Home Bibles ଗୀତସଂହିତା 77:6 · ଓଡ଼ିଆ ବାଇବେଲ
ଗୀତସଂହିତା 77:6 · ଓଡ଼ିଆ ବାଇବେଲ

ରାତିରେ ମୁଁ ନିଜ ଗୀତ ବିଷଯରେ ଭାବିଲି। ମୁଁ ନିଜକୁ ନିଜେ ବୁଝେ ଏବଂ ଭାବେ। ମାରେ ଆତ୍ମା ଯତ୍ନରେ ଅନୁସନ୍ଧାନ କଲା।

Cross references

ଦିତୀୟ ବିବରଣ 32:7

ପୂର୍ବକାଳର ଦିନସବୁ ସ୍ମରଣ କର, ଗତ ବହକ୍ସ୍ଟ ପୁରୁଷର ବର୍ଷ ବିବଚେନା କର। ତକ୍ସ୍ଟମ୍ଭ ପିତାଙ୍କୁ ପଗ୍ଭର, ସେ ତୁମ୍ଭକୁ ଜଣାଇବେ। ତୁମ୍ଭର ପ୍ରୀଚୀନମାନଙ୍କୁ ପଗ୍ଭର, ସମାନେେ ତୁମ୍ଭକୁ କହିବେ।

ଆୟୁବ ପୁସ୍ତକ 10:2

ମୁଁ ପରମେଶ୍ବରଙ୍କୁ କହି ପାରିବି, ' ମାେତେ କଳଙ୍କିତ କର ନାହିଁ। ମାେତେ କବଳେ ଏତିକି କୁହନ୍ତୁ, ମୁଁ କ'ଣ ଭୁଲ କରିଛି। ଆପଣଙ୍କର ମାେ ବିପକ୍ଷ ରେ କ'ଣ କହିବାର ଅଛି।

ଆୟୁବ ପୁସ୍ତକ 35:10

କିନ୍ତୁ ସହେି ମନ୍ଦ ଲୋକମାନେ ପରମେଶ୍ବରଙ୍କ ସାହାୟ୍ଯ କାମନା କରନ୍ତି ନାହିଁ। ସମାନେେ କହିବେ ନାହିଁ, 'କେଉଁଠି ସହେି ପରମେଶ୍ବର ଅଛନ୍ତି, ୟିଏ ମାେତେ ତିଆରି କରିଛନ୍ତି। ଲୋକମାନେ ଯେତବେେଳେ ନିରାଶ ହୁଅନ୍ତି, ପରମେଶ୍ବର ସେତବେେଳେ ତାଙ୍କୁ ସାହାୟ୍ଯ କରନ୍ତି। ତେଣୁ ସେ କାହାଁନ୍ତି।

ଗୀତସଂହିତା 4:4

ୟଦି ତୁମ୍ଭକୁ କୌଣସି କଥା ବିବ୍ରତ କରୁଛି, ତୁମ୍ଭେ ବିଛଣାକୁ ଶାଇେବାକୁ ୟିବା ପୂର୍ବରୁ ସହେି କଥାଗୁଡ଼ିକ ଚିନ୍ତା କର ଓ ଆନନ୍ଦ ମନରେ ଶାନ୍ତିରେ ଆରାମ କର।

ଗୀତସଂହିତା 42:8

ରାତି ହେଉକି ଦିନ ସଦାପ୍ରଭୁ ତାଙ୍କର ପ୍ରକୃତ ପ୍ରମେ ଢ଼ାଳି ଦିଅନ୍ତି। ସହେି ଜୀବନ୍ତ ପରମେଶ୍ବରଙ୍କ ପାଇଁ ମାେ ନିକଟରେ ଏକ ଗୀତ ଅଛି।

ଗୀତସଂହିତା 139:23

ପରମେଶ୍ବର, ମାେ ପ୍ରତି ଦୃଷ୍ଟି ଦିଅ ଏବଂ ମାରେ ମନ କଥା ପଢ଼। ମାେତେ ପରୀକ୍ଷା କର ଏବଂ ମାେ ହୃଦଯକୁ ଜାଣ।

