କାହିଁକି ତୁମ୍ଭେ ମନୁଷ୍ଯମାନଙ୍କୁ ଏତେ ପ୍ରାଧାନ୍ଯ ଦିଅ ? କାହିଁକି ତୁମ୍ଭେ ସମାନଙ୍କେର କ୍ଷତ ନିଅ ? କାହିଁକି ତୁମ୍ଭେ ସମାନଙ୍କେୁ ଏତେ ଦୃଷ୍ଟି ଦିଅ ?
Cross references
ଆରମ୍ଭରେ ପରମେଶ୍ବର ଆକାଶ ଓ ପୃଥିବୀକୁ ସୃଷ୍ଟି କଲେ।
ଏହାପରେ ପରମେଶ୍ବର କହିଲେ, ଆକାଶର ତାରଣେ ରେ ଜ୍ଯୋତିଗଣ ଉତ୍ପନ୍ନ ହୁଅନ୍ତୁ। ସହେି ଜ୍ଯୋତିଗଣ ରାତ୍ରରୁ ଦିନକୁ ପୃଥକ୍ କରିବେ। ସହେି ଜାତିଗେଣ ଋତୁ, ଦିନ ଓ ବର୍ଷଗୁଡ଼ିକର ସମୟକାଳ ଦଖାଇବୋ ପାଇଁ ଚ଼ିହ୍ନ ରୂପେ ବ୍ଯବହୃତ ହବେ।
ତେଣୁ ସହେି ରାତି ରେ ସେ ଦୁ ହେଁ ମିଶି ତାଙ୍କର ପିତାଙ୍କୁ ମଦ୍ଯପାନ କରାଇଲେ। ତା'ପରେ ତାଙ୍କର ସାନଝିଅ ୟାଇ ତାଙ୍କ ସହିତ ସହବାସ କଲା। ଆଉଥରେ ଲୋଟ ଅତ୍ଯଧିକ ମଦ୍ଯପାନ କରିଥିବାରୁ ତାଙ୍କ ଝିଅ କେତବେେଳେ ଆସି କେତବେେଳେ ସହବାସ କରି ୟାଇଛି ସେ ଜାଣିପାରି ନଥିଲେ।
ସଦାପ୍ରଭୁ ସାରାଙ୍କଠା ରେ କରିଥିବା ତାଙ୍କର ପ୍ରତିଜ୍ଞା ରକ୍ଷା କଲେ। ସେ ସାରାକୁ ଯାହା ପ୍ରତିଜ୍ଞା କରିଥିଲେ ତାଙ୍କ ପାଇଁ ସପରେି କଲେ।
ଲୋକମାନେ ମଧ୍ଯ ବିଶ୍ବାସ କଲେ ଯେ ପରମେଶ୍ବର ମାଶାଙ୍କେୁ ପଠାଇଛନ୍ତି। ଯେତବେେଳେ ଇଶ୍ରାୟେଲୀୟମାନେ ଶୁଣିଲେ ଯେ, ପରମେଶ୍ବର ସମାନଙ୍କେର ଅସୁବିଧା ଦେଖିଛନ୍ତି ଏବଂ ସମାନଙ୍କେ ପାଇଁ ଦୁଃଖ କଲେ। ସମାନେେ ତାଙ୍କୁ ପ୍ରଣାମ କଲେ ଓ ଉପାସନା କଲେ।
କିନ୍ତୁ ଆମ୍ଭମାନେେ ଜାଣୁ ଯେ ତୁମ୍ଭେ ପରମେଶ୍ବର, ପ୍ରକୃତ ରେ ଏହି ପୃଥିବୀ ରେ ମନୁଷ୍ଯମାନଙ୍କ ସହିତ ବସବାସ କରିବ ନାହିଁ। ସ୍ବର୍ଗ ଓ ଉଚ୍ଚତମ ସ୍ବର୍ଗଗଣ ତୁମ୍ଭକୁ ଧାରଣ କରିପାରନ୍ତି ନାହିଁ। ଆଉ ଆମ୍ଭମାନେେ ଜାଣୁ ଯେ, ମୁଁ ନିର୍ମିତ କରିଥିବା ଏହି ମନ୍ଦିର ତୁମ୍ଭକୁ ଧାରଣ କରି ନ ପା ରେ।
ହେ ପରମେଶ୍ବର, କାହିଁକି ମଣିଷ ତୁମ୍ଭ ପାଇଁ ଏତେ ମହତ୍ତ୍ବାପୂର୍ଣ୍ଣ। ତୁମ୍ଭେ କାହିଁକି ତାକୁ ସମ୍ମାନ ଦବେ ? ତୁମ୍ଭେ କାହିଁକି ତା'ପ୍ରତି ଧ୍ଯାନ ଦବେ ?
