ଗୀତସଂହିତା 78:31 · ଓଡ଼ିଆ ବାଇବେଲ
ପରମେଶ୍ବର ସମସ୍ତ ଲୋକମାନଙ୍କ ଉପରେ ପ୍ରବଳ କୋର୍ଧ ହେଲେ, ଏବଂ ସମାନଙ୍କେ ମଧ୍ଯରୁ ସବୁଠୁଁ ସ୍ବାସ୍ଥ୍ଯବାନ ଲୋକଙ୍କୁ ହତ୍ଯା କଲେ। ସେ ଇଶ୍ରାୟେଲର ଉତ୍ତମ ୟୁବକମାନଙ୍କୁ ତଳକୁ ଖସାଇ ଆଣିଲେ।
Cross references
ଗଣନା ପୁସ୍ତକ 11:33
ସମାନଙ୍କେ ଦନ୍ତ ମଧିଅରେ ମାଂସ ଥିଲା ବେଳେ ତାହା ଚର୍ବଣ କରିବା ପୂର୍ବରୁ ସଦାପ୍ରଭୁଙ୍କ କୋର୍ଧ ସମାନଙ୍କେ ଉପରେ ପ୍ରଜ୍ବଳିତ ହେଲା। ତହୁଁ ସଦାପ୍ରଭୁ ସମାନଙ୍କେୁ ମହାମାରୀ ରେ ସଂହାର କଲେ ଓ ସହେି ସ୍ଥାନ ରେ ସମାନେେ କବର ନେଲେ।
ଯିଶାଇୟ 10:16
ଅଶୂର ଭାବେ ସେ ମହାନ୍। ମାତ୍ର ସର୍ବଶକ୍ତିମାନ ସଦାପ୍ରଭୁ ତା ବିରୁଦ୍ଧ ରେ ଏକ ଭୟଙ୍କର ବ୍ଯାଧି ପଠାଇବେ। ଗୋଟିଏ ରୋଗୀ ତା'ର ଓଜନ ହରାଇଲା ପରି ଅଶୂର ତା'ର ଅର୍ଥ ଓ ସାମର୍ଥ୍ଯ ହରାଇବ। ତା'ପ ରେ ଅଶୂରର ସମସ୍ତ ଗୌରବ ଧ୍ବଂସ ପାଇବ। ଏହା ଅଶୂରର ସମସ୍ତ ଧ୍ବଂସ କରିବା ପର୍ୟ୍ଯନ୍ତ ଜ୍ବଳନ୍ତ ଅଗ୍ନି ସଦୃଶ ହବେ।