Home Bibles ଗୀତସଂହିତା 78:2 · ଓଡ଼ିଆ ବାଇବେଲ
ଗୀତସଂହିତା 78:2 · ଓଡ଼ିଆ ବାଇବେଲ

ମୁଁ ତୁମ୍ଭମାନଙ୍କୁ ଗୋଟିଏ ଗପ କହିବି। ମୁଁ ତୁମ୍ଭମାନଙ୍କୁ ଅତୀତର ଗପ କହିବି, ୟାହାକି ବୁଝିବା ପାଇଁ କଷ୍ଟକର।

Cross references

ଦିତୀୟ ବିବରଣ 29:28

ପକ୍ସ୍ଟଣି ସଦାପ୍ରଭୁ କୋର୍ଧ ରେ ଓ ପ୍ରଚଣ୍ତତା ରେ ଓ ମହା କୋପରେ ସମାନଙ୍କେ ଦେଶରକ୍ସ୍ଟ ସମାନଙ୍କେୁ ଉତ୍ପାଟନ କଲେ ଓ ସମାନଙ୍କେୁ ଅନ୍ୟ ଦେଶ ରେ ନିକ୍ଷପେ କଲେ, ଯେଉଁଠା ରେ ସମାନେେ ଆଜି ଅଛନ୍ତି।'

ଗୀତସଂହିତା 49:4

ମୁଁ ସେ ସବୁ ୟେ ଶୁଣି ଅଛି ଓ ବର୍ତ୍ତମାନ ମୁଁ ସେ ସବୁକୁ ମାରେ ବୀଣାବାଦନ ସହିତ ଗାଯନ କରିବି ଏବଂ ତୁମ୍ଭ ନିକଟରେ ସହେି ଗୁଢ଼ ବିଷଯସବୁ ପ୍ରକାଶ କରିବି।

ଗୀତସଂହିତା 49:5

ୟଦି ବିପଦ ପଡ଼େ ମୁଁ କାହିଁକି ଭୟଭୀତ ହବେି। ୟଦି ଦୁଷ୍ଟ ଲୋକମାନେ ମାରେ ଚାରିକଡ଼ରେ ଘରେିୟାଇ ମାେତେ ୟନ୍ତାରେ ପକାଇବାକୁ ଚେଷ୍ଟା କରନ୍ତି, ସଠାେରେ ମଧ୍ଯ ମାରେ ଭୟ କରିବାର କୌଣସି କାରଣ ନାହିଁ।

ହିତୋପଦେଶ 1:6

ଯେଉଁ ଲୋକମାନେ, ୟିଏକି ଏହି ହିତାପଦେେଶ ଶୁଣନ୍ତି, ଜ୍ଞାନୀ ଲୋକ କହି ୟାଇଥିବା କଥା ବୁଝିବା ରେ ସକ୍ଷମ ହବେେ ଏବଂ ଗୁପ୍ତ ରହିଥିବା ଗଳ୍ପର ଅର୍ଥ ମଧ୍ଯ ବୁଝିପାରିବେ। ସମାନେେ ଜ୍ଞାନୀମାନଙ୍କର କହିଥିବା ହିତଜନକ ପରାମର୍ଶ ବୁଝିପାରିବେ।

ଯିଶାଇୟ 46:9

ପୁରାତନ କଥାକୁ ସ୍ମରଣ କର, କାରଣ ଆମ୍ଭେ ପରମେଶ୍ବର ଓ ଅଦ୍ବିତୀୟ, ଆମ୍ଭ ତୁଲ୍ଯ ଅନ୍ୟ କହେି ନାହିଁ।

ମାଥିଉଲିଖିତ ସୁସମାଚାର 13:11

ଯୀଶୁ କହିଲେ, ସ୍ବର୍ଗରାଜ୍ଯର ନିଗୂଢ ସତ୍ଯ ଜାଣିବା ପାଇଁ କବଳେ ତୁମ୍ଭମାନଙ୍କୁ ଅଧିକାର ମିଳିଛି। ଏ ଅଧିକାର ସମାନଙ୍କେୁ ଦିଆଯାଇନାହିଁ।

ମାଥିଉଲିଖିତ ସୁସମାଚାର 13:34

ଯୀଶୁ ସବୁ କିଛି କାହାଣୀ ମାଧ୍ଯମ ରେ କହୁଥିଲେ। ବାସ୍ତବ ରେ ସେ ସମାନଙ୍କେୁ କାହାଣୀ ମାଧ୍ଯମ ଛଡା କିଛି କହୁନଥିଲେ।

ମାର୍କଲିଖିତ ସୁସମାଚାର 4:34

ଯୀଶୁ ଲୋକଙ୍କୁ ଉପଦେଶ ଦଲୋ ବେଳେ ସବୁବେଳେ ଦୃଷ୍ଟାନ୍ତର ପ୍ରଯୋଗ କରୁଥିଲେ। କିନ୍ତୁ ଯୀଶୁଙ୍କ ସହିତ ତାହାଙ୍କ ଶିଷ୍ଯମାନେ ଏକୁଟିଆ ଥିବା ବେଳେ, ଯୀଶୁ ସମାନଙ୍କେୁ ସବୁଗୁଡିକର ଅର୍ଥ ସ୍ପଷ୍ଟ ଭାବରେ ବୁଝଇେ ଦେଉଥିଲେ।

Interlinear

Choose Theme