Home Bibles ଗୀତସଂହିତା 79:4 · ଓଡ଼ିଆ ବାଇବେଲ
ଗୀତସଂହିତା 79:4 · ଓଡ଼ିଆ ବାଇବେଲ

ଆମ୍ଭ ପଡ଼ୋଶୀ ଦବଗେଣ ଆମ୍ଭମାନଙ୍କୁ ଅପମାନିତ କଲେ। ଆମ୍ଭର ସବୁ ଚତୁପାଶର୍‌ବରେ ଥିବା ଲୋକମାନେ ଆମ୍ଭମାନଙ୍କୁ ପରିହାସ କଲେ।

Cross references

ଦିତୀୟ ବିବରଣ 28:37

ସଠାେରେ ତୁମ୍ଭମାନେେ ନିଜେ ଏକ ଭୟାନକ ଦୃଶ୍ଯ ରେ ପରିଣତ ହବେ, ସହେି ସମସ୍ତ ଜାତିମାନଙ୍କ ଆଗ ରେ ଅପମାନର ଓ ଉପହାସର ପାତ୍ର ହବେ। ଯେଉଁଠାକକ୍ସ୍ଟ ସଦାପ୍ରଭୁ ତୁମ୍ଭମାନଙ୍କୁ ନଇେଯିବେ।

ପ୍ରଥମ ରାଜାବଳୀ 9:7

ଯାହା ଆମ୍ଭେ ସମାନଙ୍କେୁ ଦଇେଥିଲୁ ଏବଂ ଆପଣା ନାମ ନିମନ୍ତେ ଯେଉଁ ମନ୍ଦିର ଆମ୍ଭେ ପବିତ୍ର କଲୁ, ତାହା ଆମ୍ଭେ ପ୍ରତ୍ଯାଖ୍ଯାନ କରିବା ଏବଂ ଉଚ୍ଛିନ୍ନ କରିବା ଓ ଏହା ଇଶ୍ରାୟେଲ ସମସ୍ତ ଗୋଷ୍ଠୀ ସମ୍ମୁଖ ରେ ଉପହାସର ଉଦାହରଣ ହବେ।

ନିହିମିୟା 1:3

ସେତବେେଳେ ସମାନେେ ମାେତେ କହିଲେ, ଯେଉଁମାନେ ବନ୍ଦୀତ୍ବରୁ ଫରେି ଆସିଥିଲେ ସହେି ପ୍ରଦେଶସ୍ଥ ଅବଶିଷ୍ଟ ଲୋକେ ମହା ଦୁଃଖ ଓ ଅପମାନ ରେ ଅଛନ୍ତି, କାରଣ ୟିରୁଶାଲମର ପ୍ରାଚୀର ଭାଙ୍ଗି ଅଛି ଏବଂ ଏହାର ଫାଟକକୁ ପୋଡି଼ ଦିଆୟାଇଛି।

ନିହିମିୟା 2:19

କନ୍ତୁ ହୋରୋଣୀଯ ସନ୍ବଲ୍ଲଟ୍ ଓ ଅେମ୍ମାନୀୟ ଟୋବିୟ ଓ ଆରବୀଯ ଗେଶମ ଏହା ଶୁଣି ଆମ୍ଭମାନଙ୍କୁ ପରିହାସ କଲେ ଓ ଘୃଣା କଲେ। ସମାନେେ କହିଲେ, ତୁମ୍ଭମାନେେ କ'ଣ ଏ କି କାର୍ୟ୍ଯ କରୁଅଛ? ତୁମ୍ଭମାନେେ କ'ଣ ରାଜଦ୍ରୋହ କରୁଛ?

ନିହିମିୟା 4:1

ସନ୍ବଲ୍ଲଟ ଯେତବେେଳେ ଶୁଣିଲା ଯେ ପ୍ରାଚୀର ଗଢା ହାଇଚେି, ସେ ଅତିଶଯ କୋପିତ ହାଇେ ୟିହୁଦୀଯଙ୍କୁ ପରିହାସ କଲା।

ଗୀତସଂହିତା 44:13

ତୁମ୍ଭେ ଆମ୍ଭମାନଙ୍କୁ ଆମ୍ଭର ପଡ଼ୋଶୀମାନଙ୍କ ନିକଟରେ ପରିହାସର ପାତ୍ର କରିଛ। ସମାନେେ ଆମ୍ଭକୁ ଦେଖି ହସନ୍ତି ଓ ଥଟ୍ଟା କରନ୍ତି।

