ସମାନେେ ତୁମ୍ଭ ଦାସଗଣର ଶବ ଖାଦ୍ୟ ନିମନ୍ତେ ଖଚେର ପକ୍ଷୀଗଣଙ୍କୁ ଦଇେଅଛନ୍ତି। ତୁମ୍ଭର ସଦ୍ଭକ୍ତମାନଙ୍କ ମାଂସ ବନ୍ଯ ପଶୁଗଣଙ୍କୁ ଦଇେଛନ୍ତି।
Cross references
ତୁମ୍ଭମାନଙ୍କର ମୃତ ଶରୀର ସବୁ ହିଂସ୍ର ଜନ୍ତକ୍ସ୍ଟ, ପକ୍ଷୀମାନଙ୍କର ଖାଦ୍ୟ ହବେ। ସମାନଙ୍କେୁ ଘଉଡାଇବା ପାଇଁ କହେି ନଥିବେ।
ସେତବେେଳେ ମୃତବ୍ଯକ୍ତିଙ୍କ ଶବଗୁଡ଼ିକ ଆକାଶର ପକ୍ଷୀମାନଙ୍କର ଓ ଭୂଚର ପଶୁମାନଙ୍କର ଖାଦ୍ୟ ହବେ। ସମାନଙ୍କେୁ ତଡ଼ିବାକୁ କହେି ଲୋକ ଜୀବିତ ରହିବେ ନାହିଁ।
ସଦାପ୍ରଭୁ କହନ୍ତି, ଆମ୍ଭେ ଚାରି ପ୍ରକାର ରେ ତୁମ୍ଭମାନଙ୍କୁ ଦଣ୍ଡିତ କରିବା।' 'ଆମ୍ଭେ ବଧ କରିବା ନିମନ୍ତେ ଯୋଦ୍ଧା, ବିଦୀର୍ଣ୍ଣ କରିବା ନିମନ୍ତେ କୁକୁରଗଣ, ପୁଣି ଗ୍ରାସ ଓ ବିନାଶ କରିବା ନିମନ୍ତେ ଖଚେର ପକ୍ଷୀଗଣ ଓ ଭୂତର ପଶୁଗଣ ତୁମ୍ଭମାନଙ୍କ ଉପ ରେ ନିୟୁକ୍ତ କରିବା।
ସମାନେେ ଅତି ୟନ୍ତ୍ରଣାଦାୟକ ମୃତ୍ଯୁବରଣ କରିବେ। କହେି ସମାନଙ୍କେ ପାଇଁ ବିଳାପ କରିବେ ନାହିଁ। ସମାନଙ୍କେୁ କହେି କବର ଦବେେ ନାହିଁ। ସମାନଙ୍କେର ଶବ ଭୂମିରେ ଖତ ହବେ। ସମାନେେ ଖଡ୍ଗ ଓ ଦୁର୍ଭିକ୍ଷ ରେ ସଂହାରିତ ହବେେ। ସମାନଙ୍କେର ଶବ ଆକାଶ ପକ୍ଷୀଗଣଙ୍କ ଓ ଭୂଚର ପଶୁଗଣଙ୍କର ଖାଦ୍ୟ ହବେ।
ପୁଣି ସହେି ସ୍ଥାନ ରେ ଆମ୍ଭେ ଯିହୁଦାର ଓ ୟିରୁଶାଲମର ସମସ୍ତ ସାଜସଜ୍ଜା ବ୍ଯର୍ଥ କରିବା। ତା'ପ ରେ ସମାନଙ୍କେୁ ସମାନଙ୍କେର ଶତ୍ରୁମାନଙ୍କର ଖଡ୍ଗ ରେ ଧ୍ବଂସ ହବୋକୁ ଆମ୍ଭେ ଦବୋ। ଆମ୍ଭେ ସମାନଙ୍କେର ଶବକୁ ପକ୍ଷୀମାନଙ୍କୁ ଓ ପଶୁମାନଙ୍କୁ ଖାଦ୍ୟ ରୂପେ ଦବୋ।
ଆମ୍ଭେ ସମାନଙ୍କେୁ ସମାନଙ୍କେର ଶତ୍ରୁଗଣ ହସ୍ତ ରେ ଓ ସମାନଙ୍କେର ପ୍ରାଣନାଶକାରୀଙ୍କ ହସ୍ତ ରେ ସମର୍ପଣ କରିବା। ତହିଁରେ ସମାନଙ୍କେର ଶବ ଆକାଶର ପକ୍ଷୀମାନଙ୍କର ଓ ପୃଥିବୀର ବନ୍ଯ ପଶୁମାନଙ୍କର ଖାଦ୍ୟ ହବେ।
ସଦାପ୍ରଭୁ କହିଲେ, ସହେି ସମୟରେ ଆମ୍ଭେ ଲୋକମାନଙ୍କୁ ସମସ୍ଯା ଘଟାଇବା। ଲୋକମାନେ ଅନ୍ଧଭଳି ଗ୍ଭଲିବେ, ଏହା କାହିଁକି ଘଟିବ? କାରଣ ସହେି ଲୋକମାନେ ସଦାପ୍ରଭୁଙ୍କ ବିରୁଦ୍ଧ ରେ ପାପ କରିଛନ୍ତି। ସମାନଙ୍କେର ମୃତ ଶରୀର ଭୂମି ଉପ ରେ ଗୋବର ପରି ପଡି ରହିବ।