ଆମ୍ଭମାନେେ ସମାନଙ୍କେ ବଂଶଧରମାନଙ୍କୁ ଏହା ଲୁଚାଇବାକୁ ନାହିଁ। ସମାନେେ କାହିଁକି ସଦାପ୍ରଭୁଙ୍କୁ ପ୍ରଶଂସା କରିବା ଉଚିତ୍, ଏହା ଆମ୍ଭେ ଆମ୍ଭର ଆସୁଥିବା ପୀଢ଼ିକୁ କହିବୁ, ଆମ୍ଭେ ତାହାଙ୍କ ଶକ୍ତି ଏବଂ ଆଶ୍ଚର୍ୟ୍ଯତା ୟାହା ସେ କଲେ ସସବେୁ ବିଷଯରେ ସମାନଙ୍କେୁ କହିବୁ।
Cross references
ଯେ ତବେଳେ ତୁମ୍ଭର ପିଲାମାନେ ତୁମ୍ଭକୁ ପଚାରିବେ, 'ତୁମ୍ଭମାନେେ କାହିଁକି ଏପରି ପର୍ବ ପାଳନ କରୁଛ?'
ସହେିଦିନ ତୁମ୍ଭେ ପିଲାମାନଙ୍କୁ ନିଶ୍ଚଯ କହିବ, 'ଆମ୍ଭେ ଏହି ଭୋଜିର ଆଯୋଜନ କରିଛୁ ଯେ ହତେୁ ସଦାପ୍ରଭଛୁ ଆମ୍ଭକୁ ମିଶରରୁ ଏହିଦିନ ମୁକ୍ତ କରିଥିଲେ।'
ଭବିଷ୍ଯତ ରେ ତୁମ୍ଭମାନଙ୍କର ସନ୍ତାନମାନେ ପଚାରିବେ, ତୁମ୍ଭେ କାହିଁକି ଏପରି କରୁଛ? ଏବଂ ସମାନେେ ପଚାରିବେ, 'ଏସବୁର ଅର୍ଥ କ'ଣ? ଏବଂ ତୁମ୍ଭର ଉତ୍ତର ହବେ, 'ସଦାପ୍ରଭୁ ତାଙ୍କର ମହାନ ଶକ୍ତି ବଳ ରେ ମିଶରଠାରୁ ଆମ୍ଭମାନଙ୍କୁ ଉଦ୍ଧାର କରିଛନ୍ତି। ଆମ୍ଭମାନେେ ସଠାେରେ ଦାସ ଥିଲୁ। କିନ୍ତୁ ସଦାପ୍ରଭୁ ଆମ୍ଭମାନଙ୍କୁ ସଠାରୁେ ବାହାର କରି ଏଠାକୁ ନଇେ ଆସିଛନ୍ତି।
କିନ୍ତୁ ସାବଧାନ ହକ୍ସ୍ଟଅ। ନିଶ୍ଚିତ ରୂପେ ତୁମ୍ଭମାନେେ ବଞ୍ଚିଥିବା ପର୍ୟ୍ଯନ୍ତ ତୁମ୍ଭମାନେେ ଦେଖିଥିବା କାର୍ଯଗୁଡିକ କଦାପି ଭକ୍ସ୍ଟଲିବ ନାହିଁ। ତୁମ୍ଭମାନେେ ତୁମ୍ଭର ସନ୍ତାନମାନଙ୍କୁ ଓ ତୁମ୍ଭର ନାତୀନାତକ୍ସ୍ଟଣୀମାନଙ୍କୁ ସଗେକ୍ସ୍ଟଡିକ ଶିକ୍ଷା ଦିଅ।
ଆଉ ତୁମ୍ଭେ ଆପଣା ସନ୍ତାନଗଣକକ୍ସ୍ଟ ଯତ୍ନପୂର୍ବକ ଏହିସବୁ ଶିକ୍ଷା ଦବେ। ତୁମ୍ଭେ ଆପଣା ଗୃହ ରେ ବସିବା ବେଳେ, ପଥରେ ଚାଲିବା ବେଳେ, ତୁମ୍ଭେ ଶଯନ କରିବା ବେଳେ ଓ ତୁମ୍ଭେ ଉଠିବା ବେଳେ, ସମାନଙ୍କେର ସଙ୍ଗେ ସେ ବିଷଯ ରେ କଥାବାର୍ତ୍ତା କରିବ।
ତୁମ୍ଭେ ଆପଣା ଗୃହ ରେ ବସିବା ବେଳେ ଏବଂ ବାଟରେ ଗ୍ଭଲିଲା ବେଳେ ଶାଇେବା ବେଳେ ଓ ଉଠିବା ବେଳେ ଏହି ସମସ୍ତ ବିଷଯ ରେ କଥାବାର୍ତ୍ତା କରି ଆପଣା ଆପଣା ସନ୍ତାନମାନଙ୍କୁ ଶିକ୍ଷା ଦବେ।
ସହେି ଶିଳାଗକ୍ସ୍ଟଡିକ ତୁମ୍ଭମାନଙ୍କର ଏକ ପ୍ରତୀକ ହାଇେ ରହିବ। ଭବିଷ୍ଯତ ରେ ଯେତବେେଳେ ତୁମ୍ଭର ପିଲାମାନେ ଉତ୍ସୁକ ହାଇେ ତୁମ୍ଭକୁ ପଗ୍ଭରିବେ, 'ଏହି ପଥରଗକ୍ସ୍ଟଡିକ ତକ୍ସ୍ଟମ୍ଭ ପାଇଁ କ'ଣ?