ଗୀତସଂହିତା 143:4

ମୁଁ ତ୍ଯାଗ କରିବାକୁ ପ୍ରସ୍ତୁତ। ମୁଁ ମାରେ ସାହସ ହରାଉଛି।

ଗୀତସଂହିତା 143:5

ମୁଁ ପୁରୁଣା ଦିନସବୁ ମନେ ପକାଏ। ମୁଁ ତୁମ୍ଭର କର୍ମ ବିଷଯରେ ଭାବେ। ତୁମ୍ଭେ ୟାହାସବୁ କର ମୁଁ ସେସବୁ ବିଷଯରେ ଭାବେ।

ଉପଦେଶକ 1:16

ମୁଁ ନିଜକୁ ନିଜେ କ ହେ, ମୁଁ ବଡ଼ ଜ୍ଞାନୀ ୟିରୁଶାଲମ ରେ ମାେ ପୂର୍ବରୁ ଯେଉଁ ରାଜା ଥିଲେ, ମୁଁ ସମାନଙ୍କେଠାରୁ ଜ୍ଞାନବାନ୍। ମୁଁ ବହୁତ ଜ୍ଞାନ ପ୍ରାପ୍ତ ହାଇେଅଛି। ମାରେ ହୃଦଯ ଜ୍ଞାନ ଓ ବିଦ୍ଯା ରେ ମହାନୁଭବୀ ହାଇେଅଛି?

ଯିରିମିୟଙ୍କ ବିଳାପ 3:40

ଆମ୍ଭମାନେେ ନିଜ ନିଜ ପଥ ଅନୁସନ୍ଧାନ ଓ ପରୀକ୍ଷା କରିବା ଓ ସଦାପ୍ରଭୁଙ୍କ ନିକଟକୁ ଫରେିବା।

ଯୂନସ 1:2

ସଦାପ୍ରଭୁ କହିଲେ, ନୀନିବୀ ଗୋଟିଏ ବିରାଟ ନଗରୀ। ସଠାେ ରେ ଲୋକମାନେ ବହୁତ ମନ୍ଦକାର୍ୟ୍ଯ କରୁଛନ୍ତି ବୋଲି ଆମ୍ଭେ ଶୁଣିଲୁ। ଉଠ ଓ ସହେି ନଗରୀକୁ ୟାଅ ଏବଂ ତାହା ବିରୁଦ୍ଧ ରେ ଆମ୍ଭ ବିଚାରଧାରା ଘାଷେଣା କର।

ହବକକୂକ 3:17

ଡିମିରି ଗଛ ରେ ଡିମିରି ଫଳ ନପା ରେ, ଦ୍ରାକ୍ଷାଲତା ରେ ଅଙ୍ଗୁର ଫଳି ନପା ରେ, ଅଲିଭ ଗଛ ରେ ଅଲିଭ୍ ଉତ୍ପନ୍ନ ନ ହାଇପୋ ରେ, କ୍ଷତେ ରେ ଖାଦ୍ୟଶସ୍ଯ ନ ହାଇପୋ ରେ, ମେଣ୍ତାଶାଳ ରେ ମେଣ୍ତା ନରହି ପାରନ୍ତି ଓ ଶସ୍ଯଖଳା ରେ ଗୋରୁପଲ ନଥାଇ ପାରନ୍ତି।

ରେରିତମାନଙ୍କ କାର୍ଯ୍ୟର ବିବରଣ 16:25

ପାଉଲ ଓ ଶୀଲା ମଧ୍ଯରାତ୍ରି ବେଳେ ପରମେଶ୍ବରଙ୍କୁ ପ୍ରାର୍ଥନା ଓ ସ୍ତୁତି ଗାନ କରୁଥିଲେ। ଅନ୍ୟ ବନ୍ଦୀମାନେ ତାହାସବୁ ଶୁଣୁଥିଲେ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 11:28

ପ୍ରେତ୍ୟକକଲୋକ ରୋଟୀ ଖାଇବା ପୂର୍ବରୁ ଓ ପିଆଲାରୁ ପିଇବା ପୂର୍ବରୁ ନିଜ ହୃଦୟକୁ ପରୀକ୍ଷା କରିନବୋ ଦରକାର।

Interlinear

Choose Theme