ଲୋକମାନେ ବହୁତ କମ ନିର୍ମଳ। ଲୋକମାନେ କୀଟାଣୁ ପରି ମୂଲ୍ଯହୀନ ଜୀବାଣୁ।
ହେ ଲୋକମାନେ ଆଉ କେତେ ଦିନ ଏପରି ଖରାପ କଥା ମାେ ବିରୁଦ୍ଧରେ ପ୍ରଚାର କରିବ। ତୁମ୍ଭମାନେେ କେତଦେିନ ନାନା ପ୍ରକାର ନୂଆ ନୂଆ ମିଥ୍ଯା କଥା ମାେ ବିଷଯରେ କହିବ। କାହିଁକି ତୁମ୍ଭମାନେେ ସହେି ମନ୍ଦ କଥା କହିବାକୁ ଭଲ ପାଉଛ।
ପ୍ରତି ନୂତନ ଦିନ, ନୂଆ ନୂଆ କାହାଣୀ କହିଚାଲେ। ପ୍ରେତ୍ୟକକ ରାତ୍ରି ପରମେଶ୍ବରଙ୍କ ଶକ୍ତି ବିଷଯରେ ନାନା ତଥ୍ଯ ପ୍ରଦାନ କରେ।
ହେ ପରମେଶ୍ବର, ତୁମ୍ଭ ହସ୍ତ ତୁମ୍ଭ ଦକ୍ଷିଣ ପାଶର୍ବରେ ଛିଡ଼ା ହାଇେଥିବା ମନୁଷ୍ଯ ଉପରେ ତୁମ୍ଭେ ନିଜେ ହାତ ରଖି ଉଠାଅ।
ଅନ୍ୟ ସମସ୍ତ ଗୋଷ୍ଠୀଯମାନଙ୍କର ଦବଗେଣ କବଳେ ପ୍ରତିମା, କିନ୍ତୁ ସଦାପ୍ରଭୁ ଏହି ଆକାଶର ସୃଷ୍ଟିକର୍ତ୍ତା।
ହେ ସଦାପ୍ରଭୁ, ତୁମ୍ଭର ଲୋକମାନଙ୍କ ପ୍ରତି ଦୟାକଲା ସମଯରେ ମାେତେ ଟିକେ ମନେ ପକାଅ। ମାେତେ ମଧ୍ଯ ଉଦ୍ଧାର କରିବାକୁ ମନେପକାଅ।
ପରମେଶ୍ବରଙ୍କର ପ୍ରଶଂସା କର ୟିଏ ତାଙ୍କ ବୁଦ୍ଧିରେ ଆକାଶମଣ୍ଡଳ ନିର୍ମାଣ କଲେ। ତାହାଙ୍କ ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।
ପରମେଶ୍ବର ରାତ୍ରିରେ କତ୍ତୃର୍ତ୍ବ କରିବା ପାଇଁ ଚନ୍ଦ୍ର ଓ ତାରାଗଣ ସୃଷ୍ଟି କଲେ। ତାହାଙ୍କ ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।
ହେ ସଦାପ୍ରଭୁ, ଲୋକମାନେ ତୁମ୍ଭ ପାଇଁ ଏତେ ମହତ୍ବପୂର୍ଣ୍ଣ କାହିଁକି ? ତୁମ୍ଭେ ଆମ୍ଭମାନଙ୍କ ପ୍ରତି କାହିଁକି ଧ୍ଯାନ ଦିଅ ?