ତା'ପରେ ଯିହାଶୂେୟ ଇଶ୍ରାୟେଲ ଲୋକମାନଙ୍କୁ କହିଲେ, ଭବିଷ୍ଯତ ରେ ତୁମ୍ଭର ପିଲାମାନେ ସମାନଙ୍କେର ପିତାମାତାଙ୍କୁ ପଗ୍ଭରିବେ, 'ଏ ପଥରଗକ୍ସ୍ଟଡିକ କ'ଣ?'
ମୁଁ ତୁମ୍ଭକୁ ସହେି ଜ୍ଞାନୀ ଲୋକଙ୍କ କଥା କହିବି ଯାହା ସମାନେେ ମାେତେ କହିଥିଲେ। ଜ୍ଞାନୀ ଲୋକମାନଙ୍କର ପୂର୍ବପୁରୁଷମାନେ ସମାନଙ୍କେୁ ଏହିସବୁ କହିଥିଲେ। ସମାନେେ କୌଣସି କଥା ମାଠାେ ରେ ଗୋପନ କି ଗୁପ୍ତ ରଖି ନ ଥିଲେ।
ତା'ପରେ ୟିରୁଶାଲମର ଫାଟକ ପାଖରେ ଥାଇ ତୁମ୍ଭକୁ ପ୍ରଶଂସା କରି ମୁଁ ଗୀତ ଗାଇବି। ମୁଁ ଆଜି ଅତ୍ଯନ୍ତ ଆନନ୍ଦିତ କାରଣ ତୁମ୍ଭେ ମାେତେ ରକ୍ଷା କରିଛ।
ହେ ସଦାପ୍ରଭୁ, ତୁମ୍ଭେ କାହିଁକି ଦୂରରେ ରହିଅଛ। ଯେଉଁମାନେ ବିପଦରେ ପଡ଼ନ୍ତି ସମାନେେ ତୁମ୍ଭକୁ ଦେଖିପାରନ୍ତି ନାହିଁ।
ହେ ସଦାପ୍ରଭୁ, ମୁଁ ମାରେ ନିର୍ଦ୍ ଦୋଷତା ପ୍ରମାଣ ପାଇଁ ମାରେ ହାତ ପ୍ରକ୍ଷାଳନ କରେ, ତଣେୁ ତୁମ୍ଭର ୟଜ୍ଞବଦେୀ ନିକଟକୁ ଆସିପାରେ।
ହେ ପରମେଶ୍ବର, ତୁମ୍ଭେ ମାେତେ ବାଲ୍ଯକାଳରୁ ଶିକ୍ଷା ଦଇେ ଆସୁଅଛି। ମୁଁ ଏପର୍ୟ୍ଯନ୍ତ ତୁମ୍ଭର ଆଶ୍ଚର୍ୟ୍ଯ କ୍ରିଯାସବୁ ଲୋକମାନଙ୍କୁ କହିଛି।
ବର୍ତ୍ତମାନ ମୁଁ ବୃଦ୍ଧ ଓ ମାରେ ବାଳ ପାଚିୟାଇଛି। ମାେତେ ପରିତ୍ଯାଗ କର ନାହିଁ, ପରମେଶ୍ବର। ମାେ ସାଙ୍ଗରେ ରୁହ, ମୁଁ ୟପରେି ତୁମ୍ଭର ଶକ୍ତି ଏବଂ ମହାନତା ବିଷଯରେ ଭବିଷ୍ଯତ ବଂଶଧରଙ୍କ ଆଗରେ କହିପାରିବି।
ଲୋକମାନେ ପୁରୁଷାନୁକ୍ରମେ ତୁମ୍ଭ କ୍ରିଯା ସକଳର ପ୍ରଶଂସା କରନ୍ତୁ ସମାନେେ ତୁମ୍ଭର କାର୍ୟ୍ଯ ବିଷଯରେ କୁହନ୍ତୁ।
ମୁଁ ଯେପରି କରୁଅଛି ସହେିପରି ଜୀବିତ ଲୋକେ ତୁମ୍ଭର ପ୍ରଶଂସା କରିବେ। ଜଣେ ପିତା ତା'ର ସନ୍ତାନଗଣଙ୍କୁ ତୁମ୍ଭର ସତ୍ଯତା ଜ୍ଞାନ ବିଶ୍ବାସ କରାଇବେ।
ଆମ୍ଭେ ସଦାପ୍ରଭୁଙ୍କର ସ୍ନହପେୂର୍ଣ୍ଣ କରୁଣାସବୁ କୀର୍ତ୍ତନ କରିବା ଓ ସଦାପ୍ରଭୁ ଆମ୍ଭମାନଙ୍କର ଯେ ସବୁ ଉପକାର କରିଅଛନ୍ତି, ପୁଣି ନିଜର ନାନାବିଧ ଦୟା ଓ ଅପାର ସ୍ନହପେୂର୍ଣ୍ଣ କରୁଣା ଅନୁସାରେ ଇଶ୍ରାୟେଲ ବଂଶର ଯେଉଁ ପ୍ରଚୁର ମଙ୍ଗଳ କରିଅଛନ୍ତି, ତଦନୁସା ରେ ଆମ୍ଭେ ସଦାପ୍ରଭୁଙ୍କର ପ୍ରଶଂସା ଗାନ କରିବ।
ଏହି ସମ୍ବାଦ ତୁମ୍ଭେ ତୁମ୍ଭ ପିଲାମାନଙ୍କୁ ଜଣାଅ। ତୁମ୍ଭର ପିଲାମାନେ ସମାନଙ୍କେର ସନ୍ତାନମାନଙ୍କୁ ଜଣାନ୍ତୁ ଓ ତୁମ୍ଭର ନାତିମାନେ ସମାନଙ୍କେର ପରବର୍ତ୍ତୀ ବଂଶଧରଙ୍କୁ ଜଣାନ୍ତୁ।