ଦ କଲେ। ସହେି ବିଦ୍ଯୁତ୍ ପବନ ରେ ବର୍ଚ୍ଛା ଓ ତୀର ଗତି କଲାପରି କ୍ଷିପ୍ର ଥିଲା।