ସାହାୟ୍ଯ ପାଇଁ ଅଧିପତିମାନଙ୍କ ଉପରେ ନିର୍ଭର ରଖ ନାହିଁ। ଲୋକମାନଙ୍କ ପ୍ରତି ଭରସା କର ନାହିଁ। କାରଣ ଲୋକମାନେ ତୁମ୍ଭକୁ ରକ୍ଷା କରିପାରିବେ ନାହିଁ।
ସମସ୍ତ ଗୋଷ୍ଠୀ ପରମେଶ୍ବରଙ୍କ ତୁଳନା ରେ ଅତି ନଗଣ୍ଯ ତୁଚ୍ଛ। ସମାନେେ ତାଙ୍କ ନିକଟରେ ଲଘୁ ଓ ଅସାର ତୁଲ୍ଯ ଗଣ୍ଯ ଅଟନ୍ତି।
ସଦାପ୍ରଭୁ କୁହନ୍ତି, ଆମ୍ଭେ ହେଉଛୁ ସହେି ଯେ ତୁମ୍ଭମାନଙ୍କୁ ସାନ୍ତ୍ବନା ଦିଅନ୍ତି, ତବେେ ତୁମ୍ଭେ କାହିଁକି ମରଣଶୀଳ ମାନବ ଯେ କି ତୃଣତୁଲ୍ଯ ଏପରି ମାନବର ସନ୍ତାନକୁ ଭୟ କରୁଅଛ ?'
ପୁନର୍ବାର ପରମେଶ୍ବର ମାେତେ କହିଲେ, ହେ ମନୁଷ୍ଯ ପୁତ୍ର, ତୁମ୍ଭେ ଏହିସବୁ ଘୃଣ୍ଯ କର୍ମମାନ ଦେଖିଲ। ଏହାପ ରେ ଆହୁରି ଏହା ଅପେକ୍ଷା ଅଧିକ ଘୃଣ୍ଯ କର୍ମମାନ ଦେଖିବ।
ଯୀଶୁ ତାହାଙ୍କୁ କହିଲେ, କୋକିଶିଆଳିର ଗାତ ଅଛି ଓ ଆକାଶର ପକ୍ଷୀମାନଙ୍କର ବସା ଅଛି। କିନ୍ତୁ ମନୁଷ୍ଯପୁତ୍ରଙ୍କ ପାଇଁ ମୁଣ୍ଡ ଗୁଞ୍ଜିବାକୁ ଜାଗା ଟିକିଏ ନାହିଁ।
ଇଶ୍ରାୟେଲର ପ୍ରଭୁ ପରମେଶ୍ବରଙ୍କର ସ୍ତୁତି ଗାନ କର। ସେ ନିଜ ଲୋକମାନଙ୍କୁ ସାହାୟ୍ଯ କରିବା ପାଇଁ ଆସିଛନ୍ତି ଏବଂ ସମାନଙ୍କେୁ ସ୍ବାଧୀନତା ଦଇେଛନ୍ତି।
ସମାନେେ ତୁମ୍ଭକୁ ଓ ତୁମ୍ଭ ଲୋକମାନଙ୍କୁ ନଷ୍ଟ କରି ଦବେେ। ତୁମ୍ଭ କୋଠଗୁଡିକର ଗୋଟିଏ ହେଲେ ପଥର ଅନ୍ୟ ପଥରଟି ଉପରେ ସମାନେେ ରେଖଇ ଦବେେ ନାହିଁ। ଏସବୁ ଘଟିବ। କାରଣ ତୁମ୍ଭକୁ ଉଦ୍ଧାର କରିବା ପାଇଁ ପରମେଶ୍ବର ଯେତବେେଳେ ଆସିଥିଲେ, ସେ ସମୟଟିକୁ ତୁମ୍ଭେ ଚିହ୍ନି ପାରିଲ ନାହିଁ।
ଶାସ୍ତ୍ର ରେ କୌଣସି ସ୍ଥାନ ରେ ଏପରି ଲଖାେ ଅଛି :
ଅବିଶ୍ବାସୀ ଲୋକମାନେ ତୁମ୍ଭ ଚାରିପଟେ ଅଛନ୍ତି। ସମାନେେ କହି ପାରନ୍ତି ଯେ ତୁମ୍ଭେ ଖରାପ କାର୍ୟ୍ଯ କରୁଛ। ଅତଏବ ଉତ୍ତମ ଜୀବନଯାପନ କର। ତା ହେଲେ ତୁମ୍ଭମାନେେ କରୁଥିବା ଭଲ କାମଗୁଡ଼ିକୁ ସମାନେେ ଦେଖିବେ ଓ ପରମେଶ୍ବରଙ୍କ ଆସିବା ଦିନ ସମାନେ ତାହାଙ୍କୁ ମହିମା ଦବେେ।