ଗୀତସଂହିତା 44:14

ତୁମ୍ଭେ ଆମ୍ଭକୁ ଏକ ବିପର୍ୟ୍ଯଯର କାହାଣୀରେ ପରିଣତ କରିଛ, ୟାହା ଲୋକମାନେ କହୁଛନ୍ତି। ଯେଉଁ ଲୋକଙ୍କର ନିଜର ରାଜ୍ଯ ମଧ୍ଯ ନାହିଁ, ସମାନେେ ଆମ୍ଭକୁ ଦେଖି ହସୁଛନ୍ତି ଓ ମୁଣ୍ଡ ହଲାଉଛନ୍ତି।

ଗୀତସଂହିତା 80:6

ତୁମ୍ଭେ ଆମ୍ଭର ପ୍ରତିବେଶୀଗଣ ଦ୍ବାରା ଆମ୍ଭମାନଙ୍କୁ ଘୃଣା କରଇେଲ। ପୁଣି ଆମ୍ଭର ଶତ୍ରୁମାନେ ଆମ୍ଭମାନଙ୍କୁ ଉପହାସ କଲେ।

ଗୀତସଂହିତା 89:41

ପଥ ଦଇେ ୟିବା ଲୋକ ସମସ୍ତେ ତାଙ୍କୁ ଲୁଟ କରନ୍ତି। ଆପଣା ପ୍ରତିବେଶୀମାନେ ତାଙ୍କୁ ପରିହାସ କରନ୍ତି।

ଯିଶାଇୟ 43:28

ଏଣୁ ଆମ୍ଭେ ପବିତ୍ର ସ୍ଥାନର ଅଧିପତିମାନଙ୍କୁ ଅପବିତ୍ର କରିବା। ଆମ୍ଭେ ଯାକୁବକୁ ଅଭିଶାପ ଦବୋ ଓ ଇଶ୍ରାୟେଲକୁ ନିନ୍ଦିତ କରିବା।

ଯିରିମିୟ 24:9

ମୁଁ ସମାନଙ୍କେ ଉପ ରେ ଏମିତି ବିପର୍ୟ୍ଯଯ ଆଣିବି ଯେ ପୃଥିବୀର ସମସ୍ତ ରାଜ୍ଯ ଆତଙ୍କିତ ହବେେ। ସମସ୍ତେ ସମାନଙ୍କେୁ ଦୁର୍ନାମ ଓ ଉପହାସ କରିବେ। ଆମ୍ଭେ ଯେଉଁ ସ୍ଥାନ ରେ ସମାନଙ୍କେୁ ବିକ୍ଷିପ୍ତ କରିବା, ସହେି ସ୍ଥାନର ଲୋକମାନେ ସମାନଙ୍କେୁ ଅଭିଶାପ ଦବେେ।

ଯିରିମିୟ 25:18

ମୁଁ ଯିହୁଦା ଓ ୟିରୁଶାଲମର ସମସ୍ତ ନିବାସୀମାନଙ୍କୁ, ସହେି ପାତ୍ରରୁ ପାନ କରାଇଲି। ସହେି ଦେଶ ଶୁଷ୍କ ମରୁଭୂମି ହେଲା ଓ ଶାଚେନୀୟ ଭାବରେ ବିନଷ୍ଟ ହେଲା। ଏହା ଦେଖି ଲୋକମାନେ ଶୀସ୍ ଶବ୍ଦ କଲେ ଓ ଆଜି ପର୍ୟ୍ଯନ୍ତ ଲୋକମାନେ ଏହାକୁ ଏକ ଅଭିଶାପର ବସ୍ତୁ ରୂପେ ବ୍ଯବହାର କରନ୍ତି।

