ମୁଁ ପରମେଶ୍ବରଙ୍କୁ ସ୍ମରଣ କରି, ମୁଁ ତାଙ୍କୁ ମାରେ ଅନୁଭୂତି କହିବାକୁ ଚେଷ୍ଟା କରିଛି। କିନ୍ତୁ ମୁଁ ପାରୁ ନାହିଁ।
Cross references
ଯାକୁବର ପୁତ୍ର କନ୍ଯାଗଣ ତାଙ୍କୁ ଆରାମ ଦବୋକୁ ଚେଷ୍ଟା କଲେ। କିନ୍ତୁ ଯାକୁବ ସାନ୍ତ୍ବନା ପାଇବାକୁ ମନାକଲେ। ଯାକୁବ କହିଲେ, ମାରେ ମୃତ୍ଯୁ ପର୍ୟ୍ଯନ୍ତ ମାରେପୁତ୍ର ପାଇଁ ମୁଁ ଦୁଃଖ କରିବି। ତେଣୁ ଯାକୁବଙ୍କର ଦୁଃଖ ଲାଗି ରହିଲା।
ପରମେଶ୍ବର ସର୍ବଶକ୍ତିମାନ, ତାଙ୍କର ବାଣସବୁ ମାେ ଅନ୍ତରକୁ ବିଦ୍ଧ କରୁଛି। ମାରେ ଆତ୍ମା ସହେି ବାଣର ବିଷକୁ ପାନ କରୁଛି। ପରମେଶ୍ବରଙ୍କ ମାରାତ୍ମକ ଅସ୍ତ୍ରଶସ୍ତ୍ର ସବୁ ମାରେ ବିରୁଦ୍ଧ ରେ ଗୋଟିଏ ଧାଡ଼ି ରେ ସଜାଇ ରଖାୟାଇଛି।
ତେଣୁ ମୁଁ ଆଉ ନିରବ ରହିପାରିବି ନାହିଁ, ମୁଁ ମାରେ ଆତ୍ମାର ବଦନୋ ପ୍ରକାଶ କରିବି। ମୁଁ ଅଭିଯୋଗ କରିବି କାରଣ ମାରେଆତ୍ମା ତିକ୍ତ ହାଇେଅଛି।
ପରମେଶ୍ବର ତୁମ୍ଭକୁ ସାନ୍ତ୍ବନା ଦବୋକୁ ଚେଷ୍ଟା କରନ୍ତି। ତାହା ତୁମ୍ଭ ପାଇଁ ୟଥେଷ୍ଟ ନୁହେଁ। ଆମ୍ଭମାନେେ ପରମେଶ୍ବରଙ୍କ ବାଣୀ ତୁମ୍ଭକୁ ଅତି ମୃଦୁ ବାକ୍ଯ ରେ ବୁଝାଇ କହିଲୁ।
ସେଥିପାଇଁ ମୁଁ ପରମେଶ୍ବରଙ୍କୁ ଭୟ କରେ। ମୁଁ ଏକଥା ବୁଝିପା ରେ। ତେଣୁ ମୁଁ ପରମେଶ୍ବରଙ୍କୁ ଭୟ କରେ।
କିନ୍ତୁ ସହେିସବୁ କଦର୍ୟ୍ଯ କାମ ଭିତରୁ କୌଣସି ମୁଁ କବେେ କରି ନାହିଁ। ପରମେଶ୍ବରଙ୍କ ଦଣ୍ଡକୁ ମୁଁ ସବୁବେଳେ ଭୟ କରେ। ତାଙ୍କର ମହିମା ମାେତେ ଭୟଭୀତ କରେ।
ହେ ମାରେ ପ୍ରାଣ କାହିଁକି ମୁଁ ଏତେ ବ୍ଯାକୁଳ ? ମୁଁ ପରମେଶ୍ବରଙ୍କ ସହାୟତା ପାଇଁ ଅପେକ୍ଷା କରିବି। ମୁଁ ତାଙ୍କୁ ପ୍ରଶଂସା କରିବାକୁ ସୁଯୋଗ ପାଇବି। ସେ ମାେତେ ରକ୍ଷା କରିବେ।
ହେ ମାରେ ପ୍ରାଣ ତୁମ୍ଭେ କାହିଁକି ଦୁଃଖିତ ହେଉଅଛ ? କାହିଁକି ମୁଁ ଏତେ ଅସ୍ଥିର ହେଉଅଛି ? ମୁଁ ପରମେଶ୍ବରଙ୍କ ସାହାୟ୍ଯ ପାଇଁ ଅପେକ୍ଷା କରିବି। ମୁଁ ପରମେଶ୍ବରଙ୍କୁ ପ୍ରଶଂସା କରିବାକୁ ସୁଯୋଗ ପାଇବି ଓ ସେ ମାେତେ ଉଦ୍ଧାର କରିବେ।
