ଗୀତସଂହିତା 81:4 · ଓଡ଼ିଆ ବାଇବେଲ
କାରଣ ଏହା ଇଶ୍ରାୟେଲ ପାଇଁ ନିଯମ। ଏହା ୟାକୁବର ପରମେଶ୍ବରଙ୍କର ଆଦେଶ ଅଟେ।
Cross references
ଗଣନା ପୁସ୍ତକ 10:10
ଆଉ ମଧ୍ଯ ତୁମ୍ଭମାନଙ୍କ ଆନନ୍ଦ ଦିନ ରେ ଓ ତୁମ୍ଭମାନଙ୍କ ନିରୂପିତ ପର୍ବ ରେ ଓ ତୁମ୍ଭମାନଙ୍କ ମାସର ଆରମ୍ଭ ରେ ତୁମ୍ଭମାନେେ ଆପଣାମାନଙ୍କ ହାମବେଳି ଓ ମଙ୍ଗଳାର୍ଥକ ବଳି ଉପରେ ଏହି ତୂରୀ ବଜାଇବ। ତାହା ପରମେଶ୍ବରଙ୍କ ସମ୍ମୁଖ ରେ ସ୍ମରଣାର୍ଥେ କରାୟିବ। ମୁଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଅଟେ।
ଗଣନା ପୁସ୍ତକ 28:11
ଆଉ ପ୍ରତିମାସର ପ୍ରଥମ ଦିନ ରେ ତୁମ୍ଭମାନେେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ହୋମ ନିମନ୍ତେ ଦୁଇଟି ଷଣ୍ତ,ଏକ ଅଣ୍ତିରା ମଷେ ଓ ଏକବର୍ଷୀଯ ସାତଟି ମଷେଶାବକ ବିଶଷେ ହାମବେଳି ରୂପେ ଉତ୍ସର୍ଗ କରିବ। ଏମାନେ ସମସ୍ତେ ନିଖୁଣ ହାଇେ ଥିବେ।