Home Bibles ☰ Books ଗୀତସଂହିତା 77:9 · ଓଡ଼ିଆ ବାଇବେଲ
ଗୀତସଂହିତା 77:9 · ଓଡ଼ିଆ ବାଇବେଲ

ପରମେଶ୍ବର କ'ଣ କୃପା କରିବାକୁ ପାସୋରି ଅଛନ୍ତି ? ତାଙ୍କର ଦୟା କ'ଣ କୋର୍ଧରେ ପରିଣତ ହାଇେଅଛି ?

Cross references

ଗଣନା ପୁସ୍ତକ 23:19

ପରମେଶ୍ବର ମନୁଷ୍ଯ ନୁହଁନ୍ତି, ସେ ମିଥ୍ଯା କହିବେ ନାହିଁ। ସେ ମଧ୍ଯ ମନୁଷ୍ଯ ନୁହଁନ୍ତି। ସେ ତାଙ୍କର ସିଦ୍ଧାନ୍ତ ବଦଳାଇବେ ନାହିଁ। ସେ କହିବେ କି ଯାହା ସେ କରିବେ ନାହିଁ? ନା! ସେ କହିବେ କି ଏବଂ ତାହା ହବେ ନାହିଁ? ନା!

ଗୀତସଂହିତା 25:6

ହେ ସଦାପ୍ରଭୁ, ମାେ ପ୍ରତି ଦୟା ଦଖାଇବୋକୁ ସ୍ମରଣ କର। ମାେତେ ଠିକ୍ ସହେିପରି ସ୍ନହପେୂର୍ଣ୍ଣ କରୁଣା ଦଖାେଅ, ୟାହାକି ତୁମ୍ଭେ ସର୍ବଦା ଦଖାଇେଅଛ।

ଗୀତସଂହିତା 40:11

ତଣେୁ ହେ ସଦାପ୍ରଭୁ, ତୁମ୍ଭର ଦୟାକୁ ମାଠାେରେ ଲୁଚାଅ ନାହିଁ। ତୁମ୍ଭର ସ୍ନହପେୂର୍ଣ୍ଣ କରୁଣା ଓ ସତ୍ଯତା ସର୍ବଦା ମାେତେ ରକ୍ଷା କରୁ।

ଗୀତସଂହିତା 51:1

ହେ ପରମେଶ୍ବର, ଆପଣଙ୍କ ସ୍ନହପେୂର୍ଣ୍ଣ କରୁଣା ଅନୁସାରେ ମାେ ପ୍ରତି ଦୟାକର। ତୁମ୍ଭର ମହାନ କରୁଣା ଅନୁସାରେ, ମାରେ ସମସ୍ତ ପାପ କ୍ଷମା କରନ୍ତୁ।

ଯିଶାଇୟ 40:27

ହେ ଯାକୁବ, ତୁମ୍ଭେ କାହିଁକି ଅଭିଯୋଗ କରୁଛ ? ହେ ଇଶ୍ରାୟେଲ, ତୁମ୍ଭେ କାହିଁକି ଏହା ପ୍ରଚାର କରୁଛ ? ମାରେପଥ, ସଦାପ୍ରଭୁଙ୍କଠାରୁ ଗୁପ୍ତ ବୋଲି ଓ ମାରେ ବିଚାର ପରମେଶ୍ବରଙ୍କର ଜ୍ଞାନର ଅତୀତ ବୋଲି କହୁଅଛି।'

ଯିଶାଇୟ 49:14

ମାତ୍ର ସିୟୋନ କ ହେ, ସଦାପ୍ରଭୁ ମାେତେ ପରିତ୍ଯାଗ କରିଛନ୍ତି। ମାରେପ୍ରଭୁ ମାେତେ ଭୁଲି ୟାଇଛନ୍ତି।

ଯିଶାଇୟ 63:15

ବର୍ତ୍ତମାନ ସ୍ବର୍ଗ ଉପରୁ ଦେଖ, ତୁମ୍ଭ ପବିତ୍ରତା ଓ ତୁମ୍ଭ ପରାକ୍ରମର ବସତି ସ୍ଥାନରୁ ଦେଖ, ତୁମ୍ଭର ଶାଶ୍ବତ ପ୍ ରମେ କାହିଁ ? ତୁମ୍ଭର କୋହ ଓ ଦୟା କାହିଁ।

ଲୂକଲିଖିତ ସୁସମାଚାର 13:25

ଯଦି ଜଣେ ଲୋକ ତା'ର ଘରର କବାଟ ବନ୍ଦ କରି ଦିଏ ତବେେ ତୁମ୍ଭମାନେେ ବାହା ରେ ଠିଆ ହାଇେ କବାଟ ବାଡଇବେ। କିନ୍ତୁ ସେ କବାଟ ଖାଲିବେ ନାହିଁ। ତୁମ୍ଭମାନେେ କହିବ, 'ଆଜ୍ଞା, ଆମ୍ଭ ପାଇଁ ଦ୍ବାର ଫିଟାନ୍ତୁ।' କିନ୍ତୁ ଲୋକଟି କହିବ, 'ମୁଁ ତୁମ୍ଭକୁ ଜାଣିନାହିଁ। ତୁମ୍ଭମାନେେ କେଉଁଠାରୁ ଆସିଛ?'

ରୋମୀୟଙ୍କ ପ୍ରତି ପତ୍ର 11:32

ସବୁ ଲୋକେ ପରମେଶ୍ବରଙ୍କୁ ଅବଜ୍ଞା କରୁଛନ୍ତି। ସମସ୍ତଙ୍କୁ ସେ ଅବାଧ୍ଯ ସ୍ଥିତି ରେ ପକାଇଛନ୍ତି ଯେପରି ସେ ସମସ୍ତଙ୍କୁ ଦୟା ଦଖାଇେ ପାରିବେ।

ଯୋହନଙ୍କ ପ୍ରଥମ ପତ୍ର 3:17

ଯେଉଁ ବିଶ୍ବାସୀ ଜଗତର ସମସ୍ତ ଧନ ରେ ଧନୀ, କିନ୍ତୁ ନିଜ ଭାଇକୁ ଅଭାବ ଅବସ୍ଥା ରେ ଦେଖି ମଧ୍ଯ ତାହାକୁ ସାହାୟ୍ଯ କରେ ନାହିଁ, ତା' ହୃଦୟ ରେ ପରମେଶ୍ବରଙ୍କର ପ୍ ରମେ ନାହିଁ।

Interlinear

Choose Theme