ଯିରିମିୟ 42:18

ପୁଣି ସୈନ୍ଯାଧିପତି ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଏହି କତା କହନ୍ତି, 'ଆମ୍ଭେ ୟିରୁଶାଲମର ଉପ ରେ ଯେପରି ଆମ୍ଭର କୋର୍ଧ ଓ ପ୍ରଚଣ୍ଡ କୋପ ପ୍ରକାଶ କରିଥିଲୁ, ସହେିପରି ଯେଉଁମାନେ ମିଶର ରେ ପ୍ରବାସ କରିବେ, ଆମ୍ଭେ ସମାନଙ୍କେ ପ୍ରତି ଆମ୍ଭର ପ୍ରଚଣ୍ଡ କୋପ ଢ଼ାଳିବା। ଆଉ ତୁମ୍ଭମାନେେ ଅଭିଶପ୍ତ, ବିସ୍ମଯ, ଶାପଗ୍ରସ୍ତ ଓ ନିନ୍ଦାର ପାତ୍ର ହବେ ଓ ତୁମ୍ଭମାନେେ ଏହି ସ୍ଥାନ ଦେଖିବ ନାହିଁ।'

ଯିରିମିୟ 51:51

ଆମ୍ଭେ ଯିହୁଦାବାସୀ ନିନ୍ଦା କଥା ଶୁଣିବାରୁ ଲଜ୍ଜିତ ହାଇେଅଛୁ, ଆମ୍ଭମାନେେ ଅପମାନିତ ହାଇେଅଛୁ। କାରଣ ବିଦେଶୀମାନେ ସଦାପ୍ରଭୁଙ୍କର ମନ୍ଦିର ସକଳ ପବିତ୍ର ସ୍ଥାନ ରେ ପ୍ରବେଶ କରିଅଛନ୍ତି।

ଯିରିମିୟଙ୍କ ବିଳାପ 1:11

ତାହାର ସମସ୍ତ ଲୋକ ବିଳାପ କରି ଆହାର ଖୋଜୁଛନ୍ତି। ସମାନେେ ବଞ୍ଚିବା ଉଦ୍ଦେଶ୍ଯ ରେ ଖାଦ୍ୟ ପାଇଁ ସମାନଙ୍କେର ମ ନୋହର ସାମଗ୍ରୀସବୁ ଦେଉଛନ୍ତି। ୟିରୁଶାଲମ କ ହେ, ହେ ସଦାପ୍ରଭୁ, ଦେଖ, ମାେତେ ନିରୀକ୍ଷଣ କର, ଆଉ ଦେଖ ଲୋକମାନେ ମାେତେ ଘୃଣା କରୁଛନ୍ତି।

ଯିରିମିୟଙ୍କ ବିଳାପ 2:15

ପଥିକମାନେ ତୁମ୍ଭର ଦୁରାବସ୍ଥା ରେ ହାତତାଳି ଦିଅନ୍ତି। ସମାନେେ ଗ୍ରୀସ୍ ଶବ୍ଦ କରି ୟିରୁଶାଲମର କନ୍ଯା ପ୍ରତି ମସ୍ତକ ହଲାଇ କହନ୍ତି, ଏ କ'ଣ ସହେି ନଗରୀ ଯାହାକୁ ଲୋକମାନେ 'ସୌନ୍ଦର୍ୟ୍ଯମଯୀ ନଗରୀ' ଓ 'ସମଗ୍ର ପୃଥିବୀର ଆନନ୍ଦ ସ୍ବରୂପ' ବୋଲି କହୁଥିଲେ ?

ଯିରିମିୟଙ୍କ ବିଳାପ 5:1

ହେ ସଦାପ୍ରଭୁ ! ଆମ୍ଭମାନଙ୍କ ପ୍ରତି ଯାହା ଘଟିଗଲା, ତାହା ସ୍ମରଣ କର। ଆମ୍ଭମାନଙ୍କ ପ୍ରତି ହାଇେଥିବା ଅପମାନକୁ ଅବଲୋକନ କର।

ଯିହିଜିକଲ 22:5

ହେ କୁଖ୍ଯାତ ଓ କଳହ ପ୍ରିଯ ନଗର, ତୁମ୍ଭର ନିକଟସ୍ଥ ଓ ଦୂରସ୍ଥ ସମସ୍ତେ ତୁମ୍ଭକୁ ପରିହାସ କରିବେ।

ଯିହିଜିକଲ 35:12

ତୁମ୍ଭେ ଇଶ୍ରାୟେଲର ପର୍ବତଗଣ ବିରୁଦ୍ଧ ରେ ଯେଉଁସବୁ ନିନ୍ଦାର କଥା କହିଅଛ ଅର୍ଥାତ୍ ' ସେସବୁ ଧ୍ବଂସସ୍ଥାନ ହବେ ଓ ଆମ୍ଭମାନେେ ତାହାକୁ ଖାଦ୍ୟପରି ଚର୍ବଣ କରିବୁ।' ମୁଁ ସଦାପ୍ରଭୁ ଶୁଣିଅଛି।

