ଆଉ ପରମେଶ୍ବର ସ୍ମରଣ କଲେ ସମାନେେ ମନୁଷ୍ଯମାତ୍ର, ସମାନେେ ବାଯୁତୁଲ୍ଯ, ୟାହା ବହିୟାଏ ଏବଂ ଫରେିଆସେ ନାହିଁ।
Cross references
ସହେି କନ୍ଯାମାନେ ଦେଖିବାକୁ ବହୁତ ସୁନ୍ଦରୀ। ତେଣୁ ପରମେଶ୍ବରଙ୍କର ପୁତ୍ରଗଣ
ପରମେଶ୍ବର, ମନକରେ ମାରେ ଜୀବନ କବଳେ ଗୋଟିଏ ପ୍ରଶ୍ବାସ। ମୁଁ କବେେ ଆଉ କୌଣସି ଭଲ ବିଷଯ ଦେଖିବି ନାହିଁ।
ମୁଁ ଏ ଜୀବନକୁ ଘୃଣା କରେ। ମୁଁ ତ୍ଯାଗ କରୁଛି, ମୁଁ ଅଧିକ ଦିନ ବଞ୍ଚିବି ନାହିଁ। ମାେତେ ଛାଡ଼, ମାରେ ବଞ୍ଚିବାର କିଛି ଅର୍ଥ ନାହିଁ।
ହେ ପରମେଶ୍ବର, ତୁମ୍ଭେ ମନରେଖ ତୁମ୍ଭେ ମାେତେ ମାଟି ତୁଲ୍ଯ ତିଆରି କରିଥିଲ। ପୁଣି ମାେତେ ଧୂଳି ରେ ମିଶାଇ ଦବେ କି ?
ପରମେଶ୍ବର ଜାଣନ୍ତି, କିପରି ଆମ୍ଭେ ତିଆରି ହେଲୁ। ପରମେଶ୍ବର ମନେପକାନ୍ତି ଆମ୍ଭେ ଧୂଳିରୁ ସୃଷ୍ଟି।
ଜଣେ ଲୋକର ଶରୀର ତାର ପିତା ମାତାଙ୍କଠାରୁ ଜନ୍ମ ନିଏ। କିନ୍ତୁ ଜଣେ ଲୋକର ଆତ୍ମିକ ଜୀବନ ଆତ୍ମାଙ୍କଠାରୁ ଜନ୍ମ ନିଏ।
ତୁମ୍ଭେ ଜାଣି ନାହଁ, ଆସନ୍ତା କାଲି କଣ ଘଟିବ ! ତୁମ୍ଭ ଜୀବନଟି ଗୋଟିଏ କୁହୁଡ଼ି ତୁଲ୍ଯ। ତୁମ୍ଭେ ତାହାକୁ ଅଳ୍ପ ସମୟ ଧରି ଦେଖିପାରିବ, ତାପରେ ସେ ଚାଲିଯାଏ।