କିନ୍ତୁ ଏହି ଲୋକମାନେ ପୁନରାଯ ପାପ କଲେ !ସମାନେେ ପରମେଶ୍ବରଙ୍କ ଆଶ୍ଚର୍ୟ୍ଯ କାର୍ୟ୍ଯରେ ବିଶ୍ବାସ କଲେ ନାହିଁ। ୟାହା ପରମେଶ୍ବର କରିଥିଲେ।
Cross references
ସମସ୍ତ ମଣ୍ତଳୀ ସହେି ରାତ୍ରି ରେ ଛାଉଣୀ ରେ ଉଚ୍ଚସ୍ବର ରେ ରୋଦନ କଲେ।
ସଦାପ୍ରଭୁ ମାଶାଙ୍କେୁ କହିଲେ, ଏହି ଲୋକମାନେ କେତକୋଳ ମାେତେ ପ୍ରତ୍ଯାଖ୍ଯାନ କରିବେ? ଆଉ ସମାନଙ୍କେ ମଧିଅରେ କରିଥିବା ଆଶ୍ଚର୍ୟ୍ଯ କାର୍ୟ୍ଯ ସର୍ତ୍ତେ, କେତଦେିନ ସମାନେେ ମାେତେ ଅବିଶ୍ବାସ କରିବେ?
ଲବେୀୟ ଏକ ବଂଶଧର କୋରହ, କୋରହ ୟିଷହରର ପୁତ୍ର, ତା'ର ପିତା କହାତ ଏବଂ ରୂବନରେ ତିନିଜଣ ମଧ୍ଯରୁ ଦାଥନ ଓ ଅବୀରାମ, ଇଲିଯାବର ଦୁଇ ପୁତ୍ର ପଲତରେ ପୁତ୍ର ଓନ୍।
କିଣାନ ବଂଶୀଯ ରାଜା ଆରାଦ ଦକ୍ଷିଣ ପ୍ରଦେଶ ରେ ବାସ କରୁଥିବା ବେଳେ ଶୁଣିଲେ ଯେ ଇଶ୍ରାୟେଲର ଲୋକମାନେ ଅଥାରୀମର ପଥ ଦଇେ ଆସୁଛନ୍ତି। ତେଣୁ ସେ ସମାନଙ୍କେ ବିରୁଦ୍ଧ ରେ ୟୁଦ୍ଧ କଲେ ଓ ସମାନଙ୍କେ ମଧ୍ଯରୁ କେତକଙ୍କେୁ ବନ୍ଧୀ କଲେ।
ଅନନ୍ତର ଇଶ୍ରାୟେଲର ଲୋକମାନେ ଶିଟୀମ ରେ ବାସ କଲେ। ସେତବେେଳେ ସମାନେେ ମାୟୋବର କନ୍ଯାମାନଙ୍କ ପ୍ରତି ବ୍ଯଭିଚାର ପାପରେ ମାତି ରହିଲେ।
ସମାନେେ ପରମେଶ୍ବର କରିଥିବା ମହତ କାର୍ୟ୍ଯ ଭୁଲିଗଲେ। ପରମେଶ୍ବର ସମାନଙ୍କେୁ ଦଖାଇେଥିବା ଆଶ୍ଚର୍ୟ୍ଯ କାର୍ୟ୍ଯମାନ ସମାନେେ ଭୁଲିଗଲେ।
କାହିଁକି ? କାରଣ ଲୋକମାନେ ତାଙ୍କ ଉପରେ ଆଶ୍ରିତ ହେଲେ ନାହିଁ। ପରମେଶ୍ବର ସମାନଙ୍କେୁ ରକ୍ଷା କରିବେ ବୋଲି ସମାନେେ ବିଶ୍ବାସ କଲେ ନାହିଁ।
କିନ୍ତୁ ଇଶ୍ରାୟେଲର ପୁତ୍ରଗଣ ମରୁଭୂମିରେ ମାେ ବିରୁଦ୍ଧ ରେ ଗଲେ। ସମାନେେ ମାରେ ବିଧି ପଥରେ ଚାଲିଲେ ନାହିଁ ଓ ମାରେ ବ୍ଯବସ୍ଥା ସକଳ ଅଗ୍ରାହ୍ଯ କଲେ। ଯାହାକୁ ଯଦି ଜଣେ ମନୁଷ୍ଯ ଅନୁସରଣ କରେ, ତବେେ ସେ ବଞ୍ଚିବ। ଏବଂ ସମାନେେ ମାରେ ବିଶ୍ରାମଦିନସବୁ କଳୁଷିତ କଲେ। ଏବଂ ସେଥିପାଇଁ ମୁଁ କହିଲି, ମରୁଭୂମିରେ ସମାନଙ୍କେ ବିରୁଦ୍ଧ ରେ ମାରେ କୋରଧ ଢ଼ାଳି ଦବେି ଓ ସମାନଙ୍କେୁ ବିନାଶ କରିବି।
କିନ୍ତୁ ଅବ୍ରହାମ ତାହାକୁ କହିଲେ, 'ନା, ଯଦି ତୁମ୍ଭ ଭାଇମାନେ ମାଶାେ ଓ ଭବିଷ୍ଯଦ୍ବକ୍ତାଙ୍କ କଥା ଶୁଣିବେ ନାହିଁ, ତବେେ ସମାନେେ ମୃତ୍ଯୁରୁ ଫରେି ଆସି ଥିବା କୌଣସି ଲୋକଙ୍କ କଥା ମଧ୍ଯ ଶୁଣିବେ ନାହିଁ।'
ଯୀଶୁ ବହୁତ ଗୁଡିଏ ଆଶ୍ଚର୍ୟ୍ଯ କାର୍ୟ୍ଯ କଲେ। ଲୋକମାନେ ଏ ସବୁ ଦେଖିବା ସତ୍ତ୍ବେ ତାହାଙ୍କୁ ବିଶ୍ବାସ କଲେ ନାହିଁ।