Home Bibles ☰ Books ଗୀତସଂହିତା 77:7 · ଓଡ଼ିଆ ବାଇବେଲ
ଗୀତସଂହିତା 77:7 · ଓଡ଼ିଆ ବାଇବେଲ

ମୁଁ ଆଶ୍ଚର୍ୟ୍ଯ ହଲିେ, ପ୍ରଭୁ ସଦାକାଳ ପାଇଁ ଆମ୍ଭକୁ ପରିତ୍ଯାଗ କରିଛନ୍ତି କି ? ଆଉ ସେ କ'ଣ ସୁପ୍ରସନ୍ନ ହବେେ ନାହିଁ ?

Cross references

ଗୀତସଂହିତା 4:5

ସଦାସର୍ବଦା ସଦାପ୍ରଭୁଙ୍କ ଉପରେ ବିଶ୍ବାସ ରଖି ପରମେଶ୍ବରଙ୍କ ଉଦ୍ଦେଶ୍ଯରେ ଧର୍ମ ବଳିଦାନ ଉତ୍ସର୍ଗ କର।

ଗୀତସଂହିତା 13:1

ହେ ସଦାପ୍ରଭୁ, ମୁଁ ଗର୍ବୀ ବା ଅହଙ୍କାରୀ ନୁହେଁ। ମୁଁ ଗୁରୁତ୍ବପୂର୍ଣ୍ଣ ଜିନିଷ କରିବା ପାଇଁ ଚେଷ୍ଟା କରୁ ନାହିଁ। ମୁଁ ମହାନ୍ କାର୍ୟ୍ଯ କିଅବା ବହୁତ ଆଶ୍ଚର୍ୟ୍ଯ କାର୍ୟ୍ଯ କରିବା ପାଇଁ ଆଗ୍ରହୀ ହାଇେ ନାହିଁ।

ଗୀତସଂହିତା 37:24

ସମାନେେ ଝୁଣ୍ଟି ପଡ଼ିବେ ନାହିଁ କାରଣ ସଦାପ୍ରଭୁ ସମାନଙ୍କେୁ ସମର୍ଥନ କରନ୍ତି।

ଗୀତସଂହିତା 44:9

କିନ୍ତୁ ହେ ପରମେଶ୍ବର, ତୁମ୍ଭେ ଆମ୍ଭକୁ ଛାଡ଼ି ଚାଲିଗଲ। ତୁମ୍ଭେ ଆମ୍ଭକୁ ମାନସିକ ଅଶାନ୍ତ କଲ। ତୁମ୍ଭେ ଆମ୍ଭ ସହିତ ୟୁଦ୍ଧ କ୍ଷେତ୍ରକୁ ଆସିଲ ନାହିଁ।

ଗୀତସଂହିତା 74:1

ପରମେଶ୍ବର, ତୁମ୍ଭେ କାହିଁକି ବହୁତ ଦିନ ଆମ୍ଭମାନଙ୍କୁ ପରିତ୍ଯାଗ କଲ ? ତୁମ୍ଭେ କାହିଁକି ଆମ୍ଭମାନଙ୍କ ଉପରେ ଏତେ ରାଗିଅଛ, ଆମ୍ଭେ ୟେ ତୁମ୍ଭର ନିଜ ଦଳ?

ଗୀତସଂହିତା 79:5

ହେ ପରମେଶ୍ବର, ଏହା ଆଉ କେତେ ଦିନ ପର୍ୟ୍ଯନ୍ତ ୟିବ ? ତୁମ୍ଭେ କ'ଣ ଚିରକାଳ ଆମ୍ଭମାନଙ୍କ ଉପରେ କୋର୍ଧ କରିଥିବ ? ତୁମ୍ଭର ଅନ୍ତର କଗ୍ଦଣ ଜ୍ବାଳା ଅଗ୍ନିପରି ସର୍ବଦା ଜଳିବ ?

ଗୀତସଂହିତା 85:1

ହେ ସଦାପ୍ରଭୁ, ତୁମ୍ଭେ ନିଜ ଦେଶ ପ୍ରତି ଦୟା ଦଖାଇେଅଛ। ବିଦେଶରେ ୟାକୁବର ଲୋକମାନେ ବନ୍ଦୀ ହାଇେଥିଲେ। ସମାନଙ୍କେୁ ଛଡ଼ାଇ ତାଙ୍କର ନିଜ ଦେଶକୁ ନଇେଆସିଲ।

ଗୀତସଂହିତା 85:5

ତୁମ୍ଭେ କି ସଦାକାଳ ଆମ୍ଭ ଉପରେ କୋର୍ଧିତ ହାଇେ ରହିବ ?

ଗୀତସଂହିତା 89:38

କିନ୍ତୁ ହେ ପରମେଶ୍ବର, ତୁମ୍ଭେ ଆପଣା ଅଭିଷିକ୍ତ ପ୍ରତି କୋର୍ଧ ହାଇେଅଛି, ତୁମ୍ଭେ ତାକୁ ଛାଡ଼ିଲ ଏବଂ ତ୍ଯାଗ କରିଅଛ।

ଗୀତସଂହିତା 89:46

ହେ ସଦାପ୍ରଭୁ, ଏହିପରି କେତେ ଦିନ ଚାଲିବ ? ତୁମ୍ଭେ କ'ଣ ସବୁଦିନ ପାଇଁ ଆମ୍ଭମାନଙ୍କଠାରୁ ଲୁଚଇେ ରହିବ ? ତୁମ୍ଭର କୋର୍ଧ କ'ଣ ଚିରକାଳ ଅଗ୍ନି ତୁଲ୍ଯ ଜଳିବ ?

ଯିରିମିୟ 23:24

ସଦାପ୍ରଭୁ କହନ୍ତି, କୌଣସି ବ୍ଯକ୍ତି ଆମ୍ଭଠାରୁ ନିଜକୁ ଗୋପନୀଯ କରି ରହିପାରିବ ନାହିଁ। କାରଣ ଆମ୍ଭେ ସ୍ବର୍ଗ ଓ ମର୍ତ୍ତ୍ଯ ସବୁଠା ରେ ବ୍ଯାପି ରହିଅଛୁ।

ଯିରିମିୟଙ୍କ ବିଳାପ 3:31

ସଦାପ୍ରଭୁ ଚିରକାଳ ପାଇଁ ତାକୁ ପରିତ୍ଯାଗ କରିବେ ନାହିଁ।

ରୋମୀୟଙ୍କ ପ୍ରତି ପତ୍ର 11:1

ତା' ହେଲେ ମୁଁ ପ୍ରଶ୍ନ କରୁଛି: କଣ ପରମେଶ୍ବର ନିଜ ଲୋକମାନଙ୍କୁ ପରିତ୍ଯାଗ କରନ୍ତି କି? ନା! ମୁଁ ଜଣେ ଇଶ୍ରାୟେଲୀୟ ଲୋକ। ମୁଁ ଅବ୍ରାହାମଙ୍କ ପରିବାରର ଅଟେ। ବିନ୍ଯାମୀନଙ୍କ ଗୋଷ୍ଠୀ ରେ ଜାତ।

Interlinear

Choose Theme