Home Bibles ☰ Books ଗୀତସଂହିତା 78:33 · ଓଡ଼ିଆ ବାଇବେଲ
ଗୀତସଂହିତା 78:33 · ଓଡ଼ିଆ ବାଇବେଲ

ପରମେଶ୍ବର ସମାନଙ୍କେର ଦିନଗୁଡ଼ିକୁ ନିଶ୍ବାସ ପରି ଶୀଘ୍ର ସମାପ୍ତ କଲେ। ସେ ସମାନଙ୍କେର ବର୍ଷଗୁଡ଼ିକୁ ହଠାତ୍ ଦୁର୍ବିପାକରେ ସମାପ୍ତି କଲେ।

Cross references

ଆଦି ପୁସ୍ତକ 3:16

ଏହାପରେ ସଦାପ୍ରଭୁ ପରମେଶ୍ବର ସହେି ସ୍ତ୍ରୀ ଲୋକଟିକୁ କହିଲେ, ମୁଁ ତୁମ୍ଭର କାର୍ୟ୍ଯଭାର ଏବଂ ତୁମ୍ଭର ଗର୍ଭ ବଦନୋ ମଧ୍ଯ ବଢ଼ାଇବି। ତୁମ୍ଭେ ବ୍ଯଥା ରେ ସନ୍ତାନ ପ୍ରସବ କରିବ। ପୁଣି ସ୍ବାମୀ ପ୍ରତି ତୁମ୍ଭର ବାସନା ରହିବ ସେ ତୁମ୍ଭ ଉପରେ କତ୍ତୃର୍ତ୍ବ କରିବ।

ଗଣନା ପୁସ୍ତକ 14:29

ତୁମ୍ଭମାନେେ ଏହି ମରୁଭୂମି ମଧିଅରେ ମରିବ। କୋଡିଏ ବର୍ଷରୁ ଅଧିକ ବଯସ୍କ ତୁମ୍ଭମାନଙ୍କ ମଧ୍ଯରୁ ଗଣ୍ଯ ହାଇେଥିବା ଲୋକମାନେ ସମ୍ପୂର୍ଣ ସଂଖ୍ଯା ଅନୁସାରେ ଯେଉଁମାନେ ମାେ ବିରୁଦ୍ଧ ରେ ଅଭିଯୋଗ କରିଛନ୍ତି, ସମସ୍ତେ ମରିବେ।

ଗଣନା ପୁସ୍ତକ 14:33

'ତୁମ୍ଭମାନଙ୍କ ସନ୍ତାନଗଣ ଚାଳିଶ ବର୍ଷ ଏହି ପ୍ରାନ୍ତର ରେ ଭ୍ରମଣ କରିବେ ଓ ସମାନେେ ତୁମ୍ଭମାନଙ୍କର ଅବିଶ୍ବସ୍ତତା ପାଇଁ ୟନ୍ତ୍ରଣା ଭୋଗ କରିବେ। ତୁମ୍ଭମାନଙ୍କ ଶବ ଏହି ମରୁଭୂମିରେ ବିନଷ୍ଟ ନ ହବୋ ପର୍ୟ୍ଯନ୍ତ ସମାନେେ ତୁମ୍ଭମାନଙ୍କ ବ୍ଯଭିଚାରର, ତୁମ୍ଭେ ତୁମ୍ଭର ପାପର ଫଳ ଭୋଗିବ।

ଗଣନା ପୁସ୍ତକ 14:35

'ମୁଁ ସଦାପ୍ରଭୁ ଅନନ୍ତର ଏହା କହିଲି, ମାେ ବିଷଯ ରେ ଯେଉଁ ଦୁଷ୍ଟ ମଣ୍ତଳୀ ଏକତ୍ରିତ ହାଇେଅଛନ୍ତି, ତାହା ପ୍ରତି ମୁଁ ନିଶ୍ଚଯ ପ୍ରତିଫଳ କରିବି। ସମାନେେ ଏଠା ରେ ନଷ୍ଟ ହବେେ ଓ ଏହି ସ୍ଥାନ ରେ ସମାନେେ ମରିବେ।'

ଗଣନା ପୁସ୍ତକ 26:64

ମାତ୍ର ସୀନଯ ମରୁଭୂମିରେ ଇଶ୍ରାୟେଲ ଲୋକମାନଙ୍କର ଗଣନାକାରୀ ମାଶାେ ଓ ହାରୋଣ ଯାଜକ ଦ୍ବାରା ଯେଉଁମାନେ ଗଣିତ ହାଇେଥିଲେ, ସମାନଙ୍କେ ମଧ୍ଯରୁ ଜଣେ ଏମାନଙ୍କ ମଧିଅରେ ନ ଥିଲା। ସହେି ଲୋକମାନେ ସମସ୍ତେ ମୃତ୍ଯୁବରଣ କରିଥିଲେ।