ହେ ମାରେ ପ୍ରାଣ, କାହିଁକି ଏତେ ଦୁଃଖିତ। ମୁଁ କାହିଁକି ଏତେ ଅଧୀର ହେଉଛି। ମୁଁ ପରମେଶ୍ବରଙ୍କ ସାହାୟ୍ଯ ପାଇଁ ଅପେକ୍ଷା କରିବି। ତାଙ୍କୁ ପ୍ରଶଂସା କରିବା ପାଇଁ ମୁଁ ନିଶ୍ଚଯ ସୁଯୋଗ ପାଇବି। ସେ ମାେତେ ରକ୍ଷା କରିବେ।
ପରମେଶ୍ବର କହନ୍ତି, ତୁମ୍ଭେ ବିପଦରେ ପଡ଼ିଥିବା ବେଳେ ଆମ୍ଭକୁ ଡ଼ାକ, ଆମ୍ଭେ ତୁମ୍ଭକୁ ସାହାୟ୍ଯ କରିବୁ ଓ ତା'ପରେ ତୁମ୍ଭେ ଆମ୍ଭର ମହିମା କରିବ।
ମାେ ଅନ୍ତରରେ ମାରେ ହୃଦଯ ଅତ୍ଯନ୍ତ ବିଦୀର୍ଣ୍ଣ ହେଉଅଛି। ମୁଁ ମୃତ୍ଯୁକୁ ବହୁତ ଭୟ କରୁଛି।
ମୁଁ ଯେତବେେଳେ ଭୟଭୀତ ହୁଏ, ପୃଥିବୀର ଶଷେ ପ୍ରାନ୍ତରୁ ମୁଁ ତୁମ୍ଭକୁ ଡାକେ। ତୁମ୍ଭେ ମାେତେ ଉଚ୍ଚସ୍ଥାନରେ ଥିବା ନିରାପଦ ସ୍ଥାନକୁ ନଇୟୋଅ।
ମାରେ ପ୍ରାଣ ଦୁଃଖରେ ଭରପୁର। ମୁଁ ଶୀଘ୍ର ମରିୟିବି।
ମାରେ ଜୀବନ ଧୂଆଁ ପରି କ୍ଷଯ ପାଉଅଛି। ମାରେ ଅସ୍ଥି ନିଆଁ ଖୁଣ୍ଟାପରି ଜଳେ।
ମୁଁ ସଦାପ୍ରଭୁଙ୍କୁ ମାରେ ସମସ୍ଯା ବିଷଯରେ କହିବି। ମାରେ ଅସୁବିଧାସକଳ ବିଷଯରେ ସଦାପ୍ରଭୁଙ୍କୁ କହିବି।
ମୁଁ ତ୍ଯାଗ କରିବାକୁ ପ୍ରସ୍ତୁତ। ମୁଁ ମାରେ ସାହସ ହରାଉଛି।
ରାତ୍ରି ରେ ବିଛଣା ରେ ମୁଁ ମାରେମନର ମଣିଷକୁ ଖାଜେିଲି ଯାହାକୁ ମୁଁ ପ୍ ରମେ କରେ। ମୁଁ ତାହାଙ୍କୁ ଖାଜେିଲି। କିନ୍ତୁ ମୁଁ ତାଙ୍କୁ ପାଇଲି ନାହିଁ।
ହେ ସଦାପ୍ରଭୁ, ସଙ୍କଟ ସମୟରେ ସମାନେେ ତୁମ୍ଭକୁ ପ୍ରାର୍ଥନା କରିଛନ୍ତି। ଯେତବେେଳେ ତୁମ୍ଭେ ସମାନଙ୍କେୁ ଶାସ୍ତି ଦଲେ, ସମାନେେ ତୁମ୍ଭଙ୍କୁ ପ୍ରାର୍ଥନା ରେ ଡାକିଲେ।
ହେ ସଦାପ୍ରଭୁ, ମାେତେ ବିନାଶ କର ନାହିଁ, ବିପଦ ଦିନ ରେ ତୁମ୍ଭେ ମାରେ ଆଶ୍ରଯ ଅଟ।
ମୁଁ ଆଉ କବେେ ଶାନ୍ତି ପାଇବି ନାହିଁ। ଉତ୍ତମବସ୍ତୁ ସବୁ ମୁଁ ଭୁଲି ୟାଇଛି।
ଯେ ପର୍ୟ୍ଯନ୍ତ ସେ ବଞ୍ଚିଛି ତା'ର ପାପର ଦଣ୍ଡ ବିଧାନ ପାଇଁ କାହିଁକି ଆପତ୍ତି କରିବ?