ଯିହିଜିକଲ 36:3

ତେଣୁ ଭବିଷ୍ଯଦବାଣୀ ପ୍ରଚାର କରି କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, 'ଶତ୍ରୁଗଣ ତୁମ୍ଭମାନଙ୍କୁ ଧ୍ବଂସ କରିଅଛନ୍ତି ଓ ତୁମ୍ଭମାନଙ୍କୁ ଚତୁର୍ଦ୍ଦିଗରୁ ବେଷ୍ଟନ କରିଅଛନ୍ତି। ଏବଂ ତୁମ୍ଭେ ଅବଶିଷ୍ଟ ଜାତିମାନଙ୍କର ଅଧିକାର ହାଇେଅଛ। ତୁମ୍ଭେ ଗୋଟିଏ ଥଟ୍ଟାପାତ୍ର ହାଇେଲ ଓ ସମସ୍ତେ ତୁମ୍ଭକୁ ଅପବାଦ କରନ୍ତି।'

ଯିହିଜିକଲ 36:15

ଆଉ ମୁଁ ତୁମ୍ଭକୁ ଅନ୍ୟ ଦେଶୀଯମାନଙ୍କଠାରୁ ଅପମାନିତ କରିବ ନାହିଁ, ତୁମ୍ଭମାନେେ ଅନ୍ୟ ଦେଶମାନଙ୍କ ଦ୍ବାରା ଘୃଣିତ ହବେ ନାହିଁ, ତୁମ୍ଭେ ପୁଣି ଥରେ ତୁମ୍ଭର ଦେଶର ପତନର କାରଣ ହବେ ନାହିଁ। ଏହା ସଦାପ୍ରଭୁ ମାରେ ପ୍ରଭୁ କହିଛନ୍ତି।

ଦାନିଏଲ 9:16

ହେ ସଦାପ୍ରଭୁ, ବିନଯ କରୁଅଛୁ, ତୁମ୍ଭର ସମସ୍ତ ଧାର୍ମିକତା ଅନୁୟାଯୀ ତୁମ୍ଭର ନଗର ୟିରୁଶାଲମ, ତୁମ୍ଭର ପବିତ୍ର ପର୍ବତ ପ୍ରତି ତୁମ୍ଭର କୋରଧ ଓ କୋପ ନିବୃତ୍ତ ହେଉ। ତୁମ୍ଭର କୋରଧ ନ୍ଯାଯୋଚିତ। ମାତ୍ର ଆମ୍ଭ ଚତୁର୍ଦ୍ଦିଗସ୍ଥ ଲୋକେ ଆମ୍ଭମାନଙ୍କୁ ନିନ୍ଦା କରୁଛନ୍ତି ଓ ଉପହାସ କରୁଛନ୍ତି। କାରଣ ଆମ୍ଭମାନେେ ଓ ଆମ୍ଭ ପୂର୍ବପୁରୁଷଗଣ ପାପ କରିଛନ୍ତି।

ସିଫନିୟ 3:18

ସଦାପ୍ରଭୁ କହିଲେ, ମୁଁ ତୁମ୍ଭମାନଙ୍କର ଲଜ୍ଜା ଅପମାନ ନଇୟିବେ। ସହେି ଲୋକମାନେ ତୁମ୍ଭକୁ ଆଘାତ କରିବା ବନ୍ଦ କରିବେ।

ଯିଖରିୟ 8:13

ହେ ଯିହୁଦା ଓ ଇଶ୍ରାୟେଲ, ଠିକ୍ ଯେପରି ତୁମ୍ଭମାନେେ ଦେଶ ମଧିଅରେ ଏକ ଅଭିଶାପ ଥିଲ ଆମ୍ଭେ ମଧ୍ଯ ତୁମ୍ଭମାନଙ୍କୁ ଆଶୀର୍ବାଦ କରିବା। ସେଥିପାଇଁ ଭୟଭୀତ ହୁଅ ନାହିଁ! ସବଳ ହୁଅ।

Interlinear

Choose Theme