ଦିତୀୟ ବିବରଣ 2:14

କାଦେଶ ବର୍ଣଯଠାେରକ୍ସ୍ଟ ସରଦେ ଉପତ୍ଯାକା ପାରହବୋ ପର୍ୟ୍ଯନ୍ତ ଆମ୍ଭକକ୍ସ୍ଟ ଅଠତିରିଶ ବର୍ଷ ଲାଗିଥିଲା। ଆମ୍ଭ ଛାଉଣି ମଧ୍ଯରକ୍ସ୍ଟ ସହେି ପୁରୁଷର ସମସ୍ତ ଯୋଦ୍ଧା ମରିଗଲେ ସହେି ସମୟ ମଧିଅରେ। ଏହା ସଦାପ୍ରଭୁଙ୍କର ପ୍ରତିଜ୍ଞା ଥିଲା।

ଦିତୀୟ ବିବରଣ 2:15

ସଦାପ୍ରଭୁଙ୍କର ହସ୍ତ ସମାନଙ୍କେ ବିପକ୍ଷ ରେ ସମସ୍ତ ଲୋକମାନଙ୍କୁ ଧ୍ବଂଶ କରିବା ପର୍ୟ୍ଯନ୍ତ ଥିଲା।

ଆୟୁବ ପୁସ୍ତକ 5:6

ଦୁଃସମୟ ଧୂଳିରୁ ଉତ୍ପନ୍ନ ହୁଏ ନାହିଁ, କଷ୍ଟ ଭୂମିରୁ ଉତ୍ପନ୍ନ ହୁଏ ନାହିଁ।

ଆୟୁବ ପୁସ୍ତକ 14:1

ଆମ୍ଭମାନେେ ସମସ୍ତେ ମନୁଷ୍ଯ। ଆମ୍ଭର ଜୀବନ ଅଳ୍ପାଯୁ ତଥା ନାନା ବିପଦ ରେ ପୂର୍ଣ୍ଣ।

ଗୀତସଂହିତା 90:7

ହେ ପରମେଶ୍ବର, ତୁମ୍ଭ କୋର୍ଧରେ ଆମ୍ଭମାନେେ କ୍ଷଯ ହେଉ। ପୁଣି ତୁମ୍ଭ କୋର୍ଧ ଆମ୍ଭଙ୍କୁ ଭୟଭୀତ କରେ।

ଉପଦେଶକ 1:2

ସମସ୍ତ ମୂଲ୍ଯହୀନ ଅଟେ, ଉପଦେଶକ କହନ୍ତି, ପୁରାପୁରି ମୂଲ୍ଯହୀନ, ସମସ୍ତ ମୂଲ୍ଯହୀନ ଅଟେ।

ଉପଦେଶକ 1:13

ମୁଁ ମନ ଯୋଗ କରି ଅଧ୍ଯଯନ ପାଇଁ ଏବଂ ଜ୍ଞାନ ଦ୍ବାରା ସବୁକିଛି ବୁଝିବା ପାଇଁ ଯାହା ସ୍ବର୍ଗତଳେ ହୁଏ। ଏହି କାର୍ୟ୍ଯ, ଯାହା ପରମେଶ୍ବର ମନୁଷ୍ଯମାନଙ୍କୁ ଦଇେଛନ୍ତି ବ୍ଯସ୍ତ ରହିବାକୁ ଅତି ଅପ୍ରିତିକର ଅଟେ।

ଉପଦେଶକ 12:8

ଉପଦେଶକ କହଇ, ଅସାରର ଅସାର ସବୁ ହିଁ ଅସାର।

ଉପଦେଶକ 12:13

ସାରକଥା ଏହି, ଆମ୍ଭମାନେେ ସବୁ ଶୁଣିଛୁ। ପରମେଶ୍ବରଙ୍କୁ ଭୟ କର ଓ ତାଙ୍କର ଆଜ୍ଞାସବୁ ପାଳନ କର। କାରଣ ଏହା ହିଁ ମନୁଷ୍ଯର ପୂର୍ଣ୍ଣ କର୍ତ୍ତବ୍ଯ ଅଟେ।

Interlinear

